ପର୍ଶୁରାମ ଧଡ଼ା ହେଲେ ବିଜେପିର ନୂଆ ପ୍ରାର୍ଥୀ। ଏନେଇ ସୂଚନା ଦେଲେ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର।
ବିଜେଡି ବିଧାୟକ ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଭାଇରାଲ ଫଟୋକୁ ନେଇ ଆଠଗଡ଼ ଅଞ୍ଚଳରେ ଚର୍ଚ୍ଚା । ଯେଉଁ ଫଟୋରେ ବିଜେଡି ନେତା ଭିକେ ପାଣ୍ଡିଆନ୍ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ମୁଣ୍ଡ ଉପରେ ହାତ ରଖି ଆଶୀର୍ବାଦ କରୁଥିବା ଦେଖିବାକୁ ମିଳିଛି ।
ଚଳିତ ନିର୍ବାଚନ ଅଭିଯାନ ପରିପ୍ରେକ୍ଷୀରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ କଟକରେ ଏକ ଭବ୍ୟ ରୋଡ଼ ଶୋ ରେ ଯୋଗ ଦେବେ।
ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଭୋଟିଂ ବେଳେ କିଛି କିଛି ସ୍ଥାନରେ ହିଂସା କାଣ୍ଡ ଦେଖିବାକୁ ମିଳିଥିଲା। ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ ହୋଇଛି। ଆହତ ପ୍ରଦୀପଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଏମସ୍ ସ୍ଥାନାନ୍ତର କରାଯାଇଛି।
ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ ଓ ପଦ୍ମନାଭ ବେହେରାଙ୍କୁ ମଧ୍ୟ ମହୁମାଛି ଆକ୍ରମଣ କରିଥିଲେ। କଇନ୍ତରା ଗାଁରୁ ପ୍ରଚାର ଆରମ୍ଭ ହେବାର ମାତ୍ର କିଛି ସମୟ ପରେ ମହୁମାଛିମାନେ ଆକ୍ରମଣ କରିଥିଲେ।
ଏମିତି ସାଂଘାତିକ ଅଭିଯୋଗ ଆଣିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।
ମତାଧିକାର ସାବ୍ୟସ୍ତ ଲାଗି ଯୁବାବର୍ଗଙ୍କ ମଧ୍ୟରେ ଯେତିକି ଉତ୍ସାହ ଥିଲା, ଉପାନ୍ତ ଆଦିବାସୀ ଇଲାକାର ଆଦିମ ଜନଜାତି ଭୋଟରଙ୍କ ଭିତରେ ଥିଲା ତାଠୁ ଅଧିକ ଆକର୍ଷଣ।
ଭୋଟ୍ ଭିଡ ଭିତରେ ପ୍ରାୟ ଘଂଟାଏ ଲମ୍ବା ଲାଇନରେ ଲାଗି ମତଦାନ କରିଥିଲେ ପାରଳାଖେମୁଣ୍ଡିର କଂଗ୍ରେସ ପ୍ରାର୍ଥୀ ବିଜୟ ପଟ୍ଟନାୟକ।
ପାତ୍ରପୁର ବ୍ଲକ ପଦାଦିଗି ଓ କନିରିଡ଼ାରେ ବିଜେପି ଓ ବିଜେଡି କର୍ମୀ ମୁହାଁମୁହିଁ ହୋଇଥିବା ବେଳେ, କେ.ନୂଆଗାଁର ୫୪ ନମ୍ବର ବୁଥରେ ନିର୍ଦ୍ଦିଷ୍ଟ ଦଳ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଅଭିଯୋଗରେ ପୋଲିସ ଓ ସ୍ଥାନୀୟ ଲୋକଙ୍କ ପାଟିତୁଣ୍ଡ ହୋଇଥିଲା ।
ବିଜେଡି ନେତ୍ରୀଙ୍କ ନାଁ ଅପୂର୍ବ ଅପରୂପା ଏବଂ ସେ ଜଣେ ବିଜେଡି ପ୍ୟାନେଲିଷ୍ଟ ବୋଲି ଜଣାପଡ଼ିଛି ।
ଶିବଶଙ୍କର ଦାସଙ୍କ ସମର୍ଥକ ମାନେ ବୁଥ ରିଗିଂ ଅଭିଯୋଗ କରୁଥିବା ବେଳେ ପ୍ରଦୀପଙ୍କ ସମର୍ଥକ ମାନେ ଇ ଭି ଏମ ସିଲ କୁ ନେଇ ପାଟିତୁଣ୍ଡ କରିବାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି।
ସରିଛି ପ୍ରଥମ ପର୍ଯ୍ୟାୟ ମତଦାନ। ନେତାଙ୍କ ଭାଗ୍ୟ ସ୍ଥିର କରିଛନ୍ତି ଭୋଟର। ଯାହାର ରେଜଲ୍ଟ ପ୍ରକାଶ ପାଇବ ଆସନ୍ତା ଜୁନ୍ ୪ ତାରିଖରେ।
ପ୍ରଧାନମନ୍ତ୍ରୀଙ୍କୁ ବିଜେଡିର ସମାଲୋଚନା ପରେ ଆଟାକିଂ ମୋଡରେ ବିଜେପି। ରାଜ୍ୟ ବିଜେପିର ଟପ୍ ଫାଇଭ୍ ଲିଡରଙ୍କ ଟାର୍ଗେଟରେ ବିଜେଡି। ସାମ୍ବାଦିକ ସମ୍ମିଳନୀ କରି ଏକାସାଙ୍ଗରେ ଭିନ୍ନ ଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ଓ ପାଣ୍ଡିଆନଙ୍କୁ ଟାର୍ଗେଟ୍।
ବିଭିନ୍ନ ବୁଥରେ ମୁହାଁମୁହିଁ ବିଜେଡି-ବିଜେପି କର୍ମୀ । ପରିସ୍ଥିତି ସମ୍ଭାଳିବାକୁ ପୋଲିସର ଲାଠି ଚାଳନା ।
ଓଡ଼ିଶାରେ ସରିଲା ୨୪ ମହାସଂଗ୍ରାମର ପ୍ରଥମ ଦଫା ଲଢ଼େଇ, ସନ୍ଦ୍ୟା ୫ଟା ସୁଦ୍ଧା ୬୨.୯୬ % ଭୋଟ
ରାଜ୍ୟରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଥିବା ବେଳେ ନବରଙ୍ଗପୁର ଜିଲ୍ଲା ଝରିଗାଁ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେପି ପ୍ରାର୍ଥୀ ନରସିଂହ ଭତ୍ରାଙ୍କୁ ଏକ ବୁଥ୍ରେ ବିଜେଡି କର୍ମୀମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।
୨ ପ୍ରିଜାଇଡିଂ ଅଫିସରଙ୍କୁ ସସପେଣ୍ଡ ସହ ଗିରଫ କରିବା ନେଇ ଗଞ୍ଜାମ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା CEO ସୂଚନା ଦେଇଛନ୍ତି।
ଯାହାଙ୍କୁ ଓଡ଼ିଶାବାସୀ ଭୋଟ ଦେଇଥିଲେ ତାଙ୍କୁ ବନ୍ଦୀ କରାଯାଇଛି। କଣ୍ଢେଇ ଭଳି କଣ୍ଟ୍ରୋଲ କରାଯାଇଛି। ଭୁବନେଶ୍ୱରରେ ପ୍ରେସମିଟରେ ଏଭଳି ସାଂଘାତିକ କଥା କହିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ।
ପୂରା ଓଡ଼ିଶାରେ କିଏ କେଉଁ ଦଳରୁ ପ୍ରାର୍ଥୀ ହୋଇଛନ୍ତି ତାହା ଜାଣିବାକୁ ଅନେକଙ୍କ ଆଗ୍ରହ ଥାଏ। ଆପଣ ଯଦି ଓଡ଼ିଶାର ବିଧାନସଭା ଓ ଲୋକସଭା ପ୍ରାର୍ଥୀଙ୍କୁ ଜାଣିବାକୁ ଚାହୁଁଛନ୍ତି ତେବେ ଦେଖନ୍ତୁ।
ମୌଳିକ ସମସ୍ୟା ସମାଧାନ ଦାବିରେ ନାରାୟଣପାଟଣାରେ ଭୋଟ୍ ବର୍ଜନ କରିଛନ୍ତି ଭୋଟର। ଲକ୍ଷ୍ମୀପୁର ନାରାୟଣପାଟଣା ବ୍ଲକ ୧୭୩ ନମ୍ବର ବୁଥରେ ଭୋଟ ବର୍ଜନ କରିଛନ୍ତି ।
ବ୍ରହ୍ମପୁର ନିର୍ବାଚନୀ ରଣାଙ୍ଗନରେ ସବୁଠୁ ଅଧିକ ରଥି-ମହାରଥି। ଗଞ୍ଜାମର ପୁରୁଖା ନେତା ପ୍ରଦୀପ ପାଣିଗ୍ରାହୀ ବିଜେପିରୁ ସାଂସଦ ପ୍ରାର୍ଥୀ ହୋଇଥିବା ବେଳେ ତାଙ୍କ ବିପକ୍ଷରେ ଅଛନ୍ତି ବିଜେପିରୁ ବିଜେଡିକୁ ଆସିଥିବା ଭୃଗୁ ବକ୍ସିପାତ୍ର ।
୧୫ରେ ଅମିତ ଶାହ, ଓଡ଼ିଶା ଗସ୍ତରେ ଆସି ହିଞ୍ଜିଳି ସହ ରାଉରକେଲା ଓ ଗଞ୍ଜାମର ସୋରଡାରେ ଜନସଭା କରିବେ।
ଦିଗପହଣ୍ଡିରେ ବିଜେପିରୁ ଭାଗ୍ୟ ପରୀକ୍ଷା କରୁଛନ୍ତି ୨ ଥରର ସାଂସଦ ତଥା ଅଭିନେତା ସିଦ୍ଧାନ୍ତ ମହାପାତ୍ର । ତାଙ୍କ ବିପକ୍ଷରେ ଅଛନ୍ତି ପୂର୍ବତନ ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ରଙ୍କ ପୁଅ ବିପ୍ଲବ ପାତ୍ର।
ମାଓ ପ୍ରଭାବିତ ନୂଆପଡ଼ା ଜିଲ୍ଲାର ସୁନାବେଡ଼ା ଅଞ୍ଚଳରେ ଥିବା ୫ଟି ବୁଥକୁ ଆଜି ବାୟୁସେନାର ହେଲିକପ୍ଟର ଯୋଗେ ଯାଇଛନ୍ତି ପୋଲିଂ କର୍ମଚାରୀ।
ବିରୋଧୀ ଏହାକୁ କେବଳ ନିର୍ବାଚନୀ ଥୋପ ବୋଲି କହିଥିଲା ବେଳେବିଜେପି କହିଛି ମୋଦିଙ୍କ ଏ ଘୋଷଣା ବିରୋଧୀଙ୍କ ହୋସ୍ ଉଡ଼ାଇ ଦେଇଛି ।