ଗୋଟିଏ ପଟେ ମହାନଦୀ ଫୁଲୁଛି, ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମେ ଘନୀଭୂତ ହୋଇ କାଲି ସୁଦ୍ଧା ଅବପାତର ରୂପ ନେବାକୁ ଯାଉଛି। ଫଳରେ କାଲି ଯାଏ ୭ ଜିଲ୍ଲା ଓ ତା’ ପରଦିନ ସକାଳ ଯାଏଁ ୧୦ ଜିଲ୍ଲାକୁ ଦିଆଯାଇଛି ରେଡ୍ ଓ୍ୱାର୍ଣ୍ଣିଂ। ଏହାର ପ୍ରଭାବରେ ପ୍ରବଳ ବର୍ଷା ହୋଇ ଫ୍ଳାସ୍ ଫ୍ଳଡ୍, ଭୂ-ସ୍ଖଖଳନ ସ୍ଥିତି ଉପୁଜିବାର ଆଶଙ୍କା ରହିଛି।
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ପାଇଁ ରାଜ୍ୟ ବିଜେପି ଟିମ୍ ମନରେ ଢେର୍ ଉତ୍ସାହ...ଶ୍ରୀ ଶାହଙ୍କୁ ସ୍ୱାଗତ ପାଇଁ ସବୁ ପ୍ରକାର ପ୍ରସ୍ତୁତି ସରିଛି।
ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ପରେ ରାଜଧାନୀ ଭୁବନେଶ୍ୱରରେ ଚାଲିଛି ସେଲିବ୍ରେସନ...ବିଜେପି ନେତା ଓ କର୍ମୀ ବାଜା ଓ ବାଣର ଆସର ଭିତରେ ମିଠା ବାଣ୍ଟି ଖୁସି ମନାଉଛନ୍ତି।
ଚିତ୍କାର ଶୁଣି ଦୟାନିଧିର ପତ୍ନୀ ପାଇଖାନା କବାଟ ଖୋଲିଥିଲେ। ସେତେବେଳକୁ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ ୧୪ ବର୍ଷର ଜ୍ୟୋତ୍ସ୍ନା।
ନବମ ଶ୍ରେଣୀ ଛାତ୍ରୀଙ୍କୁ ଜିଅନ୍ତା ଜାଳିଦେବା ଅଭିଯୋଗ। ବିଷ ପିଇ ଅଭିଯୁକ୍ତ ଗୁରୁତର, ମେଡିକାଲରେ ଭର୍ତ୍ତି। ସାଇଣ୍ଟିଫିକ୍ ଟିମ୍ ସହ ପୋଲିସର ତନାଘନା...
ଜମି ସରକାରୀ କିନ୍ତୁ ଚାଲିଛି ବେସରକାରୀ ତେଲ ମିଲ୍। ସରକାରୀ ବାବୁଙ୍କୁ ହାତଗୁଞ୍ଜା ଦେଇ, ସ୍ଥାନୀୟ ଲୋକଙ୍କୁ ନାଲିଆଖି ଦେଖାଇ ଖୁଲମଖୁଲା ଚଲାଉଛନ୍ତି ମିଲ୍, ହେଲେ....
ରାଜ୍ୟରୁ ଦୁଇ ତିନି ଦିନ ଭିତରେ ସରିଯିବ କୋଭିସିଲ୍ଡ ଟିକା...
ଗୋଟଟିଏ କଲେଜ୍ରୁ ୨୭ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ହୋଇଥିବା ସୂଚନା...
ଦିନକ ପରେ ଅର୍ଥାତ୍ ଆସନ୍ତା ୬ତାରିଖ ବୁଧବାରରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ । ପରୀକ୍ଷାର୍ଥୀ ମାନେ ୱେବ୍ସାଇଟ୍ ଓ ଏସ୍ଏମ୍ଏସ୍ ଜରିଆରେ ରେଜଲ୍ଟ ଜାଣିପାରିବେ । ଦୁଇ ବର୍ଷ ବ୍ୟବଧାନରେ ଅଫ୍ ଲାଇନ୍ ଯୋଗେ ପରୀକ୍ଷା ହୋଇଛି ।
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର ।
ଆଲୋ ଆଲୋ ପୋଲିସ ମାଡ଼ାମ ହାଲିଆ ହୋଇଗଲେ। ନାରଣରେ...ଇଏ ଯୋଉ ଧକ୍କା ମାରୁଛନ୍ତି କିଏ ଏମାନଙ୍କୁ ଅଟକାଇବ ଯେ? ଦେଖୁନୁ...ଏ ମାଡାମ୍ ଠେଲାପେଲା କଲେ କିନ୍ତୁ ନିଜେ ଖଣ୍ଡିଆ ହେଲେ। ଆଜି ୟାଙ୍କ ଜୋସ୍ ସାମ୍ନାରେ ସବୁ ଫିକା। ଦେଖନ୍ତୁ ପବ୍ଲିକ୍-ପୋଲିସ ଖଣ୍ଡଯୁଦ୍ଧ.....
ରାଜଧାନୀର ଭଞ୍ଜକଳା ମଣ୍ଡପରେ ଜାତୀୟ ସାଂସ୍କୃତିକ ମିଶନ ଦ୍ୱାରା ଆୟୋଜିତ ଜୟଦେବ ରାଷ୍ଟ୍ରୀୟ ସମାରୋହ ଆରମ୍ଭ ହୋଇଛି। ଏହା ୩ ଦିନ ଧରି ଚାଲିବ...
ଆଶ୍ଚର୍ଯ୍ୟ ଲାଗିଲେ ବି ସତ। ମାଛ ଧରା ନିଶା ଏମିତି ପାଗଳ କରିଥିଲା ଯେ ନିଜ ବାହାଘର ତାରିଖକୁ ଘୁଞ୍ଚାଇ ଦେବା ପାଇଁ ଦେଇନଥିଲେ ପଛଘୁଞ୍ଚା । ଦେଖନ୍ତୁ କେମିତି ଘୁଞ୍ଚିଥିଲା ବିବାହର ତାରିଖ...
ପ୍ରତିଦିନ ୪ରୁ ୫ ଜଣ ଟମାଟୋ ଫ୍ଲୁ ଲକ୍ଷଣ ଥିବା ରୋଗୀ ଚିକିତ୍ସା ପାଇଁ AIIMS ଆସୁଛନ୍ତି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସର ଅତିରିକ୍ତ ସୁପରିଟେଣ୍ଡାଣ୍ଟ ଡାକ୍ତର ପ୍ରଭାସ ରଞ୍ଜନ ତ୍ରିପାଠୀ ।
ବଢ଼ିଲା ସୁନା ଦର । ଗତ କିଛି ଦିନ ହେଲାଣି ସାରାଦେଶରେ ଲାଗାତାର ଭାବେ ସୁନା ଓ ରୂପା ଦର ପରିବର୍ତ୍ତନ ଘଟୁଥିବାବେଳେ ଆଜି ଦରରେ ବୃଦ୍ଧି ଘଟିଛି ।
ଟାଟା ପାୱାର କହିଛି, ଗତ ବର୍ଷ ମେଣ୍ଟେନାନ୍ସ ହୋଇ ନ ଥିବାରୁ ଏବେ ମେଣ୍ଟେନାନ୍ସ କାମ ଚାଲିଛି ।
ବାରିପଦାରେ ନିର୍ମାଣ ହୋଇଥିବା ଏକ ରାମ ମନ୍ଦିର ପ୍ରତିଷ୍ଠା ପାଇଁ ବାରିପଦା ଗସ୍ତରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ମନ୍ଦିର ପ୍ରତିଷ୍ଠା ଅଭିମୁଖେ ଯାଉଥିବା ସମୟରେ ଅପରାଜିତାଙ୍କୁ ଯାଜପୁରର ଜାରକା ଏବଂ ଭଦ୍ରକର ବିଭିନ୍ନ ସ୍ଥାନରେ ସ୍ୱାଗତ ସମ୍ବର୍ଦ୍ଧନା କରାଯାଇଛି । ଦେଖନ୍ତୁ ସେହି ସମୟର କିଛି ଦୃଶ୍ୟ...
ରାଜ୍ୟରେ ବନ୍ଦ ହେଉନି ପାୱାର କଟ୍ । ପ୍ରଶ୍ନ ଉଠୁଛି ଯେ, ବିଦ୍ୟୁତ୍ ବଳକା ରାଜ୍ୟ ଓଡ଼ିଶାରେ କାହିଁକି କଟୁଛି ବିଜୁଳି? କାହିଁକି ରାଜ୍ୟବାସୀଙ୍କୁ ମିଳିପାରୁନି ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା? ମୁଖ୍ୟ ସଚିବଙ୍କ ନିର୍ଦ୍ଦେଶ ପରେ ବି କେମିତି ପାୱାର କଟ୍ ହେଉଛି ?
ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ସରାଙ୍ଗ ଆଇଜିଆଇଟି (IGIT) କ୍ୟାମ୍ପସରେ ଜଣେ ଛାତ୍ର ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ମୃତ ଛାତ୍ର ଜଣଙ୍କ ତାଳଚେର ଥର୍ମାଲ ଡିଏଭି ସ୍କୁଲର ଯୁକ୍ତ ଦୁଇ ଛାତ୍ର ଅବିନାଶ ପ୍ରଧାନ ବୋଲି ଜଣାପଡିଛି ।
ସବୁ ଦିନେ ଧଳା କୁର୍ତ୍ତା ପିନ୍ଧି ରାଜନୀତି ଚାଷ କରୁଥିବା ନେତା-ମନ୍ତ୍ରୀମାନେ ଅକ୍ଷୟ ତୃତୀୟା ଆସିଲେ ଧୋତି ପିନ୍ଧି ଚାଷ କରିବାକୁ ବାହାରି ପଡନ୍ତି। କିଏ ଚପଲ ପିନ୍ଧି ଜମି ହଳ କରେ ତ ଆଉ କିଏ ଧାନ ବୁଣିବା କୌଶଳ ନ ଜାଣି କ୍ୟାମେରା ଆଗରେ ଏଣେତେଣେ ଧାନ ବୁଣି ପକାନ୍ତି। ଯେମିତି ଅକ୍ଷୟ ତୃତୀୟାରେ ଦିନିକିଆ ଚାଷୀ ହୋଇ ଅଭିନୟ କରୁଥିବା ନେତା କେମିତି କଲବଲ ହେଲେ ଦେଖନ୍ତୁ...
ମା ମାନଙ୍କୁ ସମ୍ମାନ ଜଣାଇ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ
ରାଜ୍ୟର ବିଭିନ୍ନ ସ୍ଥାନରେ କାଳ ବୈଶାଖି ବର୍ଷା ଓ ପବନ। ଜନ ଜୀବନ ପ୍ରଭାବିତ। ଝଡ଼ବର୍ଷା ପ୍ରଭାବରେ ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗିବା ସହ ବିଜୁଳି ଖୁଣ୍ଟ ଉପୁଡ଼ି ପଡ଼ିଛି।
ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପାଇଁ ଆୟୋଜିତ ପରୀକ୍ଷାରେ ବ୍ୟାପକ ଦୁର୍ନୀତି ଅଭିଯୋଗ । ଲୋୟର ପିଏମଜିରେ ଆଶାୟୀ ଶିକ୍ଷକଙ୍କ ଧାରଣା। ୧୧ ହଜାର ପଦବୀ ପାଇଁ ସମୁଦାୟ ୭୦ ହଜାର ଆଶାୟୀ ଶିକ୍ଷକ ଆବେଦନ କରିଥିଲେ।
ଖରା ବେଳେ ଗାଁରେ ଅଘୋଷିତ ବିଜୁଳିକାଟ , ସନ୍ତୁଳି ହେଉଛନ୍ତି ଗ୍ରାମାଞ୍ଚଳ ବାସିନ୍ଦା ।ବିଦ୍ୟୁତ୍ ବିତରଣ କମ୍ପାନୀ ଡିସ୍କମ୍ ଟାଟା ପାଓ୍ୱାର କଟ୍ କରୁଥିବା ଗ୍ରାମବାସୀଙ୍କ ଅଭିଯୋଗ ...