ଜନମତ ସର୍ଭେ ଆକଳନରେ ଆସିଲା କିଛି ଏଭଳି ତଥ୍ୟ । ଏବେ ନିର୍ବାଚନ ହେଲେ NDAକୁ ମିଳିପାରେ ୩୬୧ ଆସନ ।
ଜୟନାରାୟଣ ମିଶ୍ର ହେଲେ ବିରୋଧୀ ଦଳ ନେତା। ଦାୟିତ୍ୱ ନେଉ ନେଉ କହିଲେ ଲକ୍ଷ୍ୟ କଂଗ୍ରେସ ମୁକ୍ତ ଭାରତ, ବିଜେଡି ମୁକ୍ତ ଓଡ଼ିଶା।
ବିଜେପି ପକ୍ଷରୁ ଜୋରଦାର ଉତ୍ସବ ପାଳନ ବେଳେ ଶ୍ରେୟ ନେବାକୁ କଳବଳ ଲଗାଇଛି ବିଜେଡି । ୨୫ରେ ଶପଥ ଉତ୍ସବରେ ଯୋଗଦେବାକୁ ଆଗୁଆ ଦିଲ୍ଲୀ ଯିବାକୁ ସଜବାଜ ନବୀନ ।
ବିଜେପି ନେତା ମୋହନ ମାଝି କହିଛନ୍ତି ମୋକିମ୍ଙ୍କ ବ୍ୟତୀତ ଆଉ ଜଣେ ନେତା ବି ଦ୍ରୌପଦୀଙ୍କୁ ଦେଇଛନ୍ତି ଭୋଟ ।
ଆଗ୍ରହୀ କମ୍ପାନିକୁ ନିବେଶ ଅର୍ଥର ୨୫ ପ୍ରତିଶତ ଦେବେ ରାଜ୍ୟ ସରକାର । ସରକାରଙ୍କୁ ଉଦ୍ୟୋଗୀ କହିଲେ ଯୋଗାଇ ଦିଅ ମାଗଣା ଜମି ।
ମୋକିମ୍ କହିଲେ କଂଗ୍ରେସରେ ଅଛି ରହିବି । କାର୍ଯ୍ୟାନୁଷ୍ଠାନ ଦାବି କଲେ ତାରା-ସୁର । ଶରତ କହିଲେ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା ।
ମାଟିର ଝିଅ କଥାକୁ ଖଣ୍ଡନ କଲେ ତାରାପ୍ରସାଦ ବାହିନୀପତି । ଯଶୱନ୍ତ ସିଂହ୍ନା ବିହାରର, ତାଙ୍କୁ ବିଜେପି ଭୋଟ ଦେଲା କି ?
କଂଗ୍ରେସର ଆକ୍ଷେପ ବିଜେଡିକୁ ଘାରୁଛି ଇଡି ଓ ସିବିଆଇ ଡର । ବିଜେଡି କହିଲା ଏନଡିଏର ଉଭୟ ପ୍ରାର୍ଥୀ ଉପଯୁକ୍ତ । ବିଜେପି କହିଲା ଅଣକଂଗ୍ରେସ ଦଳ ଭାବେ ନାହିଁ ବିକଳ୍ପ ପନ୍ଥା ।
NDAର ରାଷ୍ଟ୍ରପତି ପ୍ରାର୍ଥୀ ପରେ ପୁଣି ଉପରାଷ୍ଟ୍ରପତି ପ୍ରାର୍ଥୀ ଜଗଦୀପ ଧନଖଡ଼ଙ୍କୁ କାହିଁକି ସମର୍ଥନ କଲେ ନବୀନ ? ସିବିଆଇ ଭୟ ନା ଆଉ କିଛି ?
ଏକ ପ୍ରଶ୍ନର ଉତ୍ତର ରଖି ମତ ରଖିଲେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୦୫ ଜଣ ଶିଶୁ ରାସ୍ତା କଡ଼ରେ ରହୁଛନ୍ତି ।
ଗୃହରେ ଉଠିଲା ରାଜ୍ୟ ସୀମା ସୁରକ୍ଷା ପ୍ରସଙ୍ଗ । ବିଧାନସଭାର ଶୂନ୍ୟକାଳରେ ଉଠିଲା ରାଜ୍ୟର ସୀମା ସୁରକ୍ଷା ପ୍ରସଙ୍ଗ ।
ସମର୍ଥନ ଯୋଗାଡ଼ରେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଜନ୍ମ ମାଟି ଓ଼ଡିଶାରେ ବିଜେପି ଓ ବିଜେଡିର ଭବ୍ୟ ସ୍ୱାଗତ ।
ଦ୍ରୌପଦୀଙ୍କ ଭୁବନେଶ୍ୱର ଗସ୍ତ ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ସମ୍ବୋଧିତ ବେଳେ ମୁଖ୍ୟମନ୍ତ୍ରୀ ନବୀନ ଏବଂ ବିଜେଡି ବିଧାୟକ-ସାଂସଦଙ୍କ ଠାରୁ ଔପଚାରିକତା ଦୃଷ୍ଟିରୁ ସମର୍ଥନ ଲୋଡ଼ିଛନ୍ତି ।
ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ପ୍ରଥମ ଥର ପାଇଁ ଓଡ଼ିଶା ଆସି ରାଜ୍ୟ ନେତାଙ୍କୁ ଭୋଟ ମାଗିଛନ୍ତି ଦ୍ରୌପଦୀ । ପ୍ରଥମେ ବିମାନ ବନ୍ଦରରେ ଓହ୍ଲାଇବା ପରେ ତାଙ୍କୁ ଉଭୟ ବିଜେଡି ଓ ବିଜେପି ପକ୍ଷରୁ ଭବ୍ୟ ସ୍ୱାଗତ କରାଯାଇଥିଲା ।
ସରକାରୀ କାର୍ଯ୍ୟକ୍ରମକୁ ଡକାଯାଇନଥିବା ନେଇ ଟ୍ୱିଟ୍ କରି କ୍ଷୋଭ ପ୍ରକାଶ କଲେ ଅପରାଜିତା । ଭୁବନେଶ୍ୱରରେ ଆୟୋଜିତ ହେଉଛି ୭୩ ତମ ବନ ମହୋତ୍ସବ ।
ସୌମ୍ୟ କହିଲେ ଭୁଲ୍ ତଥ୍ୟ ଦେଇ ଆମକୁ ସଜାଉଛନ୍ତି ମିଛୁଆ । ଆନନ୍ଦପୁରର ସ୍ୱାସ୍ଥ୍ୟ ଭିତ୍ତିଭୂମି ଗୁମର ଖୋଲିଲେ ଭାଗିରଥୀ
ରାଜ୍ୟ ସରକାର ସନ୍ଦେହ ଘେରକୁ ଆସିବା ସହ ଦୁର୍ନୀତିର ଗନ୍ଧ ବାରି ହେଉଛି ବୋଲି କହିଛନ୍ତି ନରସିଂହ ମିଶ୍ର ।
ସାଧାରଣ ନିର୍ବାଚନ ପାଇଁ ହାତରେ ମାତ୍ର ଆଉ ଦୁଇ ବର୍ଷ । ତେଣୁ ରାଷ୍ଟ୍ରପତି ନିର୍ବାଚନ ଲଢ଼େଇ ଜୋରଦାର୍ ହେବ ବୋଲି କୁହାଯାଉଛି ।
ରାଷ୍ଟ୍ରପତି ନିର୍ବାଚନରେ ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବେ ନାହିଁ ବୋଲି କହିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ।
ଆମ ଦଳରେ ୨୨ ବିଧାୟକ, ଅଧିକାଂଶ ବରିଷ୍ଠ ଓ ଅଭିଜ୍ଞ । ସେମାନଙ୍କ ମଧ୍ୟରୁ ଯାହାକୁ ବିରୋଧୀଦଳ ନେତା କଲେ ଚଳିବ ବୋଲି କହିଛନ୍ତି କୁସୁମ ଟେଟେ ।
ନରସିଂହଙ୍କ ବୟାନର ଦିନକ ପରେ ସୁର କହିଛନ୍ତି ଦ୍ରୌପଦୀଙ୍କୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ କରିବାକୁ ସେ ସୋନିଆଙ୍କୁ ପରାମର୍ଶ ଦେଲେ ।
ଦ୍ରୌପଦୀଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ କରାଯିବା ଦ୍ୱାରା ଆଦିବାସୀ ଭୋଟ କାଳେ ବିଜେପିକୁ ଚାଲିଯିବ ସେଇ ଆଶଙ୍କାରେ ବିଜେଡି ଏଭଳି ମାହୋଲ ସୃଷ୍ଟି କରୁଥିବା କହିଛନ୍ତି ରାଜନୈତିକ ସମୀକ୍ଷକ ।
ମୁର୍ମୁଙ୍କ ପ୍ରାର୍ଥୀତ୍ୱ ଘୋଷଣା ପୂର୍ବରୁ ବିରୋଧୀଦଳ ପ୍ରାର୍ଥୀ ଘୋଷଣା କରିଛି । ଜଣକୁ ଛିଡ଼ା କରି ଅନ୍ୟ ଜଣକୁ ସମର୍ଥନ କରିବା ଠିକ୍ କଥା ନୁହେଁ କହିଲେ ନରସିଂହ ।
ଏବେ ବି ତାଲିକାରେ ନାଁ ରହିଛି, ମିଡିଆରେ ବହିଷ୍କୃତ ହୋଇଛି ବୋଲି କୁହାଯାଉଛି । ମୁଖ୍ୟମନ୍ତ୍ରୀ ଯଦି ଭଲ ପାଉ ନ ଥାନ୍ତେ, ଲିଖିତ ଭାବେ ବିଧାନସଭାକୁ ଜଣାଇଥାନ୍ତେ ।
ସର୍ବସମ୍ମତିକ୍ରମେ ଦଳମତ ନିର୍ବିଶେଷରେ ସମର୍ଥନ କରିବାକୁ ଅପିଲ । ଓଡ଼ିଶାର ଝିଅଙ୍କୁ ସମର୍ଥନ କରିବାକୁ ଅପିଲ କଲେ ମୁଖ୍ୟମନ୍ତ୍ରୀ ।