• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Politics

Aparajita Sarangi
ପ୍ରାଚୀ ନଦୀର ପୁନରୁଦ୍ଧାର ପାଇଁ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା

୭୮ କିଲୋମିଟର ଦୀର୍ଘ ପ୍ରାଚୀ ନଦୀ, ଖୋର୍ଦ୍ଧା-କଟକ-ପୁରୀ ଜିଲ୍ଲାର ୬ଟି ବ୍ଲକ ବାଲିଅନ୍ତା, ବାରଙ୍ଗ, କଣ୍ଟାପଡା, ନିଆଳି, କାକଟପୁର ଏବଂ ଅସ୍ତରଙ୍ଗ ଦେଇ ଯାଇଛି ।

Tara Tarini shakti peeth
ନୂଆ ରୂପରେ ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ଆଦି ଶକ୍ତିକ୍ଷେତ୍ର ମା’ ତାରାତାରିଣୀଙ୍କ ପୀଠ

ବିଜେପି କହିଛି ମନ୍ଦିର ବିକାଶ ନାଁରେ ଡ୍ରାମା ଓ ରାଜନୀତି କରିବା ଠିକ୍ ନୁହେଁ ବିଜେଡି ତାର ଜବାବ୍ ରଖିଛି ।

ADR
୮୨ ଜଣ ଦାଗୀ ନେତାଙ୍କ ମଧ୍ୟରୁ ୬୬ ଜଣ ବିଜେଡିର

ଅପରାଧିକ ମାମଲା ଥିବା ବ୍ୟକ୍ତି, କୋଟିପତି ଓ ଦଶମ ପାସ୍ କରନିଥିବା ନେତା ହୋଇଛନ୍ତ ଜିଲ୍ଲା ପରିଷଦ ସଭ୍ୟ ।

ADR
୮୨ ଜିଲ୍ଲାପରିଷଦ ସଦସ୍ୟଙ୍କ ନାଁରେ ଅପରାଧିକ ମାମଲା, ଦଶମ ପାସ୍ କରିନାହାଁନ୍ତି ୧୩୬ ଜଣ

ବିଜେଡିର ସର୍ବାଧିକ ୯୦ ଜଣ ଥିବାବେଳେ ବାଲେଶ୍ୱର ଜିଲ୍ଲାର ରେବତି ନାୟକଙ୍କ ସର୍ବାଧିକ ୧୮ କୋଟି ଟଙ୍କାର ସଂପତ୍ତି ରହିଛି ।

Odisha Congress
ପୁଣି କଂଗ୍ରେସ ନେତାଙ୍କ ପାଇଁ ଚିନ୍ତା ସାଜିଲା ‘ୱାନ୍‌ ଫ୍ୟାମିଲି ୱାନ୍‌ ଟିକେଟ୍’

ଉଦୟପୁର ଶିବିରରୁ ଫେରିବା ପରେ ଦଳର ସମ୍ଭାବନାକୁ ନେଇ ଆଶାବାଦୀ ଅଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।

Niranjan Pattnaik
ଓଡ଼ିଶା ଆସିବେ ପ୍ରିୟଙ୍କା, ଦଳର ସାଂଗଠନିକ ସ୍ଥିତି ନେଇ କରିବେ ସମୀକ୍ଷା

ଚିନ୍ତନ ଶିବିରରେ ସାମିଲ ହୋଇ ଫେରିଥିବା ନିରଞ୍ଜନ ରାଜ୍ୟରେ ସଂଗଠନ, ରାଜନୈତିକ, ଅର୍ଥନୀତି, କୃଷକ, ସାମାଜିକ ନ୍ୟାୟ ଓ ବେରୋଜଗାର ପ୍ରସଙ୍ଗରେ ଚର୍ଚ୍ଚା କରିଥିବା କହିଛନ୍ତି ।

Aparajita Sarangi
ବିଳମ୍ବରେ ହେଲେ ବି ସରକାର ତ୍ରୁଟି ସଂଶୋଧନ କରିଛନ୍ତି, ଆଗକୁ ନିୟମ ମାନି କାର୍ଯ୍ୟ କରନ୍ତୁ: ଅପରାଜିତା ଷଢ଼ଙ୍ଗୀ

ସରକାର ଭୁଲ ମାନିଛନ୍ତି, ଆଉ ନିଜ ଭୁଲକୁ ସ୍ୱୀକାର କରି ଆଗକୁ ସଠିକ୍‌ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନେଇଛନ୍ତି ବୋଲି ଲେଖିଛନ୍ତି ଅପରାଜିତା ।

Bijay Pattnaik
କଂଗ୍ରେସ୍‌ରେ ସାମିଲ ହେବେ କି ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ ?

କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ ଦିଲ୍ଲୀରୁ ଫେରିବା ବେଳେ ତାଙ୍କ ସହ ଥିଲେ ବିଜୟ ପଟ୍ଟନାୟକ । ଉଭୟ ଦୀର୍ଘ ସମୟ ଧରି ବିମାନବନ୍ଦର ଲବିରେ କଥାବାର୍ତ୍ତା ହେଉଥିବା ମଧ୍ୟ ଦେଖାଯାଇଥିଲା ।

Congress
ଗ୍ୟାସ୍‌ ଦର ବୃଦ୍ଧି ପ୍ରତିବାଦରେ ଛାତ୍ର କଂଗ୍ରେସର ହଲ୍ଲାବୋଲ, ନାକେଦମ୍‌ ପୋଲିସ

ଦରବୃଦ୍ଧି ନିଷ୍ପତ୍ତିରୁ କେନ୍ଦ୍ର ସରକାର ନ ଓହରିଲେ, ଆଗାମୀ ଦିନରେ ଓଡ଼ିଶାକୁ କେନ୍ଦ୍ର ମନ୍ତ୍ରୀ ଆସିଲେ ବିରୋଧ ସହିତ ଅଣ୍ଡାମାଡ଼ କରାଯିବ ବୋଲି ଚେତାଇ ଦେଇଛି ଛାତ୍ର କଂଗ୍ରେସ ।

Niranjan-Narsingh
ଦିଲ୍ଲୀରେ ବୈଠକ ପରେ କ’ଣ କହିଲେ ନିରଞ୍ଜନ-ନରସିଂହ.. ?

ପିସିସି ସଭାପତି ପରିବର୍ତ୍ତନ ପାଇଁ ପ୍ରୋସେସିଂ ଆରମ୍ଭ ହୋଇଥିବା କହିଛନ୍ତି ନିରଞ୍ଜନ ପଟ୍ଟନାୟକ ।

Debashish vs Sambit
ସ୍ୱପ୍ନ ଦେଖିବାକୁ ମନା ନାହିଁ, ଦିବା ସ୍ୱପ୍ନ ଭୟଙ୍କର: ସମ୍ବିତ

ଦାମ-ଦେବାଶିଷ କଳି ନୂଆ ନୁହେଁ। ପୂର୍ବରୁ ଏହାର ଅନେକ ନଜିର ରହିଛି ମାତ୍ର ଏବେ ପୁଅ ସମ୍ବିତଙ୍କ ସହ ଦେବାଶିଷଙ୍କର ଆରମ୍ଭ ହୋଇଛି ନୂଆ ଅଧ୍ୟାୟ।

Subash Panigrahi
ସୁବାସଙ୍କ ଗିରଫଦାରୀକୁ ନେଇ ଆଗ୍ରେସିଭ୍‌ ହେଉଛି BJP, ରାଜ୍ୟପ୍ୟାପି କରିବ ଆନ୍ଦୋଳନ

ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଗିରଫ ପ୍ରତିବାଦରେ ବିଜେପି ଧାରଣା ଦେବାକୁ ଆହ୍ୱାନ ଦେଇଛି । ଏଥିସହ ମାମଲାରେ ତିଲେଇବଣି ବିଡିଓଙ୍କୁ ଗିରଫ ଦାବି କରିଛି ଦଳ ।

Prakash Majhi
ସରକାରଙ୍କ ଦୋମୁହାଁ ନୀତି ! ବିଜେଡି ବିଧାୟକଙ୍କ ବିରୋଧରେ ପୋଲିସ ରଖୁନି ଏତଲା

ବିଜେଡି ପ୍ରକାଶଙ୍କ ସପକ୍ଷରେ ବାହରିଛି । ତେଣୁ ୨ଟି ଦଳର ବିଧାୟକଙ୍କ ପ୍ରତି ରାଜ୍ୟ ସରକାରଙ୍କ ଭିନ୍ନ ଭିନ୍ନ ଆଭିମୁଖ୍ୟ କାହିଁକି ବୋଲି ଉଠିଛି ପ୍ରଶ୍ନ ।

Vote
ସରଗରମ ବ୍ରଜରାଜନଗର ରାଜନୀତି ! ଉପନିର୍ବାଚନ ବିଜ୍ଞପ୍ତି ପ୍ରକାଶ, କିଏ ହେବ କେଉଁ ଦଳରୁ ପ୍ରାର୍ଥୀ ?

ଉପନିର୍ବାଚନ ପାଇଁ ଜିଲ୍ଲା ପ୍ରଶାସନର ଜୋରଦାର୍ ପ୍ରସ୍ତୁତି ଚାଲିଛି । ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ତାରିଖ ଘୋଷଣା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଆଜି ନାମାଙ୍କନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । 

Farmer
ଚାଷୀଙ୍କ ପାଇଁ କାଳିଆ-ବଳିଆ କେତେ କ’ଣ ! ତଥାପି ଆୟ ବଢ଼ୁନି, ସ୍ୱୀକାର କରିଛନ୍ତି ମନ୍ତ୍ରୀ

ବଡ଼ କଥା ହେଉଛି ଚାଷୀ ଆୟର ଏଭଳି ଦୟନୀୟ ସ୍ଥିତିକୁ ବି ପରୋକ୍ଷରେ ମାନିଛନ୍ତି ସରକାର ।

Prakash Majhi
ସତ ହୋଇଥିଲେ ସାଂଘାତିକ ! BJD ବିଧାୟକଙ୍କ ନାଁରେ ଯୌନ ଶୋଷଣ-ଭୃଣହତ୍ୟା ଅଭିଯୋଗ, ପୋଲିସ ରଖୁନି ଏତଲା

ବିଡ଼ିଓଙ୍କୁ ଆକ୍ରମଣ ଅଭିଯୋଗ ଦର୍ଶାଇ ଜଣେ ବିଜେପି ବିଧାୟକଙ୍କୁ ଗିରଫ କରିଥିବା ପୋଲିସ, ଏଭଳି ଜଘନ୍ୟ ଅପରାଧରେ ଜଡ଼ିତ ଶାସକ ଦଳ ବିଧାୟକଙ୍କ ପ୍ରତି କାହିଁକି ଏତେ ଅନୁକମ୍ପା ଦେଖାଉଛି ବୋଲି ଦଳ ପ୍ରଶ୍ନ କରିଛି ।

Subash Panigrahi
ଜନପ୍ରତିନିଧିଙ୍କୁ ଅଫିସର୍‌ଙ୍କ ଖାତିର ନାହିଁ, ବିଜେଡି ଚାପରେ ବିଜେପି ବିଧାୟକ ଗିରଫ !

ଗିରଫ ପରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବିଧାୟକ ସୁବାସ ପାଣିଗ୍ରାହୀ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ବିଧାନସଭାରେ ଚାଷୀଙ୍କ କଥା ଉଠାଇଥିବାରୁ ତାଙ୍କୁ ଟାର୍ଗେଟ କରାଯାଇଥିଲା ।

Lokaseva Bhawan
ତେଜୁଛି ରାଜନୀତି ! ବିଡିଓଙ୍କୁ ମାଡ଼ ଘଟଣାରେ ମୁଖ୍ୟ ଶାସନ ସଚିବଙ୍କ ନିକଟରେ ଫେରାଦ ହେଲା OAS ସଂଘ

ଜଣେ ବିଡିଓ ବାହାରୁ ଯାଇ କାମ କରୁଥିବା ବେଳେ ସେ କାହିଁକି ଏମିତି କରିବେ ବୋଲି ପ୍ରଶ୍ନ କରିଛି ସଂଘ । ବିଧାୟକ ନିଜକୁ ବଞ୍ଚାଇବାକୁ ଯାଇ ଏଭଳି ଏତଲା ଦାୟର କରିଥିବା ସଂଘ ଅଭିଯୋଗ କରିଛି ।

MLA subash Panigrahi
‘BJD ଚାପରେ ମୋତେ ଗିରଫ କରାଯାଇଛି’: ସୁବାସ ପାଣିଗ୍ରାହୀ

ହସ୍ପିଟାଲରେ ଭର୍ତ୍ତି ହେବା ପରେ ବିଧାୟକ ନିଜେ କହିଛନ୍ତି ଯେ, ତାଙ୍କୁ ବିଜେଡି ଚାପରେ ଗିରଫ କରାଯାଇଛି ।

Congress Disturbance
ରାଜ୍ୟ ପ୍ରଭାରୀଙ୍କ ଉପରେ ନାହିଁ କି ଭରସା?

ରାଜ୍ୟ କଂଗ୍ରେସରେ ଘଡିକେ ଘୋଡା ଛୁଟୁଛି। ଦିଲ୍ଲୀ ପହଞ୍ଚିଛି ରାଜ୍ୟ କଳି। ହାଇକମାଣ୍ଡଙ୍କ ପାଖରେ ପହଞ୍ଚି ଲବି ଆରମ୍ଭ କରିଛନ୍ତି ବିଭିନ୍ନ ଗୋଷ୍ଠୀ। ପ୍ରଭାରୀ ଚେଲା କୁମାର ଦୁଇ ଦିନ ଧରି ଦଳୀୟ କର୍ମୀ ଓ ବିଧାୟକଙ୍କ ମତାମତ ନେଇ ଦିଲ୍ଲୀରେ ପହଞ୍ଚିବା ପୂର୍ବରୁ ସେଠାରେ ରୁଣ୍ଡ ହୋଇଛନ୍ତି ଦଳର ଛାମୁଆ ନେତା। 

Congress Controversy
କଂଗ୍ରେସରେ ତେଜିଲା ସୁର-ନିରଞ୍ଜନ କଳି

୨୦୧୯ ନିର୍ବାଚନର ଟିକେଟବଣ୍ଟା ଓ ଫଳାଫଳ ଉପରେ ଯେଉଁମାନେ ବିବୃତ୍ତି ଦେଇଥିଲେ ତାହା ଦଳର ଗାରିମା ବଢ଼ାଇଛି କି ?

Sura- Niranjan
ପୁଣି କଂଗ୍ରେସରେ ତୁତୁ- ମେଁମେଁ ! ଏଥର ସୁର-ନିରଞ୍ଜନ

କୌଣସି କ୍ଷମା ପ୍ରାର୍ଥନା କରିବେ ନାହିଁ ବୋଲି ରୋକ୍‌ଠୋକ୍‌ କହିଛନ୍ତି ସୁର । 

Chhela kumar
ଖୁବ୍‌ଶୀଘ୍ର ନୂଆ ପିସିସି ସଭାପତିଙ୍କ ନାଁ ଘୋଷଣା, ଆଭାସ ଦେଲେ ରାଜ୍ୟ ପ୍ରଭାରୀ ଚେଲ୍ଲା କୁମାର

ଆଜି ଦିଲ୍ଲୀ ଯାଇ ହାଇକମାଣ୍ଡକୁ ଏନେଇ ସୂଚନା ଦେବେ । ପରେ ହାଇକମାଣ୍ଡ ନୂଆ ପିସିସି ସଭାପତିଙ୍କ ନାଁ ଘୋଷଣା କରିବେ ବୋଲି ଆଶା କରାଯାଉଛି ।

Odisha Congress
ଓଡ଼ିଶା କଂଗ୍ରେସକୁ ସୁଧାରିବେ ଷ୍ଟ୍ରାଟେଜୀ ମେକର ପ୍ରଶାନ୍ତ କିଶୋର, ସୋନିଆଙ୍କୁ ଦେଲେ ନୂଆ ଗେମ୍‌ ପ୍ଲାନ୍‌

ନିକଟରେ ରାଜ୍ୟରେ ଶେଷ ହୋଇଥିବା ପଞ୍ଚାୟତ ଓ ପୌର ନିର୍ବାଚନରେ ଦଳ ଦକ୍ଷିଣ ଓଡିଶାରେ ଭଲ ପ୍ରଦର୍ଶନ କରିଛି । ହେଲେ ପଶ୍ଚିମ କି ଉପକୂଳରେ ଦଳର ପ୍ରଦର୍ଶନ ଏତେ ଭଲ ନାହିଁ ।

Lekhashree
ମୋଦିଙ୍କ ଗୁଣ ଗାଇଲେ ଲେଖାଶ୍ରୀ, ବଖାଣିଲେ କେନ୍ଦ୍ର ସରକାରଙ୍କ ସଫଳତା

ସାମାଜିକ ନ୍ୟାୟ ପକ୍ଷ ପାଳନ ଅବସରରେ ସେ କହିଛନ୍ତି, ୨୦୧୪ ଆଗରୁ ଦେଶର ଅର୍ଥନୀତି ପୁରା ଦୁର୍ବଳ ଥିଲା । ୫୦ ଭାଗ ଲୋକ ବ୍ୟବସ୍ଥାରୁ ବାହାରେ ଥିଲେ । ମୋଦି ସରକାର ଆସିବା ପରେ ସେଥିରେ ଅନେକ ପରିବର୍ତ୍ତନ ଆସିଛି ।