• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Politics

Narendra Modi
ନବୀନଙ୍କୁ ମୋଦିଙ୍କ ନିଶାନା..‘ଯାହାଙ୍କୁ ଜିଲ୍ଲା ନାଁ ଜଣାନାହିଁ, ସେ ଲୋକଙ୍କ ଦୁଃଖ କେମିତି ବୁଝିବେ ?’

ରାଜ୍ୟ ସରକାର କାହା ପାପକୁ ଘୋଡ଼ାଇବାକୁ ଚେଷ୍ଟା କରୁଛନ୍ତି । ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ମର୍ଯ୍ୟାଦା ପ୍ରତିଷ୍ଠା ହେବ କହିଲେ ମୋଦି ।

Cuttack
କଟକରେ ତ୍ରିମୁଖୀ ଲଢ଼େଇ, କିଏ କରିବ ବାଜିମାତ ?

ସରକାରଙ୍କ ବିଫଳତା ଗଣି, ଆଶା ଭରସାର ସ୍ୱପ୍ନ ଦେଖାଉଛନ୍ତି ପ୍ରାର୍ଥୀ । କଟକ ସଦର ଓ କଟକ ଚୌଦ୍ୱାରରେ ବଢୁଛି ପ୍ରଚାର ପାରା ।

Odisha Politics
ଦିନକ ପରେ ଦେଶରେ ଚତୁର୍ଥ, ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟିଂ

ଆଜି ସଂଧ୍ୟାରେ ସରିବ ନେତାଙ୍କ ଧୂଆଁଧାର ପ୍ରଚାର । କ୍ୟାମ୍ପେନିଂ ପାଇଁ ହାତରେ ମାତ୍ର ଆଜି ଦିନଟିଏ ।

PM Modi Road Show
ମୋଦି ମୋଦି ନାରାରେ କମ୍ପିଲା ଜନପଥ

ଆଉ ରାତି ଠିକ୍ ୮ଟା ୪୦ ମିନିଟରେ ମେଗା ରୋଡ୍ ସୋ ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାରତ ମାତାର ଜୟଧ୍ୱନି ଦେଇ ଭବ୍ୟ ସ୍ୱାଗତ କରିଥିଲା ଭୁବନେଶ୍ୱର। ମୋଦି ମୋଦି ନାରାରେ ପ୍ରକଂପିତ ହୋଇଥିଲା ପରିବେଶ।

Narendra Modi
‘ଓଡ଼ିଶାରେ ଆସୁଛି ବଡ଼ ଟର୍ଣ୍ଣିଂ ପଏଣ୍ଟ, ଏଥର ପଦ୍ମ ନିଶ୍ଚିତ ଫୁଟିବ’

ଏହି ରୋଡ୍‌ ସୋ’ରେ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟ ବିଜେପିର ୨ ବରିଷ୍ଠ ନେତା ସାମିଲ ହୋଇଥିଲେ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ରୋଡ୍‌ ସୋ’ ରେ ସାମିଲ୍‌ ହୋଇଥିଲେ।

MODI ROAD SHOW IN BHUBANESWAR
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ମୋଦିଙ୍କ ବିଶାଳ ରୋଡ୍‌ ସୋ

ଜନପଥରୁ ବାଣୀବିହାର ଯାଏଁ ବିଶାଳ ଶୋଭାଯାତ୍ରା। ଜନ ସମୁଦ୍ର ପାଲଟିଲା ଭୁବନେଶ୍ବର । ମୋଦିଙ୍କୁ ଦେଖିବାକୁ ପ୍ରବଳ ଜନ ସମାଗମ..

Odisha Politics
୨୪ ମହାସଂଗ୍ରାମ ପାଇଁ ଚାଲିଛି ନାମାଙ୍କନର ପର୍ବ

ଚାଲିଛି ନାମାଙ୍କନ ପର୍ବ। କିଏ ଥାଟ ପଟୁଆର ତ କିଏ ସାଇକେଲରେ ଆସି ଭରିଛନ୍ତି ମନୋନୟନ ପତ୍ର। କେନ୍ଦ୍ରାପଡ଼ା ସଂସଦୀୟ କ୍ଷେତ୍ର ପାଇଁ ବିଜେପି ଯୋଦ୍ଧା ବୈଜୟନ୍ତ ପଣ୍ଡା ଆଜି ବିଶାଳ ଶୋଭାଯାତ୍ରାରେ ଆସି ପ୍ରାର୍ଥିପତ୍ର ଦାଖଲ କରିଥିଲେ। ତାଙ୍କ ପ୍ରତିଦ୍ବନ୍ଦ୍ବୀ ଭାବେ ବିଜେଡି ପ୍ରାର୍ଥୀ ଅଂଶୁମାନ ମହାନ୍ତି ବି ଭରିଛନ୍ତି ନାମାଙ୍କନ।

MODI ROAD SHOW IN BHUBANESWAR
ମୋଦିଙ୍କ ବିଶାଳ ରୋଡ୍‌ ସୋ’, ଜନପଥରେ ଜନ ସମୁଦ୍ର ! ଦେଖନ୍ତୁ ଭିଡିଓ...

ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ସାଂସଦ ଅପରାଜିତା ଷଡ଼ଙ୍ଗୀ ରୋଡ୍‌ ସୋ’ରେ ସାମିଲ୍‌ ହୋଇଛନ୍ତି।

Odisha Politics
୨୪ ମହାସଂଗ୍ରାମର ନାମାଙ୍କନର ପର୍ବ, ବିଶାଳ ରୋଡ୍ ସୋ’ରେ ନାମାଙ୍କନ ଭରିଲେ ହେଭିୱେଟ୍

ନାମାଙ୍କନ ଭରିଲେ କେନ୍ଦ୍ରାପଡ଼ା ବିଜେପି ସାଂସଦ ପ୍ରାର୍ଥୀ ବୈଜୟନ୍ତ । ଚାନ୍ଦବାଲି ଆସନରୁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ।

PM Modi
ଭୁବନେଶ୍ୱରରେ ମୋଦି; କରିବେ ବିଶାଳ ରୋଡ ଶୋ’

ରାଜ୍ୟ ବିଜେପି ଅଫିସରୁ ବାଣୀବିହାର ଛକ ଯାଏଁ ବିଶାଳ ରୋଡ୍ ସୋ କରିବେ ମୋଦି। ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୁଡାନ୍ତ ହୋଇସାରିଛି।

Narendra Modi
ଭୁବନେଶ୍ୱର ରୋଡ୍ ସୋ’ ପରେ ଶନିବାର ଦିନ ତମାମ ଓଡ଼ିଶାରେ ରହିବେ ମୋଦି

ସାଢ଼େ ୧୦ଟାରେ ପହଞ୍ଚି କନ୍ଧମାଳ ଷ୍ଟାଡିୟମରେ ଆୟୋଜିତ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ।

Baijayant Panda
ବିଶାଳ ଶୋଭାଯାତ୍ରାରେ ଆସିଲେ, ନାମାଙ୍କନ ଦାଖଲ କଲେ ବୈଜୟନ୍ତ

ନାମାଙ୍କନ ପତ୍ର ଦାଖଲ କରିବା ପୂର୍ବରୁ ବୈଜୟନ୍ତ ପଣ୍ଡା ବିଶାଳ ଶୋଭାଯାତ୍ରାରେ ଆସିଥିଲେ। ସେ ପ୍ରଥମେ ତିନି ମୁହାଣି ସ୍ଥିତ ରାମ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ।

Rajnath-Bhupendra
ବିଜେପି ଫୋକସ୍‌ରେ ଓଡ଼ିଶା; ଆସୁଛନ୍ତି ରାଜନାଥ-ଭୂପେନ୍ଦ୍ର

କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପୁରୀ ଲୋକସଭା ଅନ୍ତର୍ଗତ ରଣପୁର ନିର୍ବାଚନମଣ୍ଡଳୀ ଯାଇ ନିର୍ବାଚନ ପ୍ରଚାର କରିବେ। ଅପରାହ୍ନ ୫ଟାରେ ରଣପୁର ଥାନା ସମ୍ମୁଖ ପଞ୍ଚୁଦୋଳ ପଡିଆରେ ଆୟୋଜିତ ବିଜୟ ସଙ୍କଳ୍ପ ସମାବେଶରେ ଯୋଗ ଦେବେ ରାଜନାଥ।

Modi Roadshow
ଆଜି ମୋଦିଙ୍କ ମେଗା ରୋଡ୍ ଶୋ'; ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ୍ ସୋ ପାଇଁ ଭୁବନେଶ୍ବରରେ ଟ୍ରାଫିକ କଟକଣା କରାଯାଇଛି। ଅପରାହ୍ଣ ୨ଟାରୁ ରୋଡ୍ ଶୋ’ ସରିବା ଯାଏଁ ଜନପଥରେ ଟ୍ରାଫିକ କଟକଣା ରହିବ। ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ରାସ୍ତାରେ ଗାଡ଼ି ଚଳାଚଳକୁ ସମ୍ପୂର୍ଣ୍ଣ ବାରଣ କରାଯିବ।

PM Modi
ରାଜଧାନୀରେ ରୋଡ୍ ଶୋ' କରିବେ ପ୍ରଧାନମନ୍ତ୍ରୀ, କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ୍ କଟକଣା

ଅନ୍ୟପଟେ ପ୍ରଧାନମନ୍ତ୍ରୀଙ୍କ ରୋଡ୍ ଶୋ’ ପାଇଁ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଜାରି । ରୋଡ୍ ଶୋ' ସରିବା ଯାଏଁ ଜନପଥରେ ଗାଡ଼ି ଚଳାଚଳ ମନା ।

Aparajita Sarangi
‘ମୁଣ୍ଡପିଛା ଆୟରେ ଓଡ଼ିଶାର ସ୍ଥାନ ତଳଆଡୁ ୪ ନମ୍ବର’

ବେକାରୀରେ ନମ୍ବର ୱାନ୍, ରାଜ୍ୟରେ ୪୩% ଯୁବବର୍ଗ ବେରୋଜଗାର। ଓଡ଼ିଶାରୁ ଦାଦନ ଯାଉଥିବା ଲୋକଙ୍କ ସଂଖ୍ୟା ପ୍ରତିବର୍ଷ ବଢୁଛି ବୋଲି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି ସାଂସଦ ଅପରାଜିତା।

Assam CM
ଆପଣଙ୍କ ମୁଖ୍ୟମନ୍ତ୍ରୀ ଖାଲି ହଁରେ ହଁ ମିଶାନ୍ତି, ଆଉ କିଛି କହନ୍ତି ନାହିଁ: ଆସାମ ମୁଖ୍ୟମନ୍ତ୍ରୀ

ନବୀନ କେବଳ ଓକେ ଓକେ କହନ୍ତି, ଆଉ କିଛି କହନ୍ତିନି । ନବୀନ ବାବୁ ଯାହା ଦେବାକଥା, କେବଳ ପାଣ୍ଡିଆନଙ୍କୁ ଦେଉଛନ୍ତି । କାଲିମେଳାରେ ଜନସଭାରେ ଏଭଳି କହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ।

Adrija Singh
ଅଦ୍ରିଜାଙ୍କ ପ୍ରଶ୍ନ..ମୋ ଅତ୍ୟାଚାର କଥା ଜାଣି ବି କେମିତି ଟିକେଟ୍ ଦେଲେ ନବୀନ..

ଅଦ୍ରିଜାଙ୍କ ଦେଢ଼ଶୂର କଳିକେଶଙ୍କୁ ବଲାଙ୍ଗିର ବିଧାନସଭାରୁ ପ୍ରାର୍ଥୀ କରିଛି ବିଜେଡି। ଯଦି ମୋତେ ନ୍ୟାୟ ମିଳୁନି, ଅନ୍ୟମାନଙ୍କ ଅବସ୍ଥା କଣ ଥିବ ବୋଲି ପ୍ରଶ୍ନ ଉଠାଇଛନ୍ତି। ଏପରିକି ମୁଁ ବଲାଙ୍ଗିରରେ ବୁଲିବି, ମୋ ନିର୍ଯାତନା କାହାଣୀ ଲୋକଙ୍କୁ କହିବି ବୋଲି କହିଛନ୍ତି ଅଦ୍ରିଜା।

Nitin Gadkari
ପୁରୀରେ BJP ହେଭିୱେଟ୍‌ ନେତା; ଶ୍ରୀଜିଉଙ୍କ ଦର୍ଶନ କରିବେ ଗଡ଼କରୀ

ପୁରୀରେ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ। ସ୍ବତନ୍ତ୍ର ହେଲିକପ୍ଟରରେ ପୁରୀରେ ପହଞ୍ଚିଲେ। ଶ୍ରୀଜିଉଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଗଡ଼କରୀ।

Baijayant Panda
କେନ୍ଦ୍ରାପଡା ଆଳିରେ ବୈଜୟନ୍ତ ପଣ୍ଡାଙ୍କ ବିଶାଳ ବାଇକ୍‌ ରାଲି

କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ବିରାଟ ରୋଡ ଶୋ କରୁଛନ୍ତି। ଆଳିର ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ପଣ୍ଡା ଓ ଶତାଧୀକ କର୍ମୀଙ୍କ ସହ ମୋଟର ସାଇକେଲ ଶୋଭାଯାତ୍ରାରେ ବାହାରିଛନ୍ତି।

Odisha Politics
ପାଣ୍ଡିଆନଙ୍କ ମନ୍ତବ୍ୟକୁ ନେଇ ସରଗରମ ରାଜନୀତି

ବିଜେପିର ଫୋକସ୍ ୫୦ରୁ ୬୦ସିଟ୍ । ସେତିକି ଜିତିଲେ ବିଜେଡିକୁ ଭାଙ୍ଗି ଓଡ଼ିଶାରେ ସରକାର କରିବ ବିଜେପି । ଏହା ବିଜେପିର ରଣନୀତି। ବିଜେପି ବିରୋଧରେ ପାଣ୍ଡିଆନଙ୍କ ଏମିତି ଅଭିଯୋଗକୁ ନେଇ ହଲଚଲ୍ ରାଜ୍ୟ ରାଜନୀତି।

BJP
ବିଜେପି ହେଭିୱେଟଙ୍କ ପ୍ରଚାରରେ କମ୍ପୁଛି ମୈଦାନ୍

ବିଜେପିର ଷ୍ଟାର କ୍ୟାମ୍ପେନରଙ୍କ କ୍ୟାମ୍ପେନିଂରେ ସରଗରମ ରାଜ୍ୟ ପ୍ରଚାର ମୈଦାନ୍ । ଆଜି ଦଳର ଦୁଇ ହେଭିୱେଟ୍ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଛତିଶଗଡ଼ ସିଏମ୍ ବିଷ୍ଣୁଦେଓ ସାଏ ମାରାଥନ ପ୍ରଚାର କରି ଦଳ ପାଇଁ ଭୋଟ୍ ମାଗିଛନ୍ତି।

Chandbali Politics
ଚର୍ଚ୍ଚାରେ ଚାନ୍ଦବାଲି ପଲିଟିକ୍ସ

ଚର୍ଚ୍ଚାରେ ଚାନ୍ଦବାଲି ପଲିଟିକ୍ସ । ବିଜେପିରେ ଯୋଗ ଦେବା ପୂର୍ବରୁ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ ସାହୁଙ୍କ ମିଳୁନି ଖୋଜ୍ ଖବର। ସେପଟେ ରଞ୍ଜନଙ୍କ ପତ୍ନୀଙ୍କ ଭାଇରାଲ୍ ଭିଡିଓ ଏବଂ ବ୍ୟୋମକେଶ ରାୟଙ୍କ ସୋସିଆଲ୍ ମିଡିଆ ହ୍ୟାଣ୍ଡେଲରେ ପ୍ରଣବ ପ୍ରକାଶ ଓ ରଞ୍ଜନଙ୍କ ଏକ ଫଟୋକୁ ନେଇ ଚାନ୍ଦବାଲିରେ ଏବେ ଅନେକ ଚର୍ଚ୍ଚା ।

Election 2024
ରାଜନୀତି ମୈଦାନରେ ଉଚ୍ଚ ଶିକ୍ଷିତ

ପେଶାରେ ଭିନ୍ନତା ଥାଇପାରେ, କିନ୍ତୁ ନିଶା ରାଜନୀତି। ଏମିତି କିଛି ଉଚ୍ଚଶିକ୍ଷିତ ବର୍ଗ ଏଥରର ପ୍ରତ୍ୟକ୍ଷ ପଲିଟିକ୍ସରେ ସାମିଲ ହୋଇଛନ୍ତି, ସମସ୍ତଙ୍କ ସ୍ୱପ୍ନ ରହିଛି, ଜନତାଙ୍କୁ ବିକାଶ ଧାରାରେ ନେଇ ଶୀର୍ଷରେ ପହଞ୍ଚାଇବା ।

Tribal Vote Conflict
ପ୍ରଥମ ପର୍ଯ୍ୟାୟରେ ନିର୍ଣ୍ଣାୟକ ଆଦିବାସୀ ଭୋଟ୍

ମେ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଆଦିବାସୀ ଅଧ୍ୟୁଷିତ ଜିଲ୍ଲାମାନଙ୍କରେ ପଡ଼ିବ ଭୋଟ୍। ଆଉ ଏହି ସବୁ ସ୍ଥାନରେ ନେତାଙ୍କ ଭୋଟ୍ ଅଟକିଛି ଆଦିବାସୀଙ୍କ ପାଖରେ। ଅର୍ଥାତ୍, ଆଦିବାସୀ ହିଁ ବାଛିବେ କିଏ ହେବ ସେମାନଙ୍କ ନେତା ।