ଭିକେ ପାଣ୍ଡିଆନଙ୍କୁ ବି ଏହାପୂର୍ବରୁ ସମର୍ଥନ କରିଥିଲେ ନବୀନ ପଟ୍ଟନାୟକ ।
ବେଆଇନ ଭାବେ ଛିଡା ହୋଇଛି କି ଶଙ୍ଖ ଭବନ? ସରକାରରେ ଥିବାବେଳେ ଏହି ଭବନ ନିର୍ମାଣ ପାଇଁ ଆଇନକୁ ମୋଡି ମକଚି ଦିଆଯାଇଛି କି? କେମିତି ସଡ଼କ ବା ଉପଗଳି କିସମକୁ ଘରବାଡିରେ ପରିଣତ କରାଗଲା? ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର୍।
ଶଙ୍ଖ ଭବନ ଛିଡ଼ା ହୋଇଥିବା ୪ଟି ପ୍ଲଟ୍ ମଧ୍ୟରୁ ଗୋଟିଏ ପ୍ଲଟର କିସମ ରୋଡ୍ ବା ‘ସଡ଼କ’ ଥିଲେ ବି ସେ କିସମରେ କାରସାଦି କରାଯାଇ ତାକୁ ଘରବାଡି ପ୍ଲଟ୍ରେ ବଦଳା ଯାଇ ତା ଉପରେ ନିର୍ମାଣ କରାଯାଇଥିବା ତଥ୍ୟ ହସ୍ତଗତ ହୋଇଛି।
ଆକାଶ ଛୁଆଁ ହୋଇଛି ପନିପରିବା ଦର। ୫୦୦ ଟଙ୍କା ଖର୍ଚ୍ଚ କଲେ, ବ୍ୟାଗ୍ ଭର୍ତ୍ତି ହେବା ତ ଦୂରର କଥା ଅଧା ହେବା ବି ମୁସ୍କିଲ। ଗାଁଠୁ ସହର ସମସ୍ତଙ୍କୁ ବାଧୁଛି ପରିବା ଦର। ଏନେଇ ପୂର୍ବ ସରକାରକୁ ଟାର୍ଗେଟ୍ କରୁଥିବା ବର୍ତ୍ତମାନର ସରକାର ଏ ଦିଗରେ ପଦକ୍ଷେପ ନେବେ ତ…
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ୨୦୧୧ ବ୍ୟାଚ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆଙ୍କୁ ନିଯୁକ୍ତି ଦିଆଯାଇଥିଲା।
ବିଧାୟକଙ୍କୁ ନବୀନଙ୍କ ଦାୟିତ୍ୱ ବଣ୍ଟନ, ସରଗରମ ରାଜ୍ୟ ରାଜନୀତି । ନିଷ୍ପତ୍ତି ତାମିଲ ବାବୁଙ୍କର କହି ବର୍ଷିଲା ଶାସକ ବିଜେପି ।
ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ରାଜସ୍ୱ, ପ୍ରମିଳାଙ୍କୁ ପଞ୍ଚାୟତିରାଜ, ବଦ୍ରିଙ୍କୁ ମହିଳା ଓ ଶିଶୁ ବିକାଶ, ନିରଞ୍ଜନ ପୂଜାରୀଙ୍କୁ ଗୃହ, ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଅର୍ଥ, ପ୍ରତାପ ଦେବଙ୍କୁ ଜିଏ, ଅରୁଣଙ୍କୁ ଜଳ ସଂପଦ, ବ୍ରଜ ପ୍ରଧାନଙ୍କୁ ସ୍ୱାସ୍ଥ୍ୟ, ରାଜେନ୍ଦ୍ର ଢୋଲକିଆଙ୍କୁ ଗଣଶିକ୍ଷା ଦାୟିତ୍ୱ ଦିଆଯାଇଛି।
ତତ୍କାଳୀନ ବିଜେଡି ସରକାରର ବହୁ ପ୍ରଚାରିତ ଯୋଜନା 'ଆମ ଓଡ଼ିଶା, ନବୀନ ଓଡ଼ିଶା'ର ହେବ ଖୋଳତାଡ଼ । ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଆଜି ଏହି ଘୋଷଣା କରିବା ସହିତ ନବୀନ ସରକାର ବିରୋଧରେ ଆଣିଛନ୍ତି ସାଂଘାତିକ ଅଭିଯୋଗ ।
ସାଂଘାତିକ ଅଭିଯୋଗ ଆଣିଲେ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀ । ‘ଭଗବାନ ଭରସାରେ ଚାଲିଥିଲା ସ୍କିମ୍, ମନିଟରିଂ କରୁଥିଲା ଥାର୍ଡଫ୍ଲୋର୍’ ।
AG ଭଳି ପଦବି ଖାଲି ପଡ଼ିବା ନେଇ ବିଜେଡିର ସମାଲୋଚନା। ଠିକ୍ ସମୟରେ ଠିକ୍ ବ୍ୟକ୍ତିଙ୍କୁ ଦିଆଯିବ ନିଯୁକ୍ତି କହିଲା ବିଜେପି ।
ପୂର୍ବତନ ପ୍ରଶାସକ କହିଲେ ନିଯୁକ୍ତି ନୁହେଁ ଆକ୍ସନ । କିଭଳି ତ୍ୱରାନ୍ୱିତ ହେବ ବିଭାଗୀୟ ପ୍ରୋସିଡିଂ ଉଠିଲା ପ୍ରଶ୍ନ ।
ପରାଜୟ ପରଠୁ ବିଜେଡିରେ ଏବେ ସବୁ ଗୋଳମାଳିଆ । ଦଳ ଭିତରୁ ଧିରେ ଧିରେ ବିରୋଧର ସ୍ବର ତୀବ୍ର ହେଉଛି । ଗୋହି ଖୋଳାଖୋଳି ବଢ଼ିଚାଲିଛି । କାହା ମୁହଁରେ ଯେମିତି ଲଗାମ୍ ନାହିଁ।
ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ନୃସିଂହ ଚରଣ ସାହୁ ଢୋଲ ଭିତରେ ମୂଷା ପାଇଁ ଦଳ ଶୋଚନୀୟ ପରାଜୟର ଶିକାର ହେଲା ବୋଲି କହିଛନ୍ତି।
ବିଜେଡି ବିପର୍ଯ୍ୟୟକୁ ନେଇ ବରିଷ୍ଠ ନେତା ନୃସିଂହ ସାହୁଙ୍କ ମନ୍ତବ୍ୟ । ବିଭିନ୍ନ ଜାଗାରେ ଥିବା ମୂଷାଙ୍କ ପାଇଁ ହାରିଲୁ: ନୃସିଂହ ସାହୁ ।
ଓଡ଼ିଶାରେ ବିଜେପି ସରକାର ଆସିବା ପରେ ମୋହନ ସରକାର ଖଣି ଦୁର୍ନୀତି ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ଘୋଷଣା କରିଛନ୍ତି। ପୂର୍ବରୁ ଖଣିସଚିବ ଥିବା ମନୋଜ ଆହୁଜା ଏବେ ରାଜ୍ୟ ମୁଖ୍ୟ ଶାସନ ସଚିବ। ତେଣୁ ଆଗକୁ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି, ତା’ ଉପରେ ନଜର।
ଆଗକୁ ଏଭଳି ଘଟଣାର ଯେପରି ପୁନରାବୃତ୍ତି ନହେବ, ସେଥିଲାଗି ଯତ୍ନବାନ ହେବାକୁ ସମସ୍ତଙ୍କୁ ପରାମର୍ଶ ଦେଇଛି। ଆପଣଙ୍କ ପରାମର୍ଶ ମୋ ପାଇଁ ସବୁବେଳେ ସମ୍ମାନର ସହ ଗ୍ରହଣୀୟ ହେବ ବୋଲି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଗାଦିମଡ଼ା IASଙ୍କ ବଦଳିକୁ ନେଇ ପାୱାର କରିଡର ହଲଚଲ । ପୂର୍ବ ପ୍ରଶାସକଙ୍କ ମତ, ବଦଳି ନୁହେଁ ଦରକାର କାର୍ଯ୍ୟାନୁଷ୍ଠାନ ।
ଗତକାଲି ପାଣ୍ଡିଆନ ଓ ବବିଙ୍କ ସପକ୍ଷରେ ବାହାରି ପ୍ରଭାତ ଆଉ ସମ୍ବିତଙ୍କୁ ଆଟାକ୍ କରିଥିଲେ ଦେବାଶିଷ। ଆଉ ଆଜି ଦେବାଶିଷଙ୍କୁ କାଉଣ୍ଟର ଆଟକ କରିଛନ୍ତି ସମ୍ବିତ ରାଉତରାୟ।
ତେଜିଲା ବିଜେଡି କଳି। ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟଙ୍କ ଉପରେ ବର୍ଷିଲେ ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ।
ପୁଣି ପାଣ୍ଡିଆନଙ୍କ ରିମୋଟ୍ କଣ୍ଟ୍ରୋଲରେ ରହିଲା ବିଜେଡି! ବିନା ସମୀକ୍ଷାରେ ଦଳ କଲା ସଙ୍ଗଠନର ପୁନର୍ବିନ୍ୟାସ। ଆଉ ସେଥିରେ ପୁଣି କୋଟେରୀ ଗ୍ରୁପ ହାତରେ କ୍ଷମତା।
ସଭାପତି ନବୀନ ପଟ୍ଟନାୟକଙ୍କ ସ୍ୱାକ୍ଷରରେ ଜାରି ନିର୍ଦ୍ଦେଶ କ୍ରମେ ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କରାଯାଇଛି।
ବିଜେଡି ହାରିବା ପଛରେ ଦାୟୀ କିଏ ? କିଏ ସୁଚିନ୍ତିତ ଭାବେ ହରାଇଛି ବିଜେଡିକୁ ? ବିଜେଡି ହାରିବାର କାରଣ କହୁ କହୁ ଆଜି ଏମିତି କିଛି ଢଙ୍ଗରେ ଗଣମାଧ୍ୟମକୁ ମୂଷା ଉପାଖ୍ୟାନ କହିଛନ୍ତି ପାରାଦୀପର ପୂର୍ବତନ ବିଜେଡି ବିଧାୟକ ସମ୍ବିତ ରାଉତରାୟ।
ଓଡ଼ିଶାର ବିଜେପି ପ୍ରଭାରୀ ହେଲେ ବିଜୟପାଲ ସିଂ ତୋମାର । ବିଜୟପାଲ ସିଂ ଆଗରୁ ନିର୍ବାଚନ ପ୍ରଭାରୀ ଥିଲେ ।
ଛିଡିବାର ନାଁ ଧରୁନି ବିଜେଡି କର୍ପୋରେଟରଙ୍କ ବିବାଦ। କାଲି ଅମରେଶ ଆଉ ଆଜି ବିରଞ୍ଚି। କର୍ପୋରେଟର କଳିକୁ ନେଇ ଶେଷରେ ମୁହଁ ଖୋଲିଲେ ମେୟର। ସଂଗଠନ ବିଗୁଡୁଥିବା ଦେଖି ଦଳ ପକ୍ଷରୁ ଜାରି ହେଲା ଫତୱା।