• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ollywood

Odia Film Industry
Odia Film Industry: ୨୯ହଜାର ୭୮୧ଟଙ୍କା ୧୦ ଅଣା ବଜେଟରେ ନିର୍ମାଣ ହୋଇଥିଲା ଚଳଚ୍ଚିତ୍ର ସୀତା ବିବାହ

ଏଥିପାଇଁ ବିଧାୟକ ଆକାଶ ଦାସ ନାୟକ ପ୍ରସ୍ତାବ ଦେଇ କହିଛନ୍ତି, ପ୍ରତି ବ୍ଲକରେ ମଲ୍ଟି ପର୍ପୋଜ ଫିଲ୍ମ ହଲ ପ୍ରତିଷ୍ଠା କରାଯାଉ । ପୂର୍ବ ସରକାର ବେଳେ ଗୋଟିଏ ଫିଲ୍ମ ପଲିସି ଆସିଥିଲା ।

Actor Manoj Mishra & Bobby Islam Clash Intensifies
Actor Manoj Mishra & Bobby Islam Clash Intensifies: ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲା ସିନେ ଇଣ୍ଡଷ୍ଟ୍ରି କଳି; କିଏ ଗାଳି ତ ପୁଣି କିଏ ବାଡ଼େଇବାକୁ ଗଲା ମାଡ଼ି

ମନୋଜ ମିଶ୍ର ଓ ବବି ଇସଲାମଙ୍କ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି । ଖୋଦ୍ ପୋଲିସ୍ ଉପସ୍ଥିତିରେ, ଭୁବନେଶ୍ବର ଡିସିପିଙ୍କ କାର୍ଯ୍ୟାଳୟ ଆଗରେ ପିଟାପିଟି ସ୍ଥିତିରେ ପହଞ୍ଚିଛନ୍ତି ଉଭୟେ ।

ତେଜିଲା ଅଭିନେତା ମନୋଜ ମିଶ୍ର ଓ ବବି ଇସଲାମ ବିବାଦ
Ollywood Actor Manoj Mishra: ତେଜିଲା ମନୋଜ ଓ ବବି କଳି, ଡିସିପି ଅଫିସରେ ହାତାହାତି ହେଲେ ଆକ୍ଟର-ଡାଇରେକ୍ଟର

ମୋର ଉତକ୍ଷିପ୍ତ ହେବାର ଠିକନଥିଲା, ସେଥିପାଇଁ ସମସ୍ତଙ୍କୁ କ୍ଷମା ମାଗୁଛି ବୋଲି ନିଜ ପ୍ରତିକ୍ରିୟାରେ କହିଛନ୍ତି ଅଭିନେତା ମନୋଜ ମିଶ୍ର ।

Odisha State Film Awards Ceremony
Odisha State Film Awards: ଦିଆଗଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର, ଜୟୀଙ୍କୁ ମିଳିଲା ଏହି ପୁରସ୍କାର ..

ପ୍ରଦାନ କରାଗଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର । ୨୦୨୦, ୨୦୨୧, ୨୦୨୨ ବର୍ଷ ପାଇଁ ପ୍ରଦାନ କରାଗଲା ପୁରସ୍କାର ।

Odia Cinema Award
Odisha State Film Awards: ତିନିବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା, ଜାଣନ୍ତୁ କିଏ ପାଇଲେ କେଉଁ ପୁରସ୍କାର ...

ତିନିବର୍ଷ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା । ୨୦୨୦, ୨୧ ଏବଂ ୨୨ ପାଇଁ ପୁରସ୍କାର ଘୋଷଣା ।

Manoj Mishra
Manoj Mishra: ମନୋଜଙ୍କ କାଉଣ୍ଟର ପରେ ତାଙ୍କୁ ପୁଣି ଧୋଇଲେ ନିର୍ମାତା-ନିର୍ଦ୍ଦେଶକ

ସୀମା ଭିତରେ ରହିବାକୁ ସବ୍ୟସାଚୀଙ୍କ ଜବାବ । କଥା ନୁହେଁ କାମରେ କରି ଦେଖାଇବାକୁ ସରଘରିଆଙ୍କ ଆହ୍ବାନ ।

ପ୍ରେସମିଟ୍‌ କରି ବର୍ଷିଲେ ମନୋଜ ମିଶ୍ର
Ollywood Actor Manoj Mishra: ବର୍ଷିଲେ ମନୋଜ; କହିଲେ, ‘ସିନେମା ମୋ ବୋପାର ନୁହେଁ, ଏହା ଆମ ଓଡ଼ିଶାର’

ମୁଁ ମୋ ପାଇଁ କହୁନି, ଆଗାମୀ ପିଢ଼ି ପାଇଁ ମୁଁ କହୁଛି । ଆଗାମୀ ପିଢ଼ି ଆମକୁ ଗାଳି ନ ଦେଉ । ସେଥିପାଇଁ ମୁଁ କହିବି । ଅନ୍ୟପକ୍ଷରେ ନାଁ ନେଇ କିଛି ନିର୍ମାତା, ନିର୍ଦ୍ଦେଶକଙ୍କୁ ଟାର୍ଗେଟ କରିଛନ୍ତି ଓଡ଼ିଆ ଅଭିନେତା ମନୋଜ ମିଶ୍ର ।

Manoj Mishra
ୱେବ୍‌ ଚ୍ୟାନେଲ ବିରୋଧରେ ଅଭିଯୋଗ କଲେ ମନୋଜ

ଦ୍ୱିତୀୟ ବିବାହକୁ ନେଇ ଆକ୍ଷେପ କରାଯାଉଛି। ସାଇବର ପୋଲିସ ମନୋଜଙ୍କ ଏତଲାକୁ ଗ୍ରହଣ କରି ମାମଲା ରୁଜୁ କରିଛି ।

70th National Film Awards
70th National Film Awards: ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ଋଷଭ ଶେଟ୍ଟୀ ଶ୍ରେଷ୍ଠ ଅଭିନେତା, ଦମନ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

୭୦ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ୟଶ୍‌ଙ୍କ ଫିଲ୍ମ 'କେଜିଏଫ୍ ୨' ଏବଂ ରଣବୀର କପୁରଙ୍କ ଫିଲ୍ମ 'ବ୍ରହ୍ମାସ୍ତ୍ର' ଜାତୀୟ ପୁରସ୍କାର ପାଇଛି। ମାଲାୟାଲମ୍ ଚଳଚ୍ଚିତ୍ର 'ଅଟ୍ଟମ୍' ଶ୍ରେଷ୍ଠ ଫିଚର୍ ଫିଲ୍ମ ପୁରସ୍କାର ଲାଭ କରିଛି। ଯେଉଁଠାରେ ଋଷଭ ଶେଟ୍ଟୀ, ନିତ୍ୟା ମେନେନ ଏବଂ ମାନସୀ ପାରେଖ ଶ୍ରେଷ୍ଠ ଅଭିନେତା-ଅଭିନେତ୍ରୀ ଆଖ୍ୟା ପାଇଛନ୍ତି।

Cinema
୨୩ର ହିଟ୍ ସିନେମା

୨୩ର ହିଟ୍ ସିନେମା । ଦମଦାର କାହାଣୀ ସହ ଅଭିନୟକୁ ପସନ୍ଦ କରିଥିଲେ ଦର୍ଶକ...…

Ollywood Producer Tutu Nayak
ସାମ୍ବାଦିକାଙ୍କୁ ମାଡ଼ ମାମଲା; ଟୁଟୁ ନାୟକଙ୍କୁ ମିଳିଲା ଜାମିନ

ମହିଳା ସମ୍ବାଦିକା ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା ଅଭିଯୋଗ ମାମଲାରେ ଗତ ଶନିବାର ଟୁଟୁଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା ଖାରବେଳ ନଗର ଥାନା ପୋଲିସ ।

Tutu Nayak
ଟୁଟୁ ନାୟକଙ୍କୁ ଏବେ ନିସ୍ତାର ନାହିଁ; ଘୁଞ୍ଚିଲା ଜାମିନ ଆବେଦନର ଶୁଣାଣି

ସମସ୍ତ ତଥ୍ୟ ଆସିଲା ପରେ ଆସନ୍ତା ୮ ତାରିଖରେ ଜାମିନ ଆବେଦନର ଶୁଣାଣି ହେବ ବୋଲି ଭୁବନେଶ୍ୱର SDJM କୋର୍ଟ ।

Tutu Nayak
ସାମ୍ବାଦିକାଙ୍କୁ ମାଡ଼ ଓ ଦୁର୍ବ୍ୟବହାର ଅଭିଯୋଗ ମାମଲା, ଜେଲ ଗଲେ ପ୍ରଯୋଜକ ଟୁଟୁ ନାୟକ

ମହଙ୍ଗା ପଡ଼ିଲା ମହିଳା ସାମ୍ବାଦିକଙ୍କୁ ମାଡ଼ ଅଭିଯୋଗ। ଅଡୁଆ ବଢ଼ାଇଲା ସର୍ବସମ୍ମୁଖରେ ଦୁର୍ବ୍ୟବହାର। ଗତକାଲି ସିନେମା ହଲ୍ ସାମ୍ନାରେ ମହିଳା ସାମ୍ବାଦିକା ଦେବସ୍ମିତା ରାଉତଙ୍କୁ ପ୍ରଯୋଜକ ଟୁଟୁ ନାୟକ ଏଭଳି ଆଚରଣ ଦେଖାଇଥିବା ଅଭିଯୋଗକୁ ନେଇ ହୋଇଥିଲା ହୁଲସ୍ତୁଲ୍।

Tutu Nayak
ସାମ୍ବାଦିକାଙ୍କୁ ମାଡ଼ ଓ ଦୁର୍ବ୍ୟବହାର ଅଭିଯୋଗ ମାମଲା, ଜେଲ ଗଲେ ପ୍ରଯୋଜକ ଟୁଟୁ ନାୟକ

ଶୁକ୍ରବାର ଅପରାହ୍ନ ପ୍ରାୟ ସାଢ଼େ ୩ଟା । ରିଲିଜ୍ ହେବାକୁ ଥିବା ଏକ ସିନେମାର କଭରେଜ୍ ପାଇଁ ଯାଇଥିଲେ ସାମ୍ବାଦିକା ଦେବସ୍ମିତା ରାଉତ। ଆଉ ଗେଟ୍ ସାମ୍ନାରେ ଛିଡ଼ା ହୋଇଥିବାବେଳେ ପାଖକୁ ଆସି ମାଡ଼ ମାରିବା ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆଣି ଥାନାର ଦ୍ୱାରସ୍ଥ ହୋଇଥିଲେ ଦେବସ୍ମିତା।

Manoj Mishra
ମନୋଜ ମିଶ୍ରଙ୍କ ନାଁରେ ଏତଲା ଦେଲେ ‘ପ୍ରଥା’ ଫିଲ୍ମର ପ୍ରଯୋଜିକା, ଜାଣନ୍ତୁ କାରଣ...

ଗତକାଲି ଦେଢଶହରୁ ଅଧିକ ଦର୍ଶକ ଫିଲ୍ମ ଦେଖୁଥିବା ବେଳେ ହଠାତ୍ କିଛି ବ୍ୟକ୍ତି ବାଇକରେ ପହଞ୍ଚି ଗଣ୍ଡଗୋଳ କରିଥିଲେ। ପୋଷ୍ଟର ବ୍ୟାନର ଚିରିବା ସହ ସୋ ବନ୍ଦ କରିବାକୁ ଧମକ ଦେଇଥିଲେ। ‘ପ୍ରଥା’ ଫିଲ୍ମ ବନ୍ଦ କରି କିଛି ଲୋକ ‘ମାଇଣ୍ଡଗେମ୍’ ଫିଲ୍ମ ଚଲାଇବାକୁ ବି ବାଧ୍ୟ କରିଥିଲେ।

Tutu Nayak
ଗିରଫ ପରେ ଜେଲ୍‌ ଗଲେ ପ୍ରଯୋଜକ ଟୁଟୁ ନାୟକ

ଗିରଫ ହେବା ପରେ ପ୍ରଯୋଜକ ଟୁଟୁ ନାୟକ ଜେଲ୍‌ ଯାଇଛନ୍ତି । ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ତାଙ୍କୁ ପଠାଇଦିଆଯାଇଛି ।

Tutu nayak
ମହିଳା ସାମ୍ବାଦିକଙ୍କୁ ମାଡ଼ ମାମଲା; ଟୁଟୁ ନାୟକଙ୍କୁ ଥାନାକୁ ଆଣିଲା ପୋଲିସ

ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିବା ଅଭିଯୋଗରେ ପ୍ରଯୋଜକ ଟୁଟୁ ନାୟକଙ୍କୁ ଥାନାକୁ ଆଣିଲା ପୋଲିସ ।

Attack On Lady Journalist
'ପଛପଟୁ ଆସି ମୋ ଗାଲକୁ ବାଡେଇଲେ, ତାଙ୍କୁ ଏ ଅଧିକାର କିଏ ଦେଲା'

ସର୍ବସମ୍ମୁଖରେ ମହିଳା ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର କରିଛନ୍ତି ଟୁଟୁ ନାୟକ । ତେବେ ଏନେଇ ସାମ୍ବାଦିକା ଜଣକ ଖାରବେଳ ନଗର ଥାନାରେ ମାମଲା ଦାୟର କରିଛନ୍ତି ।

Tutu Nayak
ସୀମା ଲଙ୍ଘିଲେ ଟୁଟୁ ନାୟକ, ସମସ୍ତଙ୍କ ସାମ୍ନାରେ ମହିଳା ସାମ୍ବାଦିକାଙ୍କୁ ମାରିଲେ ମାଡ଼ !

ମହିଳା ସାମ୍ବାଦିକ ଅଭିଯୋଗ କରିଛନ୍ତି ଯେ, ଏକ ଖବର ସଂଗ୍ରହ ପାଇଁ ସେ ଯାଇଥିବା ବେଳେ ଟୁଟୁ ନାୟକ ହଠାତ୍ ତାଙ୍କୁ ମାଡ଼ ମାରିଥିଲେ। କେବଳ ଏତିକି ନୁହେଁ ସାମ୍ବାଦିକାଙ୍କୁ ଗାଳିଗୁଲଜ କରିଥିବା ନେଇ ଅଭିଯୋଗ ହୋଇଛି ।

Ollywood
ଆସିଲେନି ମନୋଜ ମିଶ୍ର, ଝୁଲି ରହିଲା ବିବାଦ

ଓଲିଉଡ୍ କଳିରେ ମୁଣ୍ଡ ପୁରାଇ ନିରାଶ ହେଲା OFDC। ଆଜି OFDC ଅଧ୍ୟକ୍ଷ ଏକ ବୈଠକ ଡାକି ବିବାଦର ସମାଧାନ ପାଇଁ ଉଦ୍ୟମ କରିଥିଲେ। ହେଲେ ଅଭିନେତା ମନୋଜ ମିଶ୍ର ଏହି ବୈଠକକୁ ଆସିନଥିଲେ।

Ollywood
ବୈଠକକୁ ଆସିଲେନି ମନୋଜ; ନିରାଶ ହେଲା OFDC

ଓଲିଉଡ୍ କଳିରେ ମୁଣ୍ଡ ପୁରାଇ ନିରାଶ ହେଲା OFDC। ଆଜି OFDC ଅଧ୍ୟକ୍ଷ ଏକ ବୈଠକ ଡାକି ବିବାଦର ସମାଧାନ ପାଇଁ ଉଦ୍ୟମ କରିଥିଲେ। ହେଲେ ଅଭିନେତା ମନୋଜ ମିଶ୍ର ଏହି ବୈଠକକୁ ଆସିନଥିଲେ। ତେଣୁ ସମାଧାନ ପ୍ରକ୍ରିୟାର ବଲ୍ ଏବେ ମନୋଜଙ୍କ କୋର୍ଟରେ ବୋଲି କହି ହାତ ଟେକି ଦେଇଛନ୍ତି OFDC ଅଧ୍ୟକ୍ଷ।

Ollywood
ଆଜି ପୁଣି ଅଭିନେତା ମନୋଜଙ୍କ ସହ ମୁହାଁମୁହିଁ ପ୍ରଯୋଜକ

ତୁଟିବ କ’ଣ, ତେଜିବାରେ ଲାଗିଛି ଓଲିଉଡ୍ କଳି। ବ୍ୟାନ୍ ଘୋଷିତ ଅଭିନେତା ମନୋଜ ମିଶ୍ର ନା ନରମୁଛନ୍ତି ନା ବ୍ୟାନ୍ ପ୍ରତ୍ୟାହାର ପାଇଁ ପ୍ରଯୋଜକ ରାଜି ହେଉଛନ୍ତି। ତେଣେ ମନୋଜ ମାଗୁଛନ୍ତି ବ୍ୟାନ୍ ପଛର କାରଣ, ଏଣେ ଏହି ନିଷ୍ପତ୍ତି କଙ୍ଗାରୁ କୋର୍ଟ ନୁହେଁ, ବରଂ ଏହା ଆମ ସାମୁହିକ ନିଷ୍ପତ୍ତି, ମନୋଜ ଆସି ଆଲୋଚନା କରନ୍ତୁ ବୋଲି କହିଛି ପ୍ରଯୋଜକ ସଂଘ..

Ollywood
ଓଲିଉଡ୍ କଳିରେ କେବେ ଲାଗିବ ବିରାମ୍ ? ମନୋଜ ପଚାରିଲେ ବ୍ୟାନ୍‌ର କାରଣ..

ତୁଟିବ କ’ଣ, ତେଜିବାରେ ଲାଗିଛି ଓଲିଉଡ୍ କଳି। ବ୍ୟାନ୍ ଘୋଷିତ ଅଭିନେତା ମନୋଜ ମିଶ୍ର ନା ନରମୁଛନ୍ତି ନା ବ୍ୟାନ୍ ପ୍ରତ୍ୟାହାର ପାଇଁ ପ୍ରଯୋଜକ ରାଜି ହେଉଛନ୍ତି।

Manoj Mishra
'ମାଇଣ୍ଡ ଗେମ୍‌କୁ ସାରା ଓଡ଼ିଶାରେ ରିଲିଜ୍ କରାନ୍ତୁ, ତା’ପରେ ଆମେ ବସି ସମାଧାନ କରିବା': ମନୋଜ ମିଶ୍ର

ଟୁଟୁ ନାୟକ ଏକା ନୁହନ୍ତି, ସଂଘର ସହମତିରେ ମନୋଜ ମିଶ୍ରଙ୍କୁ ବ୍ୟାନ କରାଯାଇଛି। ବର୍ତ୍ତମାନ ସମୟରେ ମନୋଜ ମିଶ୍ରଙ୍କ ବ୍ୟାନ ଉଠିବ ନାହିଁ ବୋଲି କହିଛନ୍ତି ପ୍ରଯୋଜକ ଜ୍ୟୋତିରଞ୍ଜନ ମହାନ୍ତି।

Ollywood Controversy
ତୁଟିବ କି ଓଲିଉଡ୍ କଳି ? ସମାଧାନ ପାଇଁ ଆଗକୁ ଆସିଲେ ଅରିନ୍ଦମ୍

ଅଭିନେତା ମନୋଜ ମିଶ୍ରଙ୍କୁ ଓଲିଉଡ୍ ଷ୍ଟାର ଅରିନ୍ଦମ୍ ରାୟଙ୍କ ଏ ଯୋଡ଼ହସ୍ତ ନିବେଦନ ପରେ ଓଡ଼ିଆ ସିନେ ଇଣ୍ଡଷ୍ଟ୍ରି ବିବାଦରେ ପଡ଼ିବ କି ଯବନିକା ?