ଯୁବ କଂଗ୍ରେସ ସଭାପତି ରଂଜିତ ପାତ୍ର କହିଛନ୍ତି କିଟ୍ରେ ଶିକ୍ଷା ନା ରେ ଟଙ୍କା ଲୁଟିବା ସହ ଛାତ୍ର ଛାତ୍ରୀଙ୍କୁ ଅତ୍ୟାଚାର କରାଯାଉଛି । କିଟ୍ ଯୋଗୁଁ ଏବେ ବିଶ୍ୱ ରେ ନିନ୍ଦିତ ହେଲାଣି ଓଡିଶା । ଗତ କିଛି ବର୍ଷରେ କିଟ୍ରେ ୧୦ ରୁ ୧୫ ଜଣ ଆତ୍ମହତ୍ୟା କଲେଣି ।
ଆଗରୁ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ଟୁକୁନି ସାହୁ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ତୁଷାରକାନ୍ତି ବେହେରା, ପଦ୍ମନାଭ ବେହେରାଙ୍କୁ ଅଣ୍ଡାମାଡ଼ ସହ କଳାପତାକା ପ୍ରଦର୍ଶନ କରାଯାଇଥିଲା।