‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ କିସ୍ତି ନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୨୫ରେ ମହିଳାଙ୍କୁ ମିଳିବ ପ୍ରଥମ ଦଫାର ଚତୁର୍ଥ ପର୍ଯ୍ୟାୟ ଟଙ୍କା। ୨୦୨୫ ହେବ ‘ସୁଭଦ୍ରା’ ବର୍ଷ।
ଯଦିଓ ରାଜ୍ୟ ସରକାର କ୍ଷୟକ୍ଷତିର ଆକଳନ କରି ଉଚିତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ, କିନ୍ତୁ ଧାନକ୍ଷେତ ସମ୍ପୂର୍ଣ୍ଣ ଉଜୁଡ଼ିଯିବା ଦୃଶ୍ୟ ଅନେକ ଋଣଗ୍ରସ୍ଥ ଚାଷୀମାନଙ୍କୁ ଅସହାୟ ଅବସ୍ଥାରେ ପକାଇ ଦେଇଛି । ଏହାକୁ ଦୃଷ୍ଟିରେ ରଖି ସେମାନଙ୍କର ଏଭଳି ଦୁଃଖ ଓ ବିପତ୍ତି ସମୟରେ ରାଜ୍ୟ ସରକାର ଚାଷୀଙ୍କ ସାଙ୍ଗରେ ଦୃଢତାର ସହିତ ଅଛନ୍ତି ବୋଲି ଯଦି ପ୍ରଥମରୁ ଚାଷୀଙ୍କୁ ବିଶ୍ୱାସ ଓ ଭରସା ଦେଇଥାନ୍ତେ ହୁଏତ ଚାଷୀ ମୃତ୍ୟୁ ଘଟଣାକୁ ଏଡାଯାଇ ପାରିଥାନ୍ତା ।
ଓସିଏ ସଭାପତି ପଦ ଛାଡ଼ିଲେ ପ୍ରଣବ ପ୍ରକାଶ ଦାସ ଓରଫ ବବି । ଦୁଇ ବର୍ଷ ଦାୟିତ୍ୱ ସମ୍ଭାଳିବା ପରେ ଅପ୍ରତ୍ୟାଶିତ ଭାବରେ ପଦ ଛାଡ଼ିଛନ୍ତି ବିଜେଡିର ଏହି ଟାଣୁଆ ନେତା ।
ହାତରେ ଉଜୁଡା ଫସଲ, ଆଖିରୁ ଝରୁଛି ଲୁହ। କାନ୍ଦି କାନ୍ଦି ସରକାରଙ୍କୁ ଗୁହାରି କରୁଛି ଚଷା ପୁଅ। ମତେ ରକ୍ଷା କର, ଋଣ ଛାଡ଼ କର। ଅଦିନିଆ ବର୍ଷାରେ ଧୋଇଯାଇଛି ଫସଲ। ଅଣ୍ଟା ସଳଖିବା ମୁସ୍କିଲ।
ବ୍ଲକ୍ ବଢାଇବାକୁ ଯୋଜନା, କିନ୍ତୁ କେମିତି କରିବେ ବିଭାଜନ ? କ‘ଣ ରହିବ ଆଧାର ? କାରଣ ଶେଷ ହୋଇନି ଜନ ଗଣନା । ତେଣୁ କେଉଁ ଆଧାରରେ ସରକାର ନୂଆ ବ୍ଲକ ଘୋଷଣା କରିବେ ତାକୁ ନେଇ ବଢିଛି ଦ୍ୱନ୍ଦ୍ବ ।
ବ୍ଲକ୍ ବଢାଇବାକୁ ଯୋଜନା, କିନ୍ତୁ କେମିତି କରିବେ ବିଭାଜନ ? କ‘ଣ ରହିବ ଆଧାର ? କାରଣ ଶେଷ ହୋଇନି ଜନ ଗଣନା । ତେଣୁ କେଉଁ ଆଧାରରେ ସରକାର ନୂଆ ବ୍ଲକ ଘୋଷଣା କରିବେ ତାକୁ ନେଇ ବଢିଛି ଦ୍ୱନ୍ଦ୍ବ ।
ଗାଁ ଗହଳିରେ ପାରିବାରିକ ବ୍ୟୟରେ ଓଡ଼ିଶା ଦେଶରେ ତଳଆଡ଼ୁ ତୃତୀୟ ଗ୍ରାମୀଣ ପରିବାରର ମାସିକ ହାରାହାରି ଖର୍ଚ୍ଚ ମାତ୍ର ୩ ହଜାର ୩୫୭ ଟଙ୍କା ଅର୍ଥାତ୍ ଗାଁର କୌଣସି ୪ରୁ ୫ ଜଣିଆ ପରିବାର ଦିନକୁ ଖର୍ଚ୍ଚ ମାତ୍ର ୧୧୨ ଟଙ୍କା ତାମାନେ ଜଣେ ଦିନକୁ ୨୦ରୁ ୨୫ ଟଙ୍କାରେ ଜୀବନ ଜୀଉଁଛନ୍ତି। ସଦ୍ୟ ପ୍ରକାଶିତ ହାଉସ୍ହୋଲ୍ଡ କଞ୍ଜମ୍ପସନ୍ ଏକ୍ସପେଣ୍ଡିଚର ସର୍ଭେ ୨୦୨୩-୨୪ରୁ ମିଳିଛି ଏମିତି ଚିନ୍ତାଜନକ ତଥ୍ୟ।
ଭୁଶୁଡୁଛି ଗୋଟିଏ ପରେ ଗୋଟିଏ ଜିଲ୍ଲାରେ ଶଙ୍ଖ ଗଡ଼ । ମାଳ ମାଳ ବିଜେଡି ନେତା ବିଜେପି କ୍ୟାମ୍ପକୁ ଡେଇଁଲେଣି । ଅନେକ ସରପଞ୍ଚ ଓ ସମିତି ସଭ୍ୟ ବି ଶାସକ ଦଳ ମୁହାଁ ।
ଉଜାଡ଼ିଥିଲା ଅଦିନିଆ ବର୍ଷା...ଜୀବିକାକୁ ନେଇ ବିକଳ ହେଉଥିଲେ ଚାଷୀ....ଶେଷରେ ସହାୟତାରେ ହାତ ବଢ଼ାଇଲେ ମୋହନ ସରକାର। ଚାଷୀଙ୍କୁ କ୍ଷତିପୂରଣ ପାଇଁ ଅଣ୍ଟା ଭିଡ଼ିଥିବା ରାଜ୍ୟ ସରକାର କ୍ଷୟକ୍ଷତିର ଆକଳନ ପ୍ରକ୍ରିୟା ଆରମ୍ଭ କରିଛନ୍ତି।
ଭୁଶୁଡୁଛି ଗୋଟିଏ ପରେ ଗୋଟିଏ ଜିଲ୍ଲାରେ ଶଙ୍ଖ ଗଡ଼ । ମାଳ ମାଳ ବିଜେଡି ନେତା ବିଜେପି କ୍ୟାମ୍ପକୁ ଡେଇଁଲେଣି । ଅନେକ ସରପଞ୍ଚ ଓ ସମିତି ସଭ୍ୟ ବି ଶାସକ ଦଳ ମୁହାଁ ।
ପ୍ରାଥମିକ ପର୍ଯ୍ୟାୟରେ ୧୦ଟି କୁକୁରଙ୍କୁ ଟ୍ରେନିଂ ଦିଆଯାଉଛି। ଏହି ଟ୍ରେନିଂ ୫୪ ସପ୍ତାହ ଧରି ଚାଲିବ। ଏଯାଏ କୁକୁର ୩୦ ସପ୍ତାହ ଟ୍ରେନିଂ ଶେଷ କରିସାରିଛନ୍ତି। ବର୍ତ୍ତମାନ ସେମାନଙ୍କର ଆଡଭାନ୍ସ ଟ୍ରେନିଂ ଚାଲିଛି। ସଂପୂର୍ଣ୍ଣ ଟ୍ରେନିଂ ସରିବା ପରେ ଏମାନଙ୍କୁ ଠିକ କରାଯାଇଥିବା ଜୋନ୍କୁ ପଠାଯିବ।
ଝିପିଝିପି ବର୍ଷା ସହ କୋହଲା ପାଗରେ ବିଦାୟ ନେବ ପୁରୁଣାବର୍ଷ । ଆଜି ଓ ଆସନ୍ତାକାଲି ୨ ଦିନ ଧରି ଭିଜିପାରେ ଉତ୍ତର ଏବଂ ପଶ୍ଚିମ ଓଡ଼ିଶା ।
ମନୋଜଙ୍କ ଉପରେ ପୁଣି ମୋହନ ସରକାରଙ୍କ ଭରସା । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଚାକିରି ଅବଧିକୁ ବଢ଼ାଇଛନ୍ତି ରାଜ୍ୟ ସରକାର । ଆସନ୍ତା ଡିସେମ୍ୱର ୩୧ରେ ସରୁଥିଲା ମନୋଜଙ୍କ ୩୪ ବର୍ଷର ଚାକିରି କାର୍ଯ୍ୟକାଳ ।
ରାଜ୍ୟରେ ଏଯାଏଁ ୪୦ ଲକ୍ଷ ଭୂତ ଓ ନକଲି କାର୍ଡଧାରୀ ସରକାରୀ ଯୋଜନାରୁ ଫାଇଦା ନେଉଛନ୍ତି । ବର୍ଷ ବର୍ଷ ଧରି ସରକାରୀ ରେସନ ଉଠାଉଛନ୍ତି। ହେଲେ ଅସଲ ହିତାଧିକାରୀ ପଞ୍ଚାୟତରୁ ବ୍ଲକକୁ ଧାଇଁ ଧାଇଁ ରେସନ କାର୍ଡ ଖଣ୍ଡେ ପାଉନାହାନ୍ତି ।
ଅସଜଡା ଦଳ ! ଅମାନିଆ ନେତା ! ବିପର୍ଯ୍ୟୟ ପରେ ଶୃଙ୍ଖଳାକୁ ଭୁଲି ଗଲେଣି କି ବିଜେଡ଼ି ନେତା ଓ କର୍ମୀ ? ବିଜେଡି ପ୍ରତିଷ୍ଠା ଦିବସରେ ହାତାହାତି ମହିଳା ନେତ୍ରୀ । ଗୁରୁବାର ଶଙ୍ଖ ଭବନରେ ଘଟିଥିବା ଏହି ଘଟଣା ବୟାନ କରୁଛି ଦଳରେ କିଭଳି ବିଶୃଙ୍ଖଳା ବଢିଛି ।
ମନମୋହନ ସିଂ। ସରଳ, ନିର୍ବିବାଦୀୟ, ଅଜାତଶତ୍ରୁ । ଯାହାଙ୍କୁ ଆଜି ଝୁରୁଛି ଓଡ଼ିଶା, ମନେପକାଉଛନ୍ତି ପ୍ରତ୍ୟେକଟି ଓଡ଼ିଆ । ଲୋକସେବା ଭବନରୁ କଂଗ୍ରେସ ଭବନ, ବିଭିନ୍ନ ସ୍ଥାନରେ ଶ୍ରଦ୍ଧାଞ୍ଜଳି ସଭାରେ ସ୍ମୃତିଚାରଣ କରୁଛନ୍ତି ସମସ୍ତେ ।
ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ବର୍ଷେ ବଢ଼ିଲା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ।
ବନ ବିଭାଗ ହାତୀପଲ ଘଉଡାଇବା ଦିଗରେ ପଦକ୍ଷେପ ନେଉ ନଥିବାରୁ ସେମାନଙ୍କ ଜୀବିକା ସହିତ ଜୀବନ ମଧ୍ୟ ବିପଦରେ ଥିବା ଚାଷୀ ଅଭିଯୋଗ କରିଛନ୍ତି ।
ବିଲକୁ ବାରମ୍ବାର ଆସୁଥିଲେ, ଉଜୁଡ଼ା କ୍ଷେତକୁ ଦେଖୁଥିଲେ ହେଲେ ଧୈର୍ଯ୍ୟ ରହୁନଥିଲା ବିଚଳିତ ଲାଗୁଥିଲା-ଶେଷରେ ହୃଦଘାତରେ ଜୀବନ ଚାଲିଗଲା। କେନ୍ଦ୍ରାପଡ଼ା ଡେରାବିଶ ବ୍ଲକ ସନ୍ଥପୁରା ଗାଁରେ ଚାଷୀ ଭାବଗ୍ରାହୀ ମଲ୍ଲିକଙ୍କ ମୃତ୍ୟୁ ପରେ ଏମିତି ଶୋକାକୁଳ ପରିବେଶ ତାଙ୍କ ପରିବାରରେ ।
ଏବର୍ଷ ସିନା ହେଲାନି, ଆସନ୍ତାବର୍ଷ ନିଶ୍ଚିତ ହେବ ଛାତ୍ର ସଂସଦ ନିର୍ବାଚନ । କଟକରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ୪୯ତମ ରାଜ୍ୟ ଅଧିବେଶନରେ ମୁଖ୍ୟମନ୍ତ୍ରୀଙ୍କ ଏ ଘୋଷଣାରେ ଉତ୍ସାହିତ ଛାତ୍ରଛାତ୍ରୀ ।
ପ୍ରତିଷ୍ଠା ଦିବସରେ ବି ପଦାରେ ପଡିଲା ବିଜେଡି ଗୋଷ୍ଠୀ କନ୍ଦଳ । ମୁଖିଆଙ୍କ ଆଗରେ ଗୋହି ଖୋଳିଲେ ବରିଷ୍ଠ ନେତା । ତା ପୁଣି ଶଙ୍ଖ ଭବନରେ। ନେତା,କର୍ମୀ, ସାଂସଦ ଓ ବିଧାୟକଙ୍କ ଉପସ୍ଥିତିରେ ।
ଆସନ୍ତା ବର୍ଷ ଜାନୁଆରୀ ୨ରେ ମୁକ୍ତି ଲାଭ କରିବାକୁ ଯାଉଥିବା ଏହି ସିରିଜ୍ର ଟ୍ରେଲର ଇତିମଧ୍ୟରେ ରିଲିଜ୍ ହୋଇସାରିଛି। ସମୁଦାୟ ସିରିଜର କାହାଣୀ ବିଷୟରେ କହିବାକୁ ଗଲେ ଏହା ଏକ ଗରିବ ଯୁବକର ଆକାଶଛୁଆଁ ସ୍ୱପ୍ନକୁ ନେଇ ଆଗକୁ ଯାଉଛି। ଚିଟ୍ଫଣ୍ଡ ମାଧ୍ୟମରେ ଗରିବିରୁ ବାହାରି କ୍ଷମତାର ସ୍ୱଦ ଚାଖିବାର ଇଚ୍ଛାଟିଏ ତା’ମନ ଭିତରେ ବସା ବାନ୍ଧିଛି।
ଆଜି ବିଜେଡିର ପ୍ରତିଷ୍ଠା ଦିବସ ପାଳନ ଅବସରରେ ନବୀନ କହିଛନ୍ତି, ଆମେ ହାରି ନାହୁଁ, କି ଲୋକଙ୍କ ବିଶ୍ବାସ ମଧ୍ୟ ହରାଇ ନାହୁଁ । ବିଜେପି ମିଛ କଥା କହି, ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି ।
ତେବେ କାଲିଠାରୁ ପାଗରେ ପରିବର୍ତ୍ତନ ଆସିବ। କାଲିଠୁ ବର୍ଷା ସଂପୂର୍ଣ୍ଣ କମିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ଦୁଇ ଦିନ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖାଦେବ।
ଅଦିନିଆ ଲଘୁଚାପ ବର୍ଷାରେ ଗତ ସପ୍ତାହରେ ଯେତିକି ଫସଲ ଉଜୁଡ଼ିଥିଲା, ଏବେ ଦୋହରା ବର୍ଷା ଚଷା ପୁଅକୁ ଦେଇଛି ଡବଲ୍ ଝଟକା । ଦୋହଲାଇ ଦେଇଛି ଆର୍ଥିକ ଉତ୍ସକୁ ।