• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Speaker

Opposition Crosses All Limits
ସବୁ ସୀମା ଟପିଲେ ବିରୋଧୀ, ବିଧାନସଭାରେ ମହିଳା ବାଚସ୍ପତିଙ୍କୁ ଘେରାବନ୍ଦୀ ଉଦ୍ୟମ

ବିଶୃଙ୍ଖଳାର ସବୁ ସୀମା ଟପିଲେ ବିରୋଧୀ । ବିଧାନସଭାରେ ମହିଳା ବାଚସ୍ପତିଙ୍କୁ ଘେରାବନ୍ଦୀ କରିବା ଉଦ୍ଦେଶ୍ୟରେ ପୋଡ଼ିୟମ୍ ଦଖଲ ପାଇଁ ବିଜେଡି ବିଧାୟକଙ୍କ ଉଦ୍ୟମ।

Bhartruhari Mahatab
ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ନିଯୁକ୍ତ

କଟକ ଲୋକସଭାରୁ ସାତ ସାତଥର ନିର୍ବାଚିତ ହୋଇଛନ୍ତି ଭର୍ତ୍ତୃହରି। ଏଥର ବିଜେଡିର ସଂତୃପ୍ତ ମିଶ୍ରଙ୍କୁ ୫୭ ହଜାରରୁ ଅଧିକ ଭୋଟରେ ପରାସ୍ତ କରିଥିଲେ।

Surama Padhy
ଓଡ଼ିଶା ବିଧାନସଭା ଦେଖିଲା ଦ୍ୱିତୀୟ ମହିଳା ବାଚସ୍ପତି

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ରଣପୁର ବିଧାୟିକା ସୁରମା ପାଢୀ। ଆଜି ସର୍ବସମ୍ମତି କ୍ରମେ ତାଙ୍କୁ ବାଚସ୍ପତି ଭାବେ ନିର୍ବାଚିତ କରାଯାଇଛି।

Surama Padhy
ସୁରମା ପାଢ଼ୀ ନିର୍ଦ୍ବନ୍ଦ୍ବରେ ବାଚସ୍ପତି ନିର୍ବାଚିତ

ସୁରମା ପାଢ଼ୀ ହେଲେ ବିଧାନସଭାର ନୂଆ ବାଚସ୍ପତି। ସବୁ ଦଳର ସମର୍ଥନରେ ବସିଲେ ବାଚସ୍ପତି ଆସନରେ। ବିରୋଧୀ ବିଜେଡି, କଂଗ୍ରେସ୍ ଓ ସିପିଏମ୍ ସୁରମାଙ୍କୁ ଶୁଭେଚ୍ଛା ଜଣାଇବା ସହ ବିନା ପାତରଅନ୍ତରରେ ସେ ଗୃହ କାର୍ଯ୍ୟ ପରିଚାଳନା କରିବେ ବୋଲି ଆଶା ରଖିଛନ୍ତି।

Assembly Speaker
ସୁରମା ପାଢ଼ୀ ହେବେ ପରବର୍ତ୍ତୀ ବାଚସ୍ପତି

ସୁରମା ପାଢ଼ୀ ହେବେ ପରବର୍ତ୍ତୀ ବାଚସ୍ପତି। ଆଜି ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ହେବା ପରେ, ସୁରମା ବାଚସ୍ପତି ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

Assembly Speaker
ପୁଣି ବିଧାନସଭା ମଙ୍ଗ ସମ୍ଭାଳିବେ ଜଣେ ମହିଳା ବାଚସ୍ପତି

ପ୍ରମିଳା ମଲ୍ଲିକଙ୍କ ପରେ ବିଧାନସଭା ପରିଚାଳନାର ମଙ୍ଗ ଧରିବେ ସୁରମା ପାଢୀ। ରଣପୁର ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ସୁରମା ଆଜି ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, କ୍ୟାବିନେଟ ମନ୍ତ୍ରୀ ଓ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

Pramila Mallik
ବାଚସ୍ପତି ପଦ ଲାଗି ଆଜି ନାମାଙ୍କନ ଭରିବେ ପ୍ରମିଳା ମଲ୍ଲିକ

ପ୍ରମିଳା ମଲ୍ଲିକଙ୍କୁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି..ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ନିର୍ବାଚନ

Bikram Keshari Arukh
ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ ଆରୁଖ

ବ୍ୟକ୍ତିଗତ କାରଣ ପାଇଁ ଇସ୍ତଫା ଦେଇଥିବା କହିଛନ୍ତି ଆରୁଖ ।

assembly odisha
୨୫ରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ

୩୧ ତାରିଖରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହେବ। 

No To Ruckus Inside Assembly
ବିଧାୟକଙ୍କୁ ବାରଣ: ନା ପାଟିତୁଣ୍ଡ କରିପାରିବେ, ନା କରିବେ ହଟ୍ଟଗୋଳ

ବିଧାନସଭା ଗୃହ କାର୍ଯ୍ୟ ପରିଚାଳନା ନେଇ କେତେକ ନୂଆ ନିୟମ ପ୍ରସ୍ତୁତ କରାଯାଇଛି.. ପ୍ରଶ୍ନକାଳ ବେଳେ, ରାଜ୍ୟପାଳଙ୍କ ଅଭିଭାଷଣ ବେଳେ କୌଣସି ବିଧାୟକ ଗୃହରେ ପାଟିତୁଣ୍ଡ, ହୋହାଲ୍ଲା କି ହଟ୍ଟଗୋଳ କରିପାରିବେନି..