ବୟସ ହୋଇଯାଇଥିବା ନବୀନଙ୍କୁ ରିଟାୟର୍ଡ କରାଇବାକୁ ଆହ୍ୱାନ । ଚିଟ୍ଫଣ୍ଡ, ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ବି ଟାର୍ଗେଟ୍ ।
ରାଜଧାନୀରେ ୫ ବର୍ଷରେ କେତେ ବିକାଶ ହୋଇଛି, ସେନେଇ ବିତର୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆହ୍ୱାନ ଦେଇଛନ୍ତି ଅପରାଜିତା
ନୟାଗଡ଼ ଲାଠିପଡ଼ା ସମାବେଶରୁ ଅମିତ ଶାହଙ୍କ ହୁଙ୍କାର । ୭୫ରୁ ଅଧିକ ସିଟ୍ ଜିତି ଓଡ଼ିଶାରେ ବିଜେପି ସରକାର କରିବାକୁ ଦେଲେ ଆହ୍ୱାନ । ଓଡ଼ିଶାର ଗୌରବକୁ ପୁନଃ ସଂସ୍ଥାପିତ କରିବାର ନିର୍ବାଚନ ଇଏ ।
ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍ । କାହିଁକି ବିଧାୟକ ପଦ ରଦ୍ଦ ନ ହେବ ପକ୍ଷ ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି। ଆସନ୍ତା ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସରେ କୁହାଯାଇଛି ।
ମହାପ୍ରଭୁଙ୍କ ଚରଣରେ ଦଣ୍ଡବତ ହୋଇ କ୍ଷମା ମାଗିଲେ ସମ୍ବିତ ପାତ୍ର।
୪ଟି ସ୍ଥାନରେ ଶାହ କରିବେ ଜୋରଦାର ପ୍ରଚାର। ଦିନ ସାଢେ ୧୧ଟାରେ ସେ ସମ୍ବଲପୁର ଯିବେ। ସେଠାରେ ରେମେଡ ଗ୍ରାଉଣ୍ଡରେ ଆୟୋଜିତ ବିରାଟ ଜନସଭାକୁ ସମ୍ବୋଧନ କରିବେ।
ପୋଲିଂ କର୍ମଚାରୀଙ୍କୁ ଲୋକେ ଅଟକ ରଖିବାକୁ କେନ୍ଦ୍ରକରି ଗାଁରେ ଚାପା ଉତ୍ତେଜନା ଲାଗି ରହିଛି। ସ୍ଥିତି ନିୟନ୍ତ୍ରଣ ପାଇଁ ଘଟଣାସ୍ଥଳରେ ଅତିରିକ୍ତ ଏସପି ପହଞ୍ଚିଛନ୍ତି।
ବିଶେଷ କରି ମାଓ ଅଧ୍ୟୁଷିତ ଅଞ୍ଚଳ ଓ 18 ଛୁଇଁବା ପରେ ପ୍ରଥମଥର ଭୋଟ୍ ଦେଉଥିବା ଭୋଟରଙ୍କ ଭିତରେ ତ ଦେଖିବା ଭଳି ଥିଲା ଉତ୍ସାହ।
ଦ୍ୱିତୀୟ ଦଫା ଲଢ଼େଇରେ ୫ ସଂସଦୀୟ କ୍ଷେତ୍ର ଓ ୩୫ ବିଧାନସଭା କ୍ଷେତ୍ରରେ ମତଦାନ ।
ଲୋକଙ୍କୁ ହାତ ହଲାଇ ଅଭିବାଦନ ଜଣାଇବା ସହିତ ଭୋଟ୍ ମାଗିଥିଲେ ଏହି ଟପ୍ ବିଜେପି ହେଭିୱେଟ୍। ଜନତାଙ୍କ ଜୋଶ୍ ବି ପ୍ରତିଫଳିତ ହୋଇଥିଲା ମୋଦିଙ୍କ ମୁହଁରେ।
କଟକରେ କହିଥିଲେ- ବିଜେଡି ଓଡ଼ିଶାକୁ ଲ୍ୟାଣ୍ଡ, ସ୍ୟାଣ୍ଡ, କୋଇଲା ଓ ଖଣି ମାଫିଆ ଦେଇଛି।
ସପ୍ତାହର ଚିକିତ୍ସା ପରେ ଭୁବନେଶ୍ୱର ଏମ୍ସରୁ ଆଜି ଡିସଚାର୍ଜ ହୋଇଥିବା ପ୍ରଦୀପ ରଖିଛନ୍ତି ବିସ୍ଫୋରକ ବୟାନ ।
ଓଡ଼ିଶାର ପୁରପଲ୍ଲୀରେ ଗୋଟିଏ ନାରା ସବୁଠି ଗୁଞ୍ଜରିତ ହେଉଛି । ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର ହେବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।
'ସବୁକୁ କବଜା କରିଥିବା ମାଫିଆର ଭାଙ୍ଗିଦେବୁ ଅଣ୍ଟା । ଆମ ସରକାର କ୍ଷମତାକୁ ଆସିଲେ ଭାଙ୍ଗିଦେବୁ ଅଣ୍ଟା ।’
ସୋସିଆଲ ମିଡିଆରେ ପୁରୀ ସୋ'କୁ ନେଇ ମୋଦିଙ୍କ ମନ୍ତବ୍ୟ । ଅତି ଚମତ୍କାର ଥିଲା ପୁରୀ, କହିଲେ ମୋଦି ।
ଓଡ଼ିଶାରେ ନିର୍ବାଚନୀ ହିଂସାକୁ ନେଇ ବିଜେଡିକୁ ବିଜେପିର ଦୋଷାରୋପ । ନିର୍ବାଚନୀ ହିଂସା ବେଙ୍ଗଲକୁ ଟପି ଗଲାଣି ବୋଲି କହିଲେ ସମୀର ମହାନ୍ତି । ବରଗଡ଼ ଜିଲ୍ଲା ସରସରାରେ ବିଜେଡି ନେତା ଟଙ୍କା ବାଣ୍ଟିବା ଅଭିଯୋଗ ହୋଇଛି ।
ବୁଥ୍ ଭିତରେ ବିଜେଡି କର୍ମୀ ରିଗିଂ ଉଦ୍ୟମ କରୁଥିବା ଅଭିଯୋଗ ବେଳେ ହାତାହାତି ପରିସ୍ଥିତି ସୃଷ୍ଟି ହୋଇଛି ।
ଶ୍ରୀମନ୍ଦିର ଓ ରତ୍ନଭଣ୍ଡାର ପ୍ରସଙ୍ଗରେ ମଧ୍ୟ ବିଜେଡି ଉପରେ ବର୍ଷିଛନ୍ତି ମୋଦି । ସେ କହିଛନ୍ତି, ବିଜେଡି ଶାସନରେ ଜଗନ୍ନାଥ ସଂସ୍କୃତି ବି ସୁରକ୍ଷିତ ନୁହେଁ । ଗଲା ୬ ବର୍ଷ ହେଲାଣି ରତ୍ନଭଣ୍ଡାର ଚାବିର ପତ୍ତା ମିଳୁନି ।
ସିଂହଦ୍ୱାର ସାମ୍ନାରୁ ମେଡିକାଲ ଛକ ପର୍ଯ୍ୟନ୍ତ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ। ମୋଦିଙ୍କ ରୋଡ୍ ସୋ ରେ ଜନସମୁଦ୍ର ପାଲଟିଛି ବଡ଼ଦାଣ୍ଡ।
ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ପରେ ସକାଳ ୮ଟାରେ ଆରମ୍ଭ ହେବ ମୋଦିଙ୍କ ରୋଡ୍ ସୋ। ସିଂହଦ୍ୱାର ସାମ୍ନାରୁ ମେଡିକାଲ ଛକ ପର୍ଯ୍ୟନ୍ତ ରୋଡ ସୋ କରିବେ ପ୍ରଧାନମନ୍ତ୍ରୀ।
ରାଜ୍ୟର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍ ଆଗରୁ କିଛି ସ୍ଥାନରେ ପ୍ରାକ୍-ନିର୍ବାଚନୀ ହିଂସା ଓ ଖାସ୍ କରି ଖଲ୍ଲିକୋଟ ହତ୍ୟାକାଣ୍ଡ ପରେ, ବିଶୃଙ୍ଖଳାକାରୀଙ୍କୁ ସାବାଡ଼ କରିବାକୁ ତୟାର୍ ଓଡ଼ିଶା ପୋଲିସ।
ହଜାର ହଜାର କର୍ମୀଙ୍କ ନେଇ ବାରମ୍ବାର ଶକ୍ତି ପ୍ରଦର୍ଶନ କରି ବିଜେଡି ପ୍ରାର୍ଥୀ ଦିଲୀପ ନାୟକଙ୍କ ଟିକେଟ ବଦଳାଇବା ପାଇଁ ଚାପ ପ୍ରୟୋଗ କରିଥିଲେ ।
ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ଉଚ୍ଛେଦ ବେଳେ ଏହାର ଅତିଥି ଗୃହ, ମହନ୍ତଙ୍କ ରହଣୀସ୍ଥଳ ଓ ଯାତ୍ରୀ ନିବାସ ସବୁ କିଛି ଧୂଳିସାତ୍ । କେବଳ ବଞ୍ଚିଛି ସ୍ୱଳ୍ପ ଗାଦି ଗୃହ ।
ରାଜ୍ୟରେ ସ୍ଥିତି କଣ ଅଛି, ଆଉ କଣ ଷ୍ଟ୍ରାଟେଜି ଦରକାର ସେ ବିଷୟରେ ବିଜେପି ରାଜ୍ୟ ଟିମ୍କୁ ଗୁରୁମନ୍ତ୍ର ଦେବେ ମୋଦି।
‘ଓଡ଼ିଶା ଭଳି ସାମର୍ଥ୍ୟବାନ ପ୍ରଦେଶ ଆଉ କେଉଁଠି ନାହିଁ । ଆମକୁ ଅଳ୍ପ ସମୟ ଦରକାର, ଓଡ଼ିଶାର ସବୁ ଆଶା ପୂରଣ କରିବୁ ।’