ଖୁବଶୀଘ୍ର ଚତୁର୍ଥ ପର୍ଯ୍ୟାୟ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କରାଯିବ । ହେଲେ ଏବେ ବି ଦୁଇ ଲକ୍ଷରୁ ଅଧିକ ଆବେଦନକାରୀ ସେମାନଙ୍କର e-KYC କରିନାହାନ୍ତି ଅବା ଓଟିପି ମାଧ୍ୟମରେ ଇ-କେୱାସି କରିଛନ୍ତି । ଯୋଗ୍ୟ ବିବେଚିତ ହେଲେ ମଧ୍ୟ ସେମାନେ ଅର୍ଥରାଶି ପାଇବାରେ ଅସୁବିଧା ହେବ ।
ସମ୍ମେଳନର ଉଦଯାପନୀ ସମାରୋହରେ ବୈଦଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର କହିଥିଲେ ଦୁଇ ଦଶନ୍ଧି ଧରି ଦେଶର ବିଭିନ୍ନ ଭାଗରେ ଆୟୋଜିତ ପ୍ରବାସୀ ଭାରତୀୟ ସମ୍ମିଳନୀ ସେହି ରାଜ୍ୟକୁ ଅନ୍ତର୍ଜାତୀୟ ସ୍ତରରେ ପରିଚୟ ଦେଇପାରିଛି। ପ୍ରବାସୀଙ୍କ ସହ ସମ୍ପର୍କରେ ଯୋଡ଼ି ହୋଇପାରିଛି। ସେ ଦୃଷ୍ଟିରୁ ଓଡ଼ିଶା ମଧ୍ୟ ଏହାର ଭରପୁର ସୁଯୋଗ ନେବ ବୋଲି ଆଶା ବ୍ୟକ୍ତ କରିଥିଲେ।
ଓଡ଼ିଶାର ଉନ୍ନତି, ପ୍ରଗତି ଓ ଅଭିବୃଦ୍ଧି ପାଇଁ ପ୍ରବାସୀଙ୍କ ଟିପ୍ସ । 'ମେଡ୍ ଇନ୍ ଓଡ଼ିଶା' ଓ 'ବ୍ରାଣ୍ଡ୍ ଓଡ଼ିଶା'ର ହେଉ ପ୍ରଚାର ପ୍ରସାର । ଫୋକସରେ ଇନଭେଷ୍ଟମେଣ୍ଟ୍, ଇନଫ୍ରାଷ୍ଟକ୍ଚର ଓ ଟୁରିଜିମ୍ ।
୨୦୧୪ରେ ଚାମ୍ପିୟନ୍ସ ଟ୍ରଫି, ୨୦୧୮ ଆଉ ୨୦୨୩ରେ ବିଶ୍ବକପ୍ । ୨୦୨୧ରେ ଜୁନିୟର ବିଶ୍ବକପ୍ । ଆଗକୁ ଏହି ତାଲିକାରେ ଯୋଡ଼ି ହୋଇପାରେ ୨୦୩୬ ଅଲିମ୍ପିକ୍ସ ହକି ଇଭେଣ୍ଟ।
୨୦୧୪ରେ ଚାମ୍ପିୟନ୍ସ ଟ୍ରଫି, ୨୦୧୮ ଆଉ ୨୦୨୩ରେ ବିଶ୍ବକପ୍ । ୨୦୨୧ରେ ଜୁନିୟର ବିଶ୍ବକପ୍ । ଆଗକୁ ଏହି ତାଲିକାରେ ଯୋଡ଼ି ହୋଇପାରେ ୨୦୩୬ ଅଲିମ୍ପିକ୍ସ ହକି ଇଭେଣ୍ଟ।
ଗୁଜରାଟର ଅହମଦାବାଦରେ ୨୦୩୬ ଅଲିମ୍ପିକ୍ସର ଅଧିକାଂଶ ଇଭେଣ୍ଟ ଖେଳାଯିବାକୁ ଥିବା ବେଳେ ହକି ମ୍ୟାଚଗୁଡ଼ିକ ଓଡ଼ିଶାରେ ଖେଳାଯିବା ନେଇ ବିଭିନ୍ନ ଜାତୀୟ ଗଣାମଧ୍ୟମରେ ଖବର ପ୍ରକାଶ ପାଇଛି।
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ ପାଇଁ ଆସନ୍ତା ୨୦ ତାରିଖରୁ ଟ୍ରାଏଲ୍ ରନ୍ ହେବ । ମହିଳା ଓ ପୁରୁଷ ଦର୍ଶନାର୍ଥୀଙ୍କ ପାଇଁ ଅଲଗା ଅଲଗା ଧାଡ଼ିରେ ଦର୍ଶନ ବ୍ୟବସ୍ଥା ହେବ ।
ପ୍ରବାସୀ ମହାକୁମ୍ଭରେ ଓଡ଼ିଶାର ଗରିମା ବଖାଣିଲେ... ପ୍ରବାସୀଙ୍କୁ ଭାରତର ରାଷ୍ଟ୍ରଦୂତ ମାନ୍ୟତା ଦେଲେ । ଗଣତନ୍ତ୍ର ଓ ବିବିଧତାକୁ ଜୀବନର ଅଙ୍ଗ ବୋଲି କହିଲେ ।
ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗ ଦେବାକୁ ଓଡ଼ିଶାରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବିମାନରେ ସେ ଭୁବନେଶ୍ୱରରେ ପହଁଚିଛନ୍ତି ।
ଏହା ହେଉଛି ସଂପୂର୍ଣ୍ଣ ଭାବେ ଓଡ଼ିଆ ଘରର ଏକ ଓଷା। ଏହା ଅନ୍ୟ କୌଣସି ସ୍ଥାନରେ ପାଳନ ହେବା ଦେଖାଯାଇ ନଥାଏ। ଓଡ଼ିଆ ନାରୀ ମାଆ ଲକ୍ଷ୍ମୀଙ୍କର ପୂଜା ଏକ ବିଶେଷ ଉପାୟରେ କରିଥାନ୍ତି, ଯେଉଁଥିରେ ୧୦ ସଂଖ୍ୟାଟି ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସବୁକିଛି ୧୦ଟି ଜିନିଷ ଦରକାର ପଡ଼ିଥାଏ।
ପ୍ରବାସୀ ମାନଙ୍କ ପାଖରୁ ମିଳୁଥିବା ଭଲ ପାଇବା କେବେ ବି ଭୁଲି ହେବ ନାହିଁ । ଏହି ଅବସରରେ ସମସ୍ତ ପ୍ରବାସୀଙ୍କୁ ଧନ୍ୟବାଦ ଦେଲେ ମୋଦି । କାରଣ ପ୍ରବାସୀଙ୍କ ପାଇଁ ସମଗ୍ର ବିଶ୍ୱରେ ଗର୍ବରେ ମୁଣ୍ଡ ଉପରକୁ ରଖି ଚାଲିବାର ସୁଯୋଗ ମିଳେ । ଦୁନିଆର ପ୍ରତ୍ୟେକ ନେତା ଭାରତୀୟ ପ୍ରବାସୀ ମାନଙ୍କର ପ୍ରଶଂସା କରନ୍ତି ।
ରାଣୀଅନ୍ତପୁରରେ ରାଣୀ ସତ୍ୟଭାମାଙ୍କ ସହ ପ୍ରେମାସକ୍ତ ଥିଲେ ଶ୍ରୀକୃଷ୍ଣ। ପୁତ୍ର ଶାମ୍ବକୁ ଦୁଆର ଜଗେଇ ଦେଇ କହିଥିଲେ, ଭିତରକୁ କାହାକୁ ଛାଡ଼ିବୁନି। ଦୁର୍ଯୋଗକୁ ଏହି ସମୟରେ ଆସିଲେ ଅଗ୍ନିବର୍ଷୀ ଋଷି ଦୁର୍ବାସା। କହିଲେ, ଶ୍ରୀକୃଷ୍ଣଙ୍କୁ ଦେଖା କରିବି, ମତେ ଭିତରକୁ ଛାଡ଼। ତା ପରେ କ'ଣ ହେଲା, ଏହି ଘଟଣାକୁ ନେଇ କେମିତି ଏକ ପରମ୍ପରା ସୃଷ୍ଟି ହୋଇଛି, ପଢ଼ନ୍ତୁ ଗବେଷିକା ସରୋଜିନୀ ଶଙ୍ଖୁଆଙ୍କର ଏହି ନିବନ୍ଧ।
ମହାକୁମ୍ଭ ମେଳା ପାଇଁ ସ୍ୱତନ୍ତ୍ର ଭାବେ ଜାନୁଆରି ୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଚାଲିବ ବସ ସେବା । କୁମ୍ଭ ମେଳା ପରେ ବି ବସ ଚଳାଚଳ ଜାରି ରହିବ। ଏହା ବାଦ ଓଡ଼ିଶାର ଅନ୍ୟ ତୀର୍ଥ ସ୍ଥାନକୁ ବି ବସ ଚଳାଇବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।
ବିଶାଖାପାଟଣାରେ ଏନଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଭୁବନେଶ୍ବର ଆସି ପହଞ୍ଚିଲେ ପ୍ରଧାନମନ୍ତ୍ରୀ। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରି ଯାପନ କରିବେ। ଆସନ୍ତାକାଲି ସକାଳେ ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ।
୪୦ ତଳକୁ ଖସୁନି ଆଳୁ ଦର। ସୀମାରେ ପଶ୍ଚିମବଙ୍ଗ ଛାଡୁନି ଆଳୁ ଗାଡ଼ି। ୟୁପିରୁ ଆଣିଲେ ବାଧୁଛି ପରିବହନ ଖର୍ଚ୍ଚ । ପୂର୍ବ ସରକାରକୁ ଯୋଗାଣ ମନ୍ତ୍ରୀଙ୍କ ଦୋଷ ।
ଦୁଇ ଦିନ ତଳେ ୪୦ ଥିଲା, ଆଜି ୪୫। କାଲି କେତେ ହେବ କହିହେଉନି। ବଜାରରେ ଆଳୁ ଦର ୪୦ ତଳକୁ ଖସିବାର ନାଁ ନେଉନି।
ଭୁବନେଶ୍ବର, ଦିଲ୍ଲୀ, ଝାଡ଼ଖଣ୍ଡର ୧୨ଟି ସ୍ଥାନରେ ରେଡ୍ ଜାରି ରହିଛି । ନଗଦ ଦାମୀ ଗାଡ଼ି କିଣିଥିବା ହଂସିକାଙ୍କ ଆକାଉଣ୍ଟରୁ ତଥ୍ୟ ମିଳିଛି ।
ଏହି ହତ୍ୟାକାଣ୍ଡ ପଛର କାରଣ କ’ଣ ? ଘଟଣା ବେଳେ ଡ୍ରାଇଭର ସହିତ କେହି ଥିଲେ କି ନାହିଁ । ବିଜେପି ନେତାଙ୍କୁ ହତ୍ୟା ପାଇଁ କାହାଠୁ ସୁପାରୀ ନେଇଥିଲେ କି ?
ଯେତେବେଳେ କେନ୍ଦ୍ର ସରକାରଙ୍କ ଠାରୁ ଯେଉଁ ଆଡଭାଇଜରି ଆସିବ, ସେହି ଅନୁସାରେ ପଦକ୍ଷେପ ନିଆଯିବ । କୋଭିଡ ଆମକୁ ବହୁତ୍ ଜିନିଷ ଶିଖାଇ ଦେଇଛି । ଆମର ସ୍ଵାସ୍ଥ୍ୟ ବ୍ୟବସ୍ଥା ପୂର୍ବ ତୁଳନାରେ ଅଧିକ ସୁଦୃଢ଼ ହୋଇଛି । HMPV ପରୀକ୍ଷା ଲାଗି ଆମର ଭୁବନେଶ୍ଵର AIIMS ଓ ICMR- RMRCରେ ବ୍ୟବସ୍ଥା ଅଛି । ସୁତରାଂ ଜନସାଧାରଣ ଆତଙ୍କିତ ହେବାର କୌଣସି କାରଣ ନାହିଁ।
ତେବେ ଚଳିତ ବର୍ଷ ଆଦିବାସୀ ମେଳାରେ କିଛି ନୂଆ ଝଲକ ଦେଖିବାକୁ ମିଳିଛି । ବିଶେଷକରି ବିର୍ସା ମୁଣ୍ଡାଙ୍କ ଜୀବନୀକୁ ନେଇ ଏକ ସ୍ୱତନ୍ତ୍ର ପାଭିଲିୟନ କରାଯିବା ସହ ସ୍ୱାଧୀନତା ସଂଗ୍ରାମୀ ଗ୍ୟାଲେରୀ ଆଦି କରାଯାଇଛି ।
ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ଉପଖଣ୍ଡରେ ରହିଛି ଅସୁରଘାଟି ଜଳ ପ୍ରପାତ । ହେଲେ ପ୍ରଶାସନର ଅଣଦେଖା ହେତୁ ଏଠାରେ ସେମିତି କିଛି ବିକାଶ ହୋଇପାରିନାହିଁ
ଝିଅଟିଏ ହୋଇ ଜନ୍ମ ନେଇ ମୁଁ କ’ଣ ଭୁଲ କଲି ? କୁହନ୍ତି ଦୁହିତା ଦୁଇ କୁଳକୁ ହିତା । ଆଉ ମୁଁ କେଉଁ କୁଳକୁ ହେଲି ନିଜେ ବି ଜାଣିନି । ଶାଶୁଘରୁ ସ୍ନେହ ଟିକିଏ ପାଇଲିନି... ସ୍ୱାମୀଙ୍କର ବି ନିଜର ହୋଇପାରିଲିନି ।
ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି । ବିରୋଧୀଙ୍କୁ ନିଶାନା କରି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
ରାଜ୍ୟରେ ଜାରି ରହିଛି ଶୀତ ଲହରି । ଆଜି ବି କଲବଲ କରିବ ଜାଡ଼ ।
ସୁଭଦ୍ରାକୁ ନେଇ ପୁଣି ଏକ ବଡ଼ ଅପଡେଟ୍ । ପୂର୍ବ ସ୍ଥିରୀକୃତ ମାର୍ଚ୍ଚ ୮ ମହିଳା ଦିବସ ନୁହେଁ ବରଂ ମାର୍ଚ୍ଚ ୩୦ରେ ଆବେଦନ କଲେ ବି ଏକାଥରେ ମିଳିଯିବ ୨ଟି ଯାକ କିସ୍ତିର ଟଙ୍କା ।