କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ବିରାଟ ରୋଡ ଶୋ କରୁଛନ୍ତି। ଆଳିର ବିଧାୟକ ପ୍ରାର୍ଥୀ କୃଷ୍ଣଚନ୍ଦ୍ର ପଣ୍ଡା ଓ ଶତାଧୀକ କର୍ମୀଙ୍କ ସହ ମୋଟର ସାଇକେଲ ଶୋଭାଯାତ୍ରାରେ ବାହାରିଛନ୍ତି।
ବିଜେପିର ଫୋକସ୍ ୫୦ରୁ ୬୦ସିଟ୍ । ସେତିକି ଜିତିଲେ ବିଜେଡିକୁ ଭାଙ୍ଗି ଓଡ଼ିଶାରେ ସରକାର କରିବ ବିଜେପି । ଏହା ବିଜେପିର ରଣନୀତି। ବିଜେପି ବିରୋଧରେ ପାଣ୍ଡିଆନଙ୍କ ଏମିତି ଅଭିଯୋଗକୁ ନେଇ ହଲଚଲ୍ ରାଜ୍ୟ ରାଜନୀତି।
ବିଜେପିର ଷ୍ଟାର କ୍ୟାମ୍ପେନରଙ୍କ କ୍ୟାମ୍ପେନିଂରେ ସରଗରମ ରାଜ୍ୟ ପ୍ରଚାର ମୈଦାନ୍ । ଆଜି ଦଳର ଦୁଇ ହେଭିୱେଟ୍ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଛତିଶଗଡ଼ ସିଏମ୍ ବିଷ୍ଣୁଦେଓ ସାଏ ମାରାଥନ ପ୍ରଚାର କରି ଦଳ ପାଇଁ ଭୋଟ୍ ମାଗିଛନ୍ତି।
ଚର୍ଚ୍ଚାରେ ଚାନ୍ଦବାଲି ପଲିଟିକ୍ସ । ବିଜେପିରେ ଯୋଗ ଦେବା ପୂର୍ବରୁ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ ସାହୁଙ୍କ ମିଳୁନି ଖୋଜ୍ ଖବର। ସେପଟେ ରଞ୍ଜନଙ୍କ ପତ୍ନୀଙ୍କ ଭାଇରାଲ୍ ଭିଡିଓ ଏବଂ ବ୍ୟୋମକେଶ ରାୟଙ୍କ ସୋସିଆଲ୍ ମିଡିଆ ହ୍ୟାଣ୍ଡେଲରେ ପ୍ରଣବ ପ୍ରକାଶ ଓ ରଞ୍ଜନଙ୍କ ଏକ ଫଟୋକୁ ନେଇ ଚାନ୍ଦବାଲିରେ ଏବେ ଅନେକ ଚର୍ଚ୍ଚା ।
ପେଶାରେ ଭିନ୍ନତା ଥାଇପାରେ, କିନ୍ତୁ ନିଶା ରାଜନୀତି। ଏମିତି କିଛି ଉଚ୍ଚଶିକ୍ଷିତ ବର୍ଗ ଏଥରର ପ୍ରତ୍ୟକ୍ଷ ପଲିଟିକ୍ସରେ ସାମିଲ ହୋଇଛନ୍ତି, ସମସ୍ତଙ୍କ ସ୍ୱପ୍ନ ରହିଛି, ଜନତାଙ୍କୁ ବିକାଶ ଧାରାରେ ନେଇ ଶୀର୍ଷରେ ପହଞ୍ଚାଇବା ।
ମେ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଆଦିବାସୀ ଅଧ୍ୟୁଷିତ ଜିଲ୍ଲାମାନଙ୍କରେ ପଡ଼ିବ ଭୋଟ୍। ଆଉ ଏହି ସବୁ ସ୍ଥାନରେ ନେତାଙ୍କ ଭୋଟ୍ ଅଟକିଛି ଆଦିବାସୀଙ୍କ ପାଖରେ। ଅର୍ଥାତ୍, ଆଦିବାସୀ ହିଁ ବାଛିବେ କିଏ ହେବ ସେମାନଙ୍କ ନେତା ।
ବିଜେପି ହେଭିୱେଟ୍ଙ୍କ ପ୍ରଚାରରେ କମ୍ପୁଛି ମୈଦାନ୍। ଗୋଟିଏ ଦିନରେ ଦୁଇ ଷ୍ଟାର କ୍ୟାଂପେନରଙ୍କ ମାରାଥନ୍ ପ୍ରଚାର।
ପ୍ରଥମ ପର୍ଯ୍ୟାୟରେ ନିର୍ଣ୍ଣାୟକ ସାଜିବ ଆଦିବାସୀଙ୍କ ଭୋଟ୍। କେଉଁ ଦଳକୁ ଯିବ ଅନୁସୂଚିତ ଜାତି ଓ ଜନଜାତିଙ୍କ ସମର୍ଥନ ?
ଭାଙ୍ଗିବା ଦରକାର ନାହିଁ, ବିଜେଡି ଭୁଶୁ଼ଡି ଗଲାଣି କହିଲା ବିଜେପି । ଚର୍ଚ୍ଚାରେ ସମୀରଙ୍କ 'ବିଜେଡିରେ ଏକାଧିକ ଏକନାଥ ସିନ୍ଦେ' ମନ୍ତବ୍ୟ ।
ସମ୍ଭବତଃ ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ୍ ଶୋ କରିବେ ବୋଲି କହିଛନ୍ତି ଅପରାଜିତା । ରୋଡ୍ ଶୋକୁ ନେଇ ଦଳୀୟ କର୍ମୀ ବେଶ୍ ଉତ୍ସାହିତ ଥିବା ଜଣାପଡ଼ିଛି ।
ମାନସୀ ନିଜ ସ୍ୱାମୀ ଓ ସ୍ଥାନୀୟ ବିଧାୟକଙ୍କ ନାଁରେ ଏପରି କାହିଁକି କହିଲେ, ସେ ସଂପର୍କରେ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।
ସୁନ୍ଦରଗଡ଼ ଜିଲ୍ଲାର ୭ ବିଧାନସଭା ନିର୍ବାଚନ ମଣ୍ଡଳୀ ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲ୍ଲୀ, ରାଉରକେଲା, ରାଜଗାଙ୍ଗପୁର ଏବଂ ବଣାଇକୁ ନେଇ ଗଠିତ ଏହି ଲୋକସଭା ନିର୍ବାଚନ ମଣ୍ଡଳୀ ।
ନିର୍ବାଚନ ପାଇଁ ଜୋରସୋରରେ ଚାଲିଛି କ୍ୟାମ୍ପେନ୍। ପ୍ରଚାର ମୈଦାନରେ ଝାଳ ବୁହାଉଛନ୍ତି ପ୍ରାର୍ଥୀ। ଆଉ ଏଥିରେ ସ୍ବାମୀଙ୍କୁ ବରାବର ସାଥ୍ ଦେଉଛନ୍ତି ସ୍ତ୍ରୀ। ନା ଖରାକୁ ଖାତିର ଅଛି ନା ଭିଡ଼କୁ ଭୟ, ଗାଁ ଗାଁରେ ଘରକୁ ଘର ବୁଲି ସ୍ବାମୀଙ୍କ ପାଇଁ ଲାଗି ପଡିଛନ୍ତି ଭୋଟ୍ ଯୋଗାଡ଼ରେ।
ପ୍ରଥମ ପର୍ଯ୍ୟାୟ ନିର୍ବାଚନକୁ ଆଉ ମାତ୍ର 5 ଦିନ। ଦିନକ ପୂର୍ବରୁ ବିକଶିତ ଓଡ଼ିଶା ପାଇଁ 21 ସଂକଳ୍ପ ନାଁରେ ରାଜ୍ୟ ବିଜେପି ତାର ଇସ୍ତାହାର ପ୍ରକାଶ କରି ସାରିଛି। ଏମିତିକି ଏହାକୁ ଓଡ଼ିଶା ପାଇଁ ମୋଦିଙ୍କ ଗ୍ୟାରେଣ୍ଟି କହି ପ୍ରଚାର ଅଭିଯାନକୁ ଜୋରଦାର୍ କରିଛି। କଂଗ୍ରେସ ବି ତା ସଂକଳ୍ପପତ୍ର ପ୍ରକାଶ କରି ସାରିଛି।
ଦାନା ପାଇଁ ଦାଦନ ସାଜିବାକୁ ପଡୁଛି। ଏହି ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସିଧା ନିଶାନା ପରେ ଏହା ରାଜ୍ୟର ହଟ୍ ଟପିକ୍ ପାଲଟିଛି।
ପ୍ରଧାନମନ୍ତ୍ରୀ ମୋଦିଙ୍କ ବ୍ରହ୍ମପୁର ଓ ନବରଙ୍ଗପୁର ନିର୍ବାଚନୀ ସଭା ସରୁ ସରୁ ଆସନ୍ତାକାଲିଠୁ ଓଡ଼ିଶାକୁ ବିଜେପି କେନ୍ଦ୍ରୀୟ ନେତାଙ୍କ ଘନ ଘନ ଗସ୍ତ। କାଲି ଆସିବେରାଜନାଥ ଓ ବିଷ୍ଣୁ ଦେଓ ସାଏ। ୯ରେ ଗଡ଼କରୀ ଆଉ ହିମନ୍ତ ବିଶ୍ୱଶର୍ମା। ୧୦ରେ ପୁଣି ମୋଦି।
ନା ଖରାକୁ ଖାତିର ଅଛି ନା ଭିଡ଼କୁ ଭୟ, ଗାଁ ଗାଁରେ ଘରକୁ ଘର ବୁଲି ସ୍ୱାମୀଙ୍କ ପାଇଁ ଲାଗି ପଡିଛନ୍ତି ଭୋଟ୍ ଯୋଗାଡ଼ରେ ସ୍ତ୍ରୀ।
ବ୍ରହ୍ମପୁର ସମାବେଶରେ ନବୀନଙ୍କୁ ମୋଦିଙ୍କ ସିଧା ନିଶାନା। ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗଞ୍ଜାମରୁ ସବୁଠୁ ଅଧିକ ଶ୍ରମିକ ଦାଦନ ଖଟିବାକୁ ଯାଉଛନ୍ତି। ସାଉଦି ଆରବରେ ହଇରାଣ ହୋଇଥିଲେ ଖଲ୍ଲିକୋଟ ଅଞ୍ଚଳର ଏହି ଦାଦନ ଶ୍ରମିକ। ନା ଠିକରେ ଖାଇବା ମିଳୁଥିଲା, ନା ଠିକରେ ମଜୁରୀ। ପରେ ବହୁ କଷ୍ଟରେ ସେମାନେ ଘରକୁ ଫେରିଥିଲେ।
ବୈଜୟନ୍ତଙ୍କ ଏହି ରାଲିରେ ରାଜନଗର ବିଧାନସଭା ପ୍ରାର୍ଥୀ ଲଳିତ ବେହେରା ମଧ୍ୟ ସାମିଲ ହୋଇଛନ୍ତି। ଶତାଧିକ କର୍ମୀ ଓ ହଜାର ହଜାର ସମର୍ଥକ ବି ରାଲିରେ ଯୋଗ ଦେଇଛନ୍ତି।
ମୋଦି ଯିବା ପରେ କାଲି ଆସୁଛନ୍ତି ରାଜନାଥ, ବିଷ୍ଣୁ ଦେବ ସାଏ । ୯ ତାରିଖରେ ଆସିବେ ନୀତିନ ଗଡ଼କରି, ହିମନ୍ତ ବିଶ୍ବଶର୍ମା ।
ଆମ ଇସ୍ତାହାର ଓଡ଼ିଶା ବିକାଶର ରୋଡମ୍ୟାପ୍ କହିଲା ବିଜେପି । ବିଜେପିର ମେନିଫୋଷ୍ଟୋକୁ ମିଛ କହିଲା ବିଜେଡି ।
ପିପିଲି ବିଧାନସଭା ଆସନରେ ଏମିତି ଚିତ୍ର । ରୁଦ୍ରଙ୍କ ବିରୋଧରେ ସ୍ବାଧୀନ ପ୍ରାର୍ଥୀ ହୋଇଛନ୍ତି ପତ୍ନୀ ଜାଗୃତି ପଣ୍ଡା ।
୨୦୨୪ ନିର୍ବାଚନ ସମୟରେ ଦଳୀୟ ରାଜନୀତି ଏତେ ଗୋଳିଆ ହୋଇଯାଇଛି ଯେ ନେତା, ଜନତା ଓ ସମୀକ୍ଷକ; ସବୁ ଦ୍ୱନ୍ଦ୍ୱରେ! ଦଳୀୟ ପ୍ରାର୍ଥୀଚୟନରେ ଜଟିଳ ଓ ଦ୍ୱନ୍ଦ୍ୱାତ୍ମକ ପରିବେଶକୁ ନେଇ ଲୋକଙ୍କ ମଧ୍ୟରେ ଏକ ନିରୁତ୍ସାହ ତଥା ନୀରବତାର ବାତାବରଣ ଦେଖିବାକୁ ମିଳୁଛି।
କାହାର ହେବ ଅନୁଗୁଳ ବିଧାନସଭା ଆସନ ? କାହା ସପକ୍ଷରେ ଯିବ ଜନମତ ? ବିଜେପି ପ୍ରତାପ ଚନ୍ଦ୍ର ପ୍ରଧାନଙ୍କୁ ଟିକେଟ ଦେଇଥିବା ବେଳେ ବିଜେଡ଼ି ବିଧାୟକ ରଜନୀକାନ୍ତ ସିଂହଙ୍କ ପତ୍ନୀ ସଂଯୁକ୍ତା ସିଂଙ୍କୁ ଟିକେଟ ଦେଇ ମହିଳା କାର୍ଡ ଖେଳିଛି।
ଶିକ୍ଷାଗତ ଯୋଗ୍ୟତାକୁ ଦେଖିଲେ ୪ ଜଣ ଆଦୌ ପାଠ ପଢ଼ି ନାହାନ୍ତି। ମୈଦାନରେ ଅଛନ୍ତି ମାତ୍ର ୩୨ଜଣ ମହିଳା।