OPSCକୁ ଏକ୍ଜାମିନର୍ ସଂକଟ । ଖାତା ଦେଖା ପାଇଁ ମିଳୁନାହାନ୍ତି ମୂଲ୍ୟାୟନକାରୀ । ବିଳମ୍ବ ହେଉଛି OCS ଏବଂ OJS ଫଳ ପ୍ରକାଶ । ଚାଲିଛି ପ୍ରଫେସର୍ ଓ ଆସୋସିଏଟ୍ ପ୍ରଫେସର୍ ଖୋଜା । ଓଡ଼ିଶା ସିଭିଲ ସର୍ଭିସେସ୍-OCS ଏବଂ ନ୍ୟାୟିକ ସେବା- OJS ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ କାହିଁକି?
ପରୀକ୍ଷାର ୮ମାସ ପରେ ବି ବାହାରିପାରୁନି OCS ଓ OJS ଫଳ । ମୂଲ୍ୟାୟନକାରୀ ନଥିବାରୁ ଉଚ୍ଚଶିକ୍ଷା ବିଭାଗକୁ OPSCର ଚିଠି ।