• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Odisha Villages

Power Cut
ରାଜ୍ୟବ୍ୟାପୀ ଚାଲିଛି ଘନ ଘନ ବିଜୁଳିକାଟ୍

ତାତି ଟିକେ କମିଛି ସତ, ହେଲେ ଏବେ ବି ଗ୍ରାମାଞ୍ଚଳରେ ଲୋକଙ୍କୁ କଷ୍ଟ ଦେଉଛି ପାୱାର କଟ୍‌ । ଘଣ୍ଟା ଘଣ୍ଟା ଧରି ବିଜୁଳି କାଟ୍ ଯୋଗୁଁ ନାହିଁ ନଥିବା ହଇରାଣ ହେଉଛନ୍ତି ଲୋକେ ।

Kotia
ଆନ୍ଧ୍ର ମାନଚିତ୍ରରେ ଓଡ଼ିଶା ଗାଁ

ଆନ୍ଧ୍ର ମାନଚିତ୍ରରେ ଓଡ଼ିଶା ଗାଁ । ଗୋଟିଏ କି ଦୁଇଟି ନୁହଁ, ପୁରା ଅଠେଇଶଟି ଗାଁ ଆନ୍ଧ୍ର ନକ୍ସାରେ । ଏସବୁ ହେଉଛି ସେହି ଗାଁ, ଯେଉଁ ଇଲାକାକୁ ନେଇ ଦୁଇ ପଡୋଶୀ ମଧ୍ୟରେ ଲାଗିରହିଛି ଟଣାଓଟରା । ଆଉ ମାମଲା ବିଚାରାଧିନ ଅଛି ସୁପ୍ରିମକୋର୍ଟରେ । ହେଲେ ସବୁ ବିଧିବ୍ୟବସ୍ଥାକୁ ଚାଲେଞ୍ଜ କରି କୋଟିଆର ୨୮ଟି ଗାଁକୁ ନୂଆ ମାନଚିତ୍ରରେ ସାମିଲ କରିଛି ଆନ୍ଧ୍ର ।

Road Still Distant Dream For People
ସରକାରୀ ଯୋଜନା କାହା ପାଇଁ ? ଜୀବନକୁ ବାଜି ଲଗାଇ ଭରା ନଦୀରେ ଯାଆସ କରୁଛନ୍ତି ଲୋକେ

ଉପାନ୍ତ ଅଞ୍ଚଳରେ ଅପହଞ୍ଚ ବିକାଶ। ଗାଁରେ ପହଞ୍ଚି ପାରୁନି ସରକାରୀ ଯୋଜନା। ରାସ୍ତା ନଥିବାରୁ କେଉଁଠି ଲୋକଙ୍କୁ ନଦୀ ପାର୍‌ ହେବାକୁ ପଡୁଛି ତ ଆଉ କେଉଁଠି ନାଳ ଓ ଘାଟି ରାସ୍ତା ପାର୍‌ ହେବାକୁ ପଡୁଛି।