କରୋନାରୁ ସୁସ୍ଥ ହେବା ପରେ ବ୍ଲାକ ଫଙ୍ଗସରେ ସଂକ୍ରମିତ ଘଟଣା ସାମ୍ନାକୁ ଆସିବା ପରେ ରାଜ୍ୟ ସରକାରଙ୍କ ଚିନ୍ତା ବଢିଛି। ତେବେ ବ୍ଲାକ ଫଙ୍ଗସ ରୋଗୀଙ୍କ ପାଇଁ ଗାଇଡଲାଇନ କରିବାକୁ କମିଟି ଗଠନ କରିଛନ୍ତି ସରକାର । ୭ ଜଣ ବିଶେଷଜ୍ଞ ଡାକ୍ତରଙ୍କୁ ନେଇ କମିଟି ଗଠନ କରିଛନ୍ତି ରାଜ୍ୟ ସରକାର