ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା । ଓଜେଇଇ ପାଇଁ ଆଜିଠାରୁ ମାର୍ଚ୍ଚ ୧୫ ଯାଏଁ ରେଜିଷ୍ଟ୍ରେସନ ।
ଗତ ମେ’ ୮ରୁ ମେ’ ୧୫ ପର୍ଯ୍ୟନ୍ତ ହୋଇଥିଲା ଓଜେଇଇ ପରୀକ୍ଷା। ପ୍ରାୟ ୫୬ ହଜାର ପିଲା ପରୀକ୍ଷା ଦେଇଥିଲେ।
ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ ଓଜେଇଇ ରେଜଲ୍ଟ, ଓଜେଇଇ ୱେବସାଇଟ ଜରିଆରେ ରେଜଲ୍ଟ ମିଳିପାରିବ
ଚଳିତବର୍ଷ ୨୮ ହଜାର ୬୦୦ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି । କମ୍ପ୍ୟୁଟର ବେସଡ୍ ଟେଷ୍ଟ ମାଧ୍ୟମରେ ଦୈନିକ ୪ଟି ସିଫ୍ଟରେ ପରୀକ୍ଷା ।
ଆଜିଠୁ ୮ ତାରିଖ ପର୍ଯ୍ୟନ୍ତ ଓଜେଇଇ । କମ୍ପ୍ୟୁଟର ବେସ୍ଡ ମୋଡ୍ରେ ପରୀକ୍ଷା..
ଚଳିତ ଶିକ୍ଷାବର୍ଷ ପାଇଁ ଏମବିବିଏସ, ବିଡିଏସ୍ ପାଠ୍ୟକ୍ରମରେ ନାମଲେଖା ଲାଗି ଆଜିଠାରୁ ଆରମ୍ଭ ହେଉଛି ଓଜେଇଇ ପରିଚାଳିତ ନିଟ୍ ପିଜି କାଉନସେଲିଂ
ଆଜି ମଧ୍ୟାହ୍ନ ୧୨ଟାରୁ ଆସନ୍ତା ୧୮ ତାରିଖ ମଧ୍ୟରେ ରେଜିଷ୍ଟ୍ରେସନ କରାଯାଇପାରିବ । ଏହି ୱେବ୍ସାଇଟ୍ ଦ୍ୱାରା ଅନଲାଇନ୍ ଆପ୍ଲିକେସନ ସାଙ୍ଗକୁ ଫି ଡିପୋଜିଟ, ଡକ୍ୟୁମେଣ୍ଟ ଅପଲୋଡିଂ ଏବଂ ଅନଲାଇନ୍ ଭେରିଫିକେସନ ପାଇଁ ସମୟ ଓ ଦିନ ଧାର୍ଯ୍ୟ କରାଯାଇପାରିବେ ।
ଓଜେଇଇ ବିଟେକ୍ ସ୍ପେସାଲରେ ପୀୟଷ ଚନ୍ଦୁକା ଟପ୍ପର ହୋଇଛନ୍ତି । ସେହିପରି MCA ରେ ଟପ୍ପର ହୋଇଛନ୍ତି ନିଶିକାନ୍ତ ପରିଡ଼ା । MBAରେ ଟପ୍ପର ହୋଇଛନ୍ତି ଆଶୁତୋଷ ରଥ ।
ସେପ୍ଟେମ୍ୱର ୬ରୁ ଆରମ୍ଭ ହେବ ଓଜେଇଇ ପରୀକ୍ଷା । ଏହି ପରୀକ୍ଷା ସେପ୍ଟେମ୍ବର ୧୮ ଯାଏ ଚାଳିବ । ପରୀକ୍ଷା ନେଇ ଓଜେଇଇ ଅଧ୍ୟକ୍ଷ ସୁଦୀପ ଚାନ୍ଦ ସୂଚନା ଦେଇଛନ୍ତି ।
ଯେଉଁମାନେ ଆବେଦନ କରି ସାରିଛନ୍ତି ସେମାନେ ଚାହିଁଲେ ସଂଶୋଧନ ବି କରିପାରିବେ। ନିଜ ପସନ୍ଦର ସେଣ୍ଟର ପରିବର୍ତ୍ତନ କିମ୍ବା ଅନ୍ୟାନ୍ୟ ସଂଶୋଧନ ନେଇ ମଧ୍ୟ ଅନୁମତି ଦିଆଯାଇଛି । ତେବେ ଆଗାମୀ ସୟରେ ଆଉ ଆବେଦନ ବୃଦ୍ଧି ସମୟ ବଢ଼ାଯିବ ନାହିଁ ବୋଲି କହିଛନ୍ତି OJEE ଅଧ୍ୟକ୍ଷ। ତେବେ ପୂର୍ବରୁ ମଧ୍ୟ କରୋନା ଲାଗି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିଲା।
ଭୁବନେଶ୍ୱର: ଆଜି ଅନୁଷ୍ଠିତ ହେଉଛି ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍ଜାମିନେସନ୍ (ଓଜେଇଇ)। ପ୍ରାୟ ୪୮ ହଜାର ୩୧୭ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି। ଏଥିପାଇଁ ରାଜ୍ୟର ପ୍ରମୁଖ ସହରରେ ୮୧ଟି କେନ୍ଦ୍ର ଖୋଲା ଯାଇଛି। ଭୁବନେଶ୍ୱର ଏବଂ କଟକରେ ସର୍ବାଧିକ ପରୀକ୍ଷା କେନ୍ଦ୍ର ଖୋଲାଯାଇଛି। ସକାଳ ୯ଟାରୁ ୧୨ଟା ପର୍ଯ୍ୟନ୍ତ ପ୍ରଥମ ସିଟିଂ ଆରମ୍ଭ ହୋଇଥିବାବେଳେ ଅପରାହ୍ନ ୨ଟାରୁ ୪ଟା ପର୍ଯ୍ୟନ୍ତ ଦ୍ୱିତୀୟ ସିଟିଂରେ ପରୀକ୍ଷା ହେବ। OJEE ଭାରପ୍ରାପ୍ତ ଅଧ୍ୟକ୍ଷ ମନୀଷ ତ୍ରିପାଠୀ ଏହି ସୂଚନା ଦେଇଛନ୍ତି। […]