ଗ୍ରୀଲ ବାଡ଼େଇ ଶହ ଶହ ସଂଖ୍ୟାରେ ଶାସକ ଦଳର କର୍ମୀ ସାଂସଦ ଥିବା ଘର ଭିତରକୁ ଧସେଇ ପସିବାକୁ ଉଦ୍ୟମ କରିଥିଲେ । ପୋଲିସ ଥାଇ ବି ନଥିଲା ଭଳି । ରଣକ୍ଷେତ୍ର ପାଲଟିଯାଇଥିଳା ଆଚାର୍ଯ୍ୟ ବିହାର ଅଞ୍ଚଳ ।
"ମୁଁ ସୁରକ୍ଷିତ ନୁହେଁ, ମତେ ସୁରକ୍ଷା ଦରକାର" ଏମିତି କହିଲେ ଅପରାଜିତା। ଏହାସହ ଅଭିଯୋଗ କଲେ ଥରେ ମୋ ଅଫିସ ସିଲ୍ କରିଥିଲେ ଏବେ ନିଜ ଦଳର କର୍ମୀମାନଙ୍କୁ ପଠାଇ ଆକ୍ରମଣ କଲେ ।
କେତେବେଳେ ବିଜେପି-ବିଜଡିକୁ ତ କେତେବେଳେ କଂଗ୍ରେସ ବିଜେପିକୁ, ପୁଣି କେତେବେଳେ କଂଗ୍ରେସ ବିଜେଡିକୁ ଅଣ୍ଡା ମାଡ଼ କରୁଛି । ତେବେ ଏହାରି ଭିତରେ ପୁଣି ଥରେ ମୁଖ୍ୟମନ୍ତ୍ରୀଙ୍କୁ ଗାଡ଼ିକୁ ଅଣ୍ଡା ମାଡ଼ ହୋଇଛି ।
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିରେ ଉନ୍ନୟନ କମିଶନର, ଗୃହ, ରାଜସ୍ୱ, ଜଳସଂପଦ, ଶକ୍ତି, ବିଦ୍ୟାଳୟ ଗଣଶିକ୍ଷା ଓ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ରହିଛନ୍ତି ।
ରାଜ୍ୟରେ ବଢୁଛି କି ଆକ୍ରମଣାତ୍ମକ ରାଜନୀତି ? ପଂଚାୟତ ଭୋଟ୍ ପୂର୍ବରୁ ଆଗ୍ରେସିଭ୍ ମୁଡରେ ବିରୋଧୀ। ମମିତା-ଚାଷୀ-ବେକାରୀ ପ୍ରସଙ୍ଗରେ ତୀବ୍ର ହେବ ଆନ୍ଦୋଳନ ।
ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟରେ ରାଜନୈତିକ ଘମାସାନ । ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ, ବଢୁଥିବା ଦୁର୍ନୀତି ଭଳି ଘଟଣାକୁ ନେଇ ସରକାର ବ୍ୟାକ୍ଫୁଟ୍ରେ ଥିବା ବେଳେ ବିଜେଡିକୁ କାଠଗଡ଼ାକୁ ଟାଣିବା ଲାଗି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି ରାଜ୍ୟ ବିଜେପି ।
କହିଥାନ୍ତି ଦେବତୁଲ୍ୟ, କହିଦେଲି ଠାକୁର ! ମୁଖ୍ୟମନ୍ତ୍ରୀଙ୍କୁ ଠାକୁର କହି ବିବାଦକୁ ଆସିବା ପରେ ଏପରି ସ୍ପଷ୍ଟୀକରଣ ଦେଇଛନ୍ତି ଉପବାଚସ୍ପତି ରଜନୀକାନ୍ତ ସିଂହ ।
ଏକ ସାଂଘାତିକ ଅଭିଯୋଗ ଆଣିଛନ୍ତି ବିଜେପିର ରାଜ୍ୟ ସଭାପତି ସମୀର ମହାନ୍ତି । ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ଏବେ ବିନା କାରଣରେ ସରକାରୀ ଅର୍ଥ ବା ଲୋକଙ୍କ ଟଙ୍କାରେ ହେଲିକପ୍ଟର ଧରି ବୁଲୁଛନ୍ତି । ହେଲିକପ୍ଟର ଖର୍ଚ୍ଚ ଲୋକଙ୍କ ଟିକସ ଟଙ୍କାରୁ ହେଉଛି ।
ଆସନ୍ତା ଡିସେମ୍ବର ୨୦ ତାରିଖରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ସଂରକ୍ଷଣ ତାଲିକା ପ୍ରକାଶ କରିଛନ୍ତି । ହେଲେ ଏହାକୁ ଚାଲେଞ୍ଜ କରି ହାଇକୋର୍ଟରେ ମାମଲା ଦାଏର ହୋଇଛି ।
ଖୋଦ୍ ମୁଖ୍ୟମନ୍ତ୍ରୀ ଜିଲ୍ଲାରୁ ଜିଲ୍ଲା ବୁଲି ସ୍ମାର୍ଟ ହେଲ୍ଥ କାର୍ଡ ବାଣ୍ଟୁଛନ୍ତି । ମନ୍ତ୍ରୀମାନେ ମଧ୍ୟ ବ୍ଲକକୁ ଯାଇ ଏଇ କାମରେ ଲାଗିଛନ୍ତି । ତେବେ ଯେଉଁ ସବୁ ସିଟ୍ରେ ବିଜେପିର ସାଂସଦ ଓ ବିଧାୟକ ଅଛନ୍ତି ଓ ଯେଉଁଠି ବିଜେଡିର ସଙ୍ଗଠନ ସେତେଟା ମଜଭୁତ ନାହିଁ, ତାକୁ ଫୋକସ୍ରେ ରଖୁଛି ଦଳ ।
ପ୍ରଣବ ସୋସିଆଲ ମିଡିଆରେ ବିରୋଧୀଙ୍କୁ ଆହ୍ୱାନ ଦେବା ପରେ କଡ଼ା ସମାଲୋଚନା କରିଛନ୍ତି ରାଜ୍ୟ ବିଜେପି ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟ।
ମୁଖ୍ୟମନ୍ତ୍ରୀଙ୍କୁ ସାଢ଼େ ୪ କୋଟି ଓଡ଼ିଆଙ୍କ ଠାକୁର କହି ବିବାଦରେ ଉପବାଚସ୍ପତି ରଜନୀକାନ୍ତ ସିଂହ । ଅନୁଗୁଳ ସଭାରେ ଉପବାଚସ୍ପତିଙ୍କ ଏପରି ବୟାନକୁ ନେଇ ତେଜିଛି ରାଜନୀତି ।
ବିବାଦୀୟ କୃଷି ଆଇନ୍ ପ୍ରତ୍ୟାହର ନେଇ କେନ୍ଦ୍ରର ଘୋଷଣା ପରେ ରାଜ୍ୟରେ ପ୍ରସ୍ତାବିତ କୃଷି ବିଲ୍ଗୁଡ଼ିକର ଚାପ୍ଟର କ୍ଳୋଜ୍। ବିଭିନ୍ନ ସମୟରେ ରାଜ୍ୟ ସରକାର ଆଣିଥିବା ଅଧ୍ୟାଦେଶ ଓ ବିଲ୍ ଆଉ କାର୍ଯ୍ୟକାରୀ ହେବନାହିଁ।
ମୁଖ୍ୟମନ୍ତ୍ରୀଙ୍କ ଢେଙ୍କାନାଳ ଗସ୍ତକୁ BJP ଓ କଂଗ୍ରେସ ପକ୍ଷରୁ ମଧ୍ୟ ବିରୋଧ କରାଯାଇଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଉଭୟ ଦଳର ନେତା ମାନଙ୍କୁ ଉଠାଇନେଇଛି ପୋଲିସ ।
ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ୍ କରି ସେ ସିଧା ସଳଖ ଲେଖିଛନ୍ତି ଯେ, ‘ଦମ୍ ଅଛି ତ ଠୋସ୍ ପ୍ରମାଣ ଦିଅନ୍ତୁ; ମୁଖ୍ୟମନ୍ତ୍ରୀ ବାନ୍ଧିକି ଜେଲ୍ ପଠାଇବେ । କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ପୁଅ ୭ ଚାଷୀଙ୍କୁ ଗାଡ଼ି ମଡ଼ାଇ ମାରି ଜେଲରେ ଅଛନ୍ତି ।
ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତିରେ ଆଉ ପାଦେ ବଢ଼ିଲେ ରାଜ୍ୟ ନିର୍ବାଚନ ଆୟୋଗ । ଚୂଡ଼ାନ୍ତ ହେଲା ପଞ୍ଚାୟତ ତାଲିକା । ଏହି ଅନୁଯାୟୀ, ୬ ହଜାର ୭୯୪ ପଂଚାୟତରେ ହେବ ଭୋଟ୍ ଯେଉଁଥିରେ ରହିଛି ମୋଟ୍ ୯୧ ହଜାର ୯୧୬ଟି ଓ୍ୱାର୍ଡ ।
ଶାସକ ଦଳ ନେତା ଓ ମନ୍ତ୍ରୀଙ୍କୁ ଘନ ଘନ ଅଣ୍ଡା ମାଡ଼ କରୁଛନ୍ତି ବିରୋଧୀ
ବରଗଡ଼ ମାଟିର ପୁଅ ଗଙ୍ଗାଧର ମେହେରଙ୍କୁ ସ୍ମରଣ କରି, ବରଗଡ଼ର ଚାଷୀ ଓ ବୁଣାକାର ଭାଇଙ୍କ ଦକ୍ଷତାକୁ ପ୍ରଣାମ ଜଣାଇଛନ୍ତି ନବୀନ । ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ ଅବସରରେ ନିଜର ବକ୍ତବ୍ୟ ରଖିଛନ୍ତି ନବୀନ ପଟ୍ଟନାୟକ ।
ପ୍ରେସ୍ ମିଟ୍ ରେ ଅକାଟ୍ୟ ଯୁକ୍ତି ଆଣିଲେ କଂଗ୍ରେସ ନେତା ଭକ୍ତ ଚରଣ ଦାସ। ସଂଘବଦ୍ଧ ଭାବେ ଘଟଣା ଘଟାଯାଇଥିବା ପରି ଗୁରୁତର ଅଭିଯୋଗ ଆଣିଛନ୍ତି, ଏଥି ସହ ହାଇକୋର୍ଟ ଜଜଙ୍କ ଦ୍ୱାରା ତଦନ୍ତ ହେଉ ବୋଲି ଦାବି କରିଛନ୍ତି
ମମିତା ମାମଲାରେ କଂଗ୍ରେସ ନେତା ଭକ୍ତ ଦାସ ଏକ ପ୍ରେସମିଟ୍ କରି ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି, ହାଇକୋର୍ଟ ସିଟିଂ ଜଜ୍ଙ୍କ ଦ୍ୱାରା ତଦନ୍ତ କରାଯାଉ ।
ଅତାବିରା ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ଗାଡିକୁ ଅଣ୍ଡା ମାଡ । ବିଜେପୁର ଯିବାବେଳେ ତାଙ୍କ ଗାଡିକୁ ଅଣ୍ଡାମାଡ ହୋଇଛି । ବରଗଡ ଏକାମ୍ର ଛକରେ କଂଗ୍ରେସ ପକ୍ଷରୁ ଏହି ଅଣ୍ଡା ମାଡ ହୋଇଛି ।
ସାରା ରାଜ୍ୟରେ ଏବେ ମମିତା ମେହେର ହତ୍ୟା ମାମଲାକୁ ନେଇ ନିଆଁ ଜଳୁଛି । ଉଭୟ ବିରୋଧୀ ବିଜେପି ଓ କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇ ସରକାରଙ୍କୁ ନାକେଦମ୍ କଲେଣି ।
ଆଜି ବରଗଡ଼ ଯିବେ ମୁଖ୍ୟମନ୍ତ୍ରୀ। ୧୨ଟି ବ୍ଲକର ହିତାଧିକାରୀଙ୍କୁ ବଣ୍ଟାଯିବ ସ୍ମାର୍ଟକାର୍ଡ । ବିଭିନ୍ନ ପ୍ରକଳ୍ପ ଓ ଯୋଜନାର ଶୁଭ ବି ଦେବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ବିରୋଧିଙ୍କୁ ଅଟକ ରଖିଲା ପୋଲିସ୍
ମୁଖ୍ୟମନ୍ତ୍ରୀଙ୍କ ବରଗଡ଼ ଗସ୍ତ କାର୍ଯ୍ୟକ୍ରମ ରହିଛି । ଏହାକୁ ପ୍ରତିବାଦ କରିବେ ବିରୋଧୀ । ବିଜେପି ଓ କଂଗ୍ରେସ ପକ୍ଷରୁ ଏଭଳି ଚେତାବନୀ ପରେ ବରଗଡ଼ରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।
ଆସନ୍ତାକାଲି ରାଜ୍ୟରେ କଂଗ୍ରେସର ୬ ଘଣ୍ଟିଆ ଧର୍ମଘଟ, କଂଗ୍ରେସର ବନ୍ଦକୁ ହାଇକୋର୍ଟଙ୍କ କଟକଣା । ବନ୍ଦ ନୁହେଁ, ହରତାଳ କରିପାରିବ ।