ଭୁବନେଶ୍ୱର: ରାଜ୍ୟରେ ନକଲି ଔଷଧ କାରବାର ମାମଲାରେ ଅଭିଯୁକ୍ତ ସୁଦୀପ ମୁଖାର୍ଜୀକୁ ରିମାଣ୍ଡରେ ଆଣିବାକୁ ଯୋଜନା କରିଛି କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ । ନକଲି ଔଷଧ ଯୋଗାଣକାରୀ ମାକ୍ସ ହେଲ୍ଥକେୟାର ସଂସ୍ଥାର ମୁଖ୍ୟ ହେଉଛି ସୁଦୀପ ମୁଖାର୍ଜୀ । ଅଧିକ ଖୋଳତାଡ଼ ପାଇଁ…
ଭୁବନେଶ୍ୱର: କ’ଣ ହେବ ସ୍ୱର୍ଗତ ରଘୁନାଥ ମହାପାତ୍ରଙ୍କ ଦ୍ୱିତୀୟ କୋଣାର୍କର ସ୍ୱପ୍ନ ? କରୋନା ପୁରା ପରିବାରକୁ ଶୋକାକୂଳ ଅବସ୍ଥାକୁ ଠେଲି ଦେଇଛି । ଏଭଳି କଠିନ ସମୟରେ ଜେଜେଙ୍କୁ ପ୍ରକୃତ ଶ୍ରଦ୍ଧାଞ୍ଜଳି ଦେବାକୁ ମନୋବଳ ଦୃଢ କରି ଆଗକୁ ଆସିଛନ୍ତି…
ଭୁବନେଶ୍ୱର: ଜୁଲାଇ ୩୦ରୁ ମାଟ୍ରିକ୍ ଅଫଲାଇନ ପରୀକ୍ଷା ଆରମ୍ଭ ହେବ । ଏହା ଅଗଷ୍ଟ ୫ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରତ୍ୟକ ଦିନ ପରୀକ୍ଷା ଦିନ ୧୦ଟାରୁ ଆରମ୍ଭ ହୋଇ ଦିନ ୧୨ଟା ପର୍ଯ୍ୟନ୍ତ ଚାଲିବ । ହେଲେ କେବଳ ଗଣିତ…
ଅନୁଗୁଳ: ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅଞ୍ଚଳରେ ଜଣେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଘଟଣାରେ ପୀଡ଼ିତା ଡାକ୍ତର ଓ ପୋଲିସ ଅଧିକାରୀଙ୍କୁ ଭେଟିଛନ୍ତି ବିଜେପି ଓ କଂଗ୍ରେସ ପ୍ରତିନିଧି ଦଳ । ଆଜି ଡକ୍ଟର୍ସ ଡେ’ରେ ପୀଡ଼ିତା ଡାକ୍ତରଙ୍କୁ ଭେଟି ବିଜେପି…
ଭୁବନେଶ୍ୱର: B’ କ୍ୟାଟେଗୋରୀରେ ଥିବା ଜିଲ୍ଲା ଗୁଡ଼ିକରେ ଟିକିଏ ଅନିୟନ୍ତ୍ରିତ ଗତିବିଧି ଥିବାରୁ ସେଠାରେ ସଂକ୍ରମଣ ବୃଦ୍ଧି ପାଉଛି । କରୋନା ଭୂତାଣୁକୁ ଯେଉଁ ପରିବେଶ ଦରକାର, ତାହା ସେହି ଜିଲ୍ଲା ଗୁଡିକରେ ମିଳୁଛି । ଜୀବନ ଓ ଜୀବିକାକୁ ଗୁରୁତ୍ୱ…
ପୁରୀ: ଆଉ ମାତ୍ର କେଇଟା ଦିନ ପରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା । ବଡଦାଣ୍ଡରେ ଘର୍ ଘର୍ ନାଦ କରି ଗଡିବ ତିନିରଥ ଭକ୍ତଙ୍କୁ ଆହ୍ଳାଦିତ କରିବା ପାଇଁ ବଡଦାଣ୍ଡକୁ ଓହ୍ଳାଇ ଆସି ତିନିରଥରେ ବିରାଜମାନ କରିବେ ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର,…
ଭୁବନେଶ୍ୱର: ବ୍ୟୁଟିପାର୍ଲର ଓ ସ୍ପା ଖୋଲିବାକୁ ଅନୁମତି ଦାବିରେ ବିକ୍ଷୋଭ । ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ନିକଟରେ ବ୍ୟୁଟିପାର୍ଲର ସଂଘ ପକ୍ଷରୁ ପ୍ଲାକାର୍ଡ ଧରି ବିରୋଧ କରାଯାଇଛି । ସରକାରଙ୍କ ନିକଟରେ ସଂଘ ପକ୍ଷରୁ ବିଭିନ୍ନ ଦାବି ଉପସ୍ଥାପନ କରାଯାଇଛି…
ଖୋର୍ଦ୍ଧା: ସୁରକ୍ଷା ଦିଆଯାଇଥିବା ଅଣ୍ଡାରୁ ଫୁଟିଲେ ଅଜଗର ଛୁଆ । ଆଜି ରାତି ସୁଦ୍ଧା ପ୍ରାୟ ସମସ୍ତ ଅଣ୍ଡାରୁ ଛୁଆ ଫୁଟିଯିବେ ବୋଲି କହିଛନ୍ତି ବନ କର୍ତ୍ତୃପକ୍ଷ । ଖୋର୍ଦ୍ଧା ଜିଲ୍ଲା ଗଡ଼ନିଆଳ ଗାଁ ନିକଟ ଏକ ଜଙ୍ଗଲରେ ଥିବା ପଥର…
ପୁରୀ: ଏହା ସତ୍ୟ ଯେ, ମହାପ୍ରଭୁ ଜଗନ୍ନାଥ ଶୃଙ୍ଗାର ପ୍ରିୟ । ବର୍ଷ ତମାମ ଶ୍ରୀମନ୍ଦିରରେ ନାନାଦି ଯାନିଯାତ୍ରା ସାଙ୍ଗକୁ ଚାଲିଥାଏ ଅନେକ ନୀତିକାନ୍ତି ଓ ବେଶଭୂଷା । ତେବେ ଠାକୁରଙ୍କ ସେବାରେ ଯେଉଁମାନେ ନିୟୋଜିତ ସେମାନେ ନିଜକୁ କିଭଳି ପ୍ରସ୍ତୁତ…
ଭୁବନେଶ୍ୱର: ମଣ୍ଡିରୁ ଧାନ ଉଠା ସରିନି, ଡେଡ୍ଲାଇନ ଶେଷ । ରାଜ୍ୟରେ ଆଜି ରବି ଧାନ ସଂଗ୍ରହର ଶେଷ ଦିନ ବୋଲି ସରକାର ଘୋଷଣା କରିଥିବା ବେଳେ ଏପଟେ ମିଲରଙ୍କ ଆସିବା ବାଟକୁ ଅପେକ୍ଷା କରିଛନ୍ତି ରାଜ୍ୟର ହଜାର ହଜାର ଚାଷୀ…
ମୁମ୍ବାଇ: ଟିକାକରଣ କେନ୍ଦ୍ରରେ ଦଳାଚକଟା, ଠେଲା ପେଲା । ଏଭଳି ଚିତ୍ର ପୁଣି ଥରେ ଦେଖିବାକୁ ମିଳିଛି ମହାରାଷ୍ଟ୍ରର ଔରଙ୍ଗାବାଦ ସ୍ଥିତ ଏକ ସ୍ୱାସ୍ଥ୍ୟକେନ୍ଦ୍ରରେ । ଏହି ଟିକାକରଣ କେନ୍ଦ୍ରରେ ଏତେ ଲୋକଙ୍କ ଭିଡ଼ ଜମିଥିଲା ଯେ ସେଠାରେ ଦଳାଚକଟା ଭଳି…
ରାୟଗଡା: ରାୟଗଡା ଜିଲ୍ଲା ପଦ୍ମପୁରରେ ଅଘଟଣ । ବଜ୍ରାଘାତରେ ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ଝିଅ ଗୁରୁତର ଆହତ ହୋଇଛନ୍ତି । ମୃତକଙ୍କ ନାଁ ଅନନ୍ତ ଶବର । ସେ କାନ୍ଦୁଲ ଲଗାଇବା ପାଇଁ ଯାଇଥିବା ବେଳେ ଅପରାହ୍ନ ପ୍ରାୟ ୩ଟା…
ରାଜ୍ୟରେ ପିସିଭି ଟିକାକରଣ ଆରମ୍ଭ ହୋଇଛି । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ରାଜ୍ୟସ୍ତରୀୟ ନିମୋକୋକାଲ କଞ୍ଜୁଗେଟ ଭ୍ୟାକ୍ସିନର ଟିକାକରଣ, ଭିଡିଓ କନଫରେନ୍ସିଂରେ ଶୁଭାରମ୍ଭ କରିଛନ୍ତି । କମ ରୋଗ ପ୍ରତିରୋଧକ ଶକ୍ତି ଥିବା ଶିଶୁଙ୍କୁ ନିମୋକୋକାଲ ରୋଗ ହେବାର ଆଶଙ୍କା ଦେଖା…
ଓଡ଼ିଶାର ବିଭିନ୍ନ ସ୍ଥାନରେ ଟିକାକରଣ କେନ୍ଦ୍ରରେ ଲୋକଙ୍କୁ ଟିକା ପ୍ରଦାନ କରାଯାଉଛି। ରାଜ୍ୟ ସରକାର ଟିକାକରଣ ଉପରେ ଗୁରୁତ୍ୱ ପ୍ରଦାନ କରିଛନ୍ତି।
ଭୁବନେଶ୍ୱର: ବିବାହ ଓ ଶୁଦ୍ଧିକ୍ରିୟା ହେବ, ହେଲେ ଖୋଲିବନି ଲୁଗା ଦୋକାନ । ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନେଇ ଅସନ୍ତୋଷ । କାରଣ ଉଭୟ କାର୍ଯ୍ୟ ଲାଗି ନୂଆ ଲୁଗା ଅପରିହାର୍ଯ୍ୟ । ଏଣେ ଲକ୍ଡାଉନ୍ ଓ ସଟ୍ଡାଉନରୁ ଫାଇଦା ନେଉଛନ୍ତି…
ଭୁବନେଶ୍ୱର: ରାଜ୍ୟରେ ମଣ୍ଡି ଅବ୍ୟବସ୍ଥା ଓ ଟୋକନ୍ ସମସ୍ୟାକୁ ନେଇ ଆନ୍ଦୋଳନକୁ ଓହ୍ଲାଇବ ବିଜେପି । ଆସନ୍ତା ଜୁଲାଇ ୧ ଓ ୨ରେ ରାଜ୍ୟର ସବୁ ମଣ୍ଡି ଓ ଯୋଗାଣ ଅଧିକାରୀଙ୍କ ଅଫିସ ଆଗରେ ଧାରଣା ଦିଆଯିବ ବୋଲି ଆଜି ଏକ…
ନୂଆଦିଲ୍ଲୀ: ଆଉ ନାହାନ୍ତି ନବେ ଦଶକର ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହ । ୮୪ ବର୍ଷ ବୟସରେ ଆଜି ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଆରପାରିକୁ ଚାଲିଯାଇଛନ୍ତି । ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ…
ଭୁବନେଶ୍ୱର: ଆପଣ ଜାଣିନଥିବେ ହେଲେ ଆପଣଙ୍କ ନାଁରେ ଆକ୍ଟିଭ୍ ହୋଇଯାଇଥିବ ସିମ୍ । ଆଉ ସେହି ସିମ୍ ବ୍ୟବହାର କରି ଅପରାଧୀ କରୁଥିବେ ସାଇବର ଲୁଟ୍ । ରାଜ୍ୟ ସୀମା ଡେଇଁ ସାଇବର ଅପରାଧୀଙ୍କ ପାଖକୁ ଯାଉଥିଲା ଏଭଳି ପୁଳା ପୁଳା…
ଭୁବନେଶ୍ୱର: କରୋନା ପାଇଁ ବିନା ପରୀକ୍ଷାରେ ମାଟ୍ରିକ ଛାତ୍ରଛାତ୍ରୀଙ୍କୁ ମିଳିଥିବା ମାର୍କକୁ ନେଇ ଦୂର ହେଉନି ଅସନ୍ତୋଷ । ଗତକାଲି ଭଳି ଆଜି ବି ରାଜ୍ୟର ବିଭିନ୍ନ ସ୍ଥାନରେ ଧାରଣା, ଆନ୍ଦୋଳନକୁ ଓହ୍ଲାଇବା ସହ ନାରା ଦେଇଛନ୍ତି ଛାତ୍ରଛାତ୍ରୀ ଓ ଅଭିଭାବକ…
ନୂଆଦିଲ୍ଲୀ: ରାଜୀବ ଗାନ୍ଧି ଖେଳରତ୍ନ ପୁରସ୍କାର ଦୌଡରେ ଅଲମ୍ପିଆନ୍ ଦୂତି ଚାନ୍ଦ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ତାଙ୍କ ନାମକୁ କେନ୍ଦ୍ରକୁ ସୁପାରିଶ କରାଯାଇଛି । ସେହିଭଳି ଟୋକିଓ ଅଲମ୍ପିକ୍ ପାଇଁ ଭାରତୀୟ ହକି ଦଳରେ ସ୍ଥାନ ପାଇଥିବା ବୀରେନ୍ଦ୍ର…
ଭୁବନେଶ୍ୱର: ପରିବର୍ତ୍ତିତ କୋଭିଡ ଗାଇଡ୍ ଲାଇନ୍ ଅନୁଯାୟୀ ଘରୋଇ ହସ୍ପିଟାଲ ମାନେ ସିଧାସଳଖ ୨୫ ପ୍ରତିଶତ ଟୀକା କମ୍ପାନୀ ମାନଙ୍କଠାରୁ କିଣି ପାରିବେ । ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ୭ଟି ଘରୋଇ ହସ୍ପିଟାଲ ସିଧାସଳଖ କମ୍ପାନୀଠୁ ଟିକା ପାଇ ସାରିଛନ୍ତି ।…
ନବରଙ୍ଗପୁର: ମନରେଗା ଯୋଜନାରେ ମହାଦୁର୍ନୀତି । ପୋଖରୀ ଖୋଳା ନାଁରେ ବଡ଼ ଚଞ୍ଚକତା । ହଡ଼ପ ହୋଇଛି ଲକ୍ଷାଧିକ ଟଙ୍କା । ଏଭଳି ସାଂଘାତିକ ଅଭିଯୋଗ ଆସିଛି ନବରଙ୍ଗପୁର ଜିଲ୍ଲାର ବନ ଅଧିକାରୀଙ୍କ ବିରୋଧରେ । ଡାବୁଗାଁ ବନାଞ୍ଚଳ ଅଧୀନ ବଡ଼ପାଞ୍ଜିରିଗୁଡ଼ା…
ଭୁବନେଶ୍ୱର: ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବା ପରେ ଏବେ ଚିନ୍ତା କେମିତି ହେବ ଆଡମିଶନ ? ଭଲ କଲେଜରେ ସିଟ୍ ମିଳିବ ତ ? ଉପାନ୍ତ ଅଞ୍ଚଳରେ ଛାତ୍ରଛାତ୍ରୀ ପାଖ କଲେଜରେ ଆଡମିଶନ ପାଇବେ ତ ? ଏବେ ଏମିତି ଅନେକ…
ଗର୍ବ ଆଉ ଗୌରବର ଦିନ ଥିଲା । କୀର୍ତ୍ତି ଅର୍ଜନର ସମୟ ବି ଥିଲା । କବାଡ଼ିର ଯୁଦ୍ଧ ପଡ଼ିଆରେ ବାଜି ମାରିବାର ଝୁଙ୍କ୍ ଆଉ ସଫଳତାର ଶୀଖରକୁ ଛୁଇଁବାର ଆଶାର ପକ୍ଷୀରେ ଡେଣା ବି ଲାଗିସାରିଥିଲା । ହେଲେ ବଦଳିଗଲା…
ଭୁବନେଶ୍ୱର: ଟିକାକରଣ ହେବା ଦ୍ୱାରା ସିଭିୟରଟି ହ୍ରାସ ପାଉଛି । ଶରୀରରେ ଭଲ ଆଣ୍ଟିବଡି ସୃଷ୍ଟି ହେଉଛି । ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ ଦ୍ୱାରା କରାଯାଇଥିବା ଏକ ଷ୍ଟଡିରୁ ଏହା ସ୍ପଷ୍ଟ ହୋଇଛି । ଓଡିଶାରେ ବ୍ରେକଥ୍ରୁ ଇନଫେକ୍ସନ…