• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Oil Price

World Oil Market likely to get impacted by ongoing Israel war
ବଢ଼ିପାରେ ତୈଳ ଓ ଗ୍ୟାସ୍ ଦର

ଆଗାମୀ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ତୈଳ ଓ ଗ୍ୟାସ୍ ଦର ଉପରେ ଏହାର ପ୍ରଭାବ ଦେଖିବାକୁ ମିଳିପାରୋ ଗତକାଲି ଅଶୋଧିତ ତୈଳ ବ୍ୟାରେଲ୍ ପ୍ରତି ୩ ଡଲାର୍ ବଢ଼ି ୧୦୦ ଡଲାରରେ ପହଞ୍ଚିଛି। 

Will the state government now reduce VAT on petrol and diesel ?
କେନ୍ଦ୍ର ପରେ ଏବେ ରାଜ୍ୟ ସରକାର ପେଟ୍ରୋଲ ଡିଜେଲ ଉପରୁ ଭାଟ୍ କମାଇବେ କି ?

ମହଙ୍ଗା ମାଡ଼ରୁ ରାଜ୍ୟବାସୀଙ୍କୁ ମିଳିବ କି ଆଶ୍ୱସ୍ତି ?

Oil Price
ତେଲ ଉପରୁ ରାଜ୍ୟ ବି କମାଉ ଭାଟ୍: ବିରୋଧୀ

ଭୁବନେଶ୍ୱର ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ମଧ୍ୟ ଭାଟ କମାଇବାକୁ ଦାବି କରିଛନ୍ତି।

Oil Price
ତେଲ ଦର ତ କମିଲା : ଅତ୍ୟାବଶ୍ୟକ ସାମଗ୍ରୀର ଦର କମିବ କେବେ?

ପରିବହନ ସଂସ୍ଥାଙ୍କ ଯୁକ୍ତି ହେଲା, ଡିଜେଲ ଦର କମିବା ଦ୍ୱାରା ମାର୍କେଟ ଉପରେ ଏହାର ତତକ୍ଷଣାତ୍ ପ୍ରଭାବ ପଡିବା ସମ୍ଭାବନା କମ୍। କାରଣ ପରିବହନ ସଂସ୍ଥା ବାର୍ଷିକ ଚୁକ୍ତିଭିତ୍ତିରେ ଗାଡ଼ି ନିଅନ୍ତି

petroll
ଅଶୌଧିତ ତୈଳ ଦର କମୁଛି କିନ୍ତୁ କମୁନାହିଁ ପେଟ୍ରୋଲ କିମ୍ବା ଡ଼ିଜେଲ ଦର

ତେବେ କ୍ରମାଗତ ୨୩ ଦିନ ପାଇଁ ତୈଳ କମ୍ପାନୀଗୁଡିକ ଇନ୍ଧନ ମୂଲ୍ୟରେ କୌଣସି ପରିବର୍ତ୍ତନ କରିନାହାଁନ୍ତି। ଏହି କାରଣରୁ ଜୁଲାଇ ୧୭ ରେ ସ୍ଥିର ହୋଇଥିବା ମୂଲ୍ୟରେ ପେଟ୍ରୋଲ-ଡିଜେଲର ମୂଲ୍ୟ ସ୍ଥିର ରହିଛି। ଜାତୀୟ ରାଜଧାନୀ ଦିଲ୍ଲୀର ଇଣ୍ଡିଆନ୍ ଅଏଲ୍ ପେଟ୍ରୋଲ ପମ୍ପରେ ପେଟ୍ରୋଲର ଲିଟର ପିଛା ୧୦୧.୮୪ ପଇସା ଥିବା ବେଳେ ଡିଜେଲ ଲିଟର ପିଛା ୮୯.୮୭ ପଇସା ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୭.୮୩ ପଇସା ରହିଥିବା ବେଳେ ଡିଜେଲ ଲିଟର ପିଛା ୯୭.୪୫ ପଇସା ରହିଛି।

OIL Hike
ଖାଇବା ତେଲ ଦରରେ ଏବେ ଖାଉଟି କଲବଲ !

କେବଳ ରାଜ୍ୟ ନୁହେଁ, ଦେଶବ୍ୟାପୀ ଖାଇବା ତେଲର ଦାମ୍ ବଢ଼ିଥିବା ସ୍ୱୀକାର କରିଛନ୍ତି କେନ୍ଦ୍ର ଖାଦ୍ୟ ଓ ଖାଉଟୀ ବ୍ୟାପାର ମନ୍ତ୍ରୀ ପିୟୁଷ ଗୋୟଲ। ସଂସଦରେ ଉତ୍ତର ରଖି କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ୨୦୧୬ରୁ ଦେଖିଲେ ଚଳିତ ବର୍ଷ ଖାଇବା ତେଲ ଦର ସବୁଠାରୁ ଅଧିକ ବଢ଼ିଛି।

Mustard OIL
କମିଲା ସୋରିଷ ତେଲ ଦର, ଡିସେମ୍ବର ସୁଦ୍ଧା ହେବ ସମ୍ପୂର୍ଣ୍ଣ ସ୍ୱାଭାବିକ

ନୂଆଦିଲ୍ଲୀ: ତୈଳ ଦର ସ୍ୱାଭାବିକ ହେବା ପାଇଁ ଡିସେମ୍ବର ପର୍ଯ୍ୟନ୍ତ ସମୟ ଲାଗିପାରେ । କିନ୍ତୁ ଭଲ କଥା ହେଉଛି ଦର ଏବେଠୁ ହ୍ରାସ ପାଇବା ଆରମ୍ଭ କରିଛି । ଗତ କିଛି ଦିନ ମଧ୍ୟରେ ହୋଲସେଲ ବଜାରରେ ସୋରିଷ ତେଲର…