ମହିଳାଙ୍କ ଅର୍ଦ୍ଧଉଲଗ୍ନ ମୃତଦେହ ଉଦ୍ଧାର ମାମଲାରେ ଚାଞ୍ଚଲ୍ୟକର ଖୁଲାସା । ମହିଳାଙ୍କୁ ପ୍ରଥମେ ଦୁଷ୍କର୍ମ ପରେ ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା । ପେଟରୁ ଅନ୍ତ ବୁଜୁଳା କାଢି ମୁହଁକୁ ପଥରରେ ଛେଚା ଯାଇଥିଲା । ପଢନ୍ତୁ ପୁରା ଖବର
ଗିରଫର ୨୫ ଦିନ ପରେ ନିଜକୁ ନିର୍ଦ୍ଦୋଷ କହୁଛି ଅଭିଯୁକ୍ତ ସଞ୍ଜୟ । ନିଜ ଓକିଲ ନିକଟରେ ସଞ୍ଜୟ ଡାକ୍ତରୀ ଛାତ୍ରୀଙ୍କୁ ନେଇ ବଡ଼ ବୟାନ ରଖିଛି ।
୨୦୧୯ରୁ ୨୦୨୨ ଭିତରେ ୧୦, ୧୨୯ଟି ଦୁଷ୍କର୍ମ ମାମଲା ସାମ୍ନାକୁ ଆସିଛି। ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରଶ୍ନରେ ଗୃହରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା ଗୃହରେ ଉତ୍ତର ରଖି ଏହି ତଥ୍ୟ ପ୍ରଦାନ କରିଛନ୍ତି।