ତାପମାତ୍ରା ଯୋଗୁଁ ୩ ଦିନ ସ୍କୁଲ ବନ୍ଦ । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରାକୁ ଦୃଷ୍ଟିରେ ରଖି ୩ ଦିନ ପାଇଁ ସ୍କୁଲ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏପ୍ରିଲ ୧୮ରୁ ୨୦ ତାରିଖ ଯାଏଁ ବନ୍ଦ ରହିବ ରାଜ୍ୟର ସମସ୍ତ ସ୍କୁଲ ।
ନୟାଗଡ ରଣପୁର ବ୍ଲକ ଗୋପାଳପୁର ପଞ୍ଚାୟତ ଗମେଣ୍ଟ ହାଇସ୍କୁଲ । ଯେଉଁଠାରେ ଗୋଟିଏ ଶ୍ରେଣୀ ଗୃହରେ ପ୍ରଥମଠାରୁ ଚତୁର୍ଥ ଶ୍ରେଣୀର ପ୍ରାୟ ୭୫ ଜଣ ପିଲା ପାଠ ପଢୁଛନ୍ତି । ଖାଲି ଏତିକି ନୁହେଁ ବରଂ ଗୋଟିଏ କ୍ଲାସ୍ରେ ୪-୪ ଜଣ ଶିକ୍ଷୟିତ୍ରୀ ଦୁଇଟି ବ୍ଲାକବୋର୍ଡରେ ପାଠ ପଢାଉଛନ୍ତି । ଯେଉଁଥି ଲାଗି କୌଣସି ଗୋଟିଏ ଶ୍ରେଣୀର ପିଲା ଠିକ୍ରେ ପାଠ ପଢିପାରୁନଥିବା ଅଭିଯୋଗ ହୋଇଛି
ଭୟଙ୍କର ତ୍ରୁଟି । ଦଶମ ପିଲାଙ୍କ ବହିରେ ମାଳମାଳ ଭୁଲ୍ ତଥ୍ୟ...ସେହି ଭୁଲକୁ ପଢି ପିଲାଏ ଶିଖିବେ କଣ?
ଆସନ୍ତାକାଲି ହେବାକୁ ଥିବା ରାଜ୍ୟବ୍ୟାପୀ ଅଭିଭାବକ-ଶିକ୍ଷକ ବୈଠକ ସକାଳ ସାଢେ ୬ରୁ ସାଢେ ୧୦ ମଧ୍ୟରେ ଅନୁଷ୍ଠିତ ହେବ । ଯେଉଁଠି ପିଲାଙ୍କ ଗ୍ରୀଷ୍ମ ଅବକାଶ ହୋମୱାର୍କ, ସାଇବର ସିକ୍ୟୁରିଟି ବିଷୟରେ ଅଭିଭାବକଙ୍କ ଅବଗତ କରାଯିବ ।
ସମ୍ବଲପୁର ଜିଲ୍ଲାରେ ଆଉ ୨ ଦିନ ସ୍କୁଲ ବନ୍ଦ ରହିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମ୍ବଲପୁରରେ ଛୁଟି ଅବଧି ବଢାଇଛି ଜିଲ୍ଲା ପ୍ରଶାସନ ।
ବିକାଶର ଡିଣ୍ଡିମ ପିଟୁଛନ୍ତି ସରକାର । ହେଲେ ପଢ଼ିବା ପାଇଁ ପିଲାଙ୍କ ପାଖରେ ବହି ଖଣ୍ଡିଏ ନାହିଁ ।
ସ୍କାର୍ଟସ୍କୁଲ୍ ନାଁରେ ଭେଳିକି ଦେଖାଉଛନ୍ତି କି ରାଜ୍ୟ ସରକାର?
ଏ କେମିତିକା ଶିକ୍ଷା ବ୍ୟବସ୍ଥା? ଗୋଟିଏ ଶ୍ରେଣୀ ଗୃହରେ ପଢୁଛନ୍ତି ୫ଟି ଶ୍ରେଣୀର ପିଲା। ପଂଚମ ଶ୍ରେଣୀରେ ପଢାଗଲେ ପ୍ରଥମ ଶ୍ରେଣୀ ଶୁଣୁଛି, ପ୍ରଥମ ପିଲାଙ୍କୁ ପଢାଗଲେ ପଞ୍ଚମ ଶ୍ରେଣୀ ଶୁଣୁଛି। ବାରମ୍ବାର ଅଭିଯୋଗ ପରେ ପ୍ରଶାସନ ଶୁଣୁନି...ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ଅଭିଭାବକ
ଛାତ୍ରଛାତ୍ରୀଙ୍କ କାମରେ ଆସୁନି ଆଦର୍ଶ ବିଦ୍ୟାଳୟ। ନାମ ଲେଖା ସରିଛି ହେଲେ ଶିକ୍ଷକ ନାହାଁନ୍ତି।