ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୁତଳ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ କରାଯାଇଥିଲା। ସର୍ଭେ ପରେ ଗୋପ ବ୍ଲକର ୨ଟି ସ୍ଥାନରୁ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ ମିଳିଥିବା ନେଇ ଅଏଲ୍ ଇଣ୍ଡିଆ କମ୍ପାନୀ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା।