ପଦବୀରୁ ହଟାଯିବାର ୧୮ ଦିନ ପରେ ଚେୟାର ଛାଡୁନାହାନ୍ତି ମହିଳା କମିଶନ ଅଧ୍ୟକ୍ଷା ମୀନତି ବେହେରା।
ସମସ୍ତ ତଥ୍ୟ ଆସିଲା ପରେ ଆସନ୍ତା ୮ ତାରିଖରେ ଜାମିନ ଆବେଦନର ଶୁଣାଣି ହେବ ବୋଲି ଭୁବନେଶ୍ୱର SDJM କୋର୍ଟ ।
ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଅଭିଯୋଗରେ ପ୍ରଯୋଜକ ଟୁଟୁ ନାୟକଙ୍କୁ ଥାନାକୁ ଆଣିଲା ପୋଲିସ ।
ଆଜିର ଦିନରେ ରାଷ୍ଟ୍ରର ମୁଖ୍ୟ ଭାବେ ଅବସ୍ଥାପିତ ହୋଇ ଗୌରବ ପାଲଟିଛନ୍ତି ଓଡ଼ିଆ ଝିଅ । ଏପଟେ କିନ୍ତୁ ରାଜ୍ୟରେ ଆଜି ବି ଲୋପ ପାଇନି ମହିଳା ବିରୋଧୀ କୁତ୍ସିତ ପ୍ରଥା । ବସ୍ ଯାତ୍ରା ଆରମ୍ଭ ବେଳେ ପ୍ରଥମ ଯାତ୍ରୀ ଭାବେ ମହିଳାଙ୍କୁ ବସ୍ ଭିତରକୁ ପ୍ରବେଶ ଅନୁମତି ପାଇଁ ଏବେ ରାଜ୍ୟ ପରିବହନ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ।