• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Omicron (ଓମିକ୍ରନ) Cases in Odisha

Delta Variant
ଓଡ଼ିଶାରେ ନାହିଁ ମାରାତ୍ମକ ଡେଲ୍‌ଟା ଭାରିଆଣ୍ଟ୍ କୋପ

ଓମିକ୍ରନ୍ ଯୋଗୁ ଅଧିକାଂଶ ଆକ୍ରାନ୍ତଙ୍କ ଶରୀରରେ ରୋଗ ପ୍ରତିରୋଧ ଶକ୍ତି ସୃଷ୍ଟି ହୋଇସାରିଛି।

98 PC Covid Infections In Odisha Are Of Omicron Variant: ILS Report
ଓଡ଼ିଶାରେ ୯୮ % ଓମିକ୍ରନ୍ : ଆଇଏଲ୍‌ଏସ୍‌

ଓଡ଼ିଶାରେ ୯୮ ପ୍ରତିଶତ ଓମିକ୍ରନ୍ ସଂକ୍ରମିତ । ଏହି ସୂଚନା ଆଇଏଲଏସ୍‌ର ଜିନମ୍ ସିକ୍ୱେନ୍ସିଂ ରିପୋର୍ଟରୁ ମିଳିଛି । ଜାନୁୟାରୀ ୨୭ରୁ ଆଇଏଲ୍ଏସ୍ ପକ୍ଷରୁ ଗତ ଫେବ୍ରୁୟାରୀ ୪ ତାରିଖ ମଧ୍ୟରେ ୨୪୧ଟି କରୋନା ପଜିଟିଭ୍ ନମୂନାର ସିକ୍ୱେନ୍ସିଂ କରାଯାଇଥିଲା । ସେଥିମଧ୍ୟରୁ ୬ଟି ନମୂନାରେ ଡେଲ୍ଟା ଭାରିଆଣ୍ଟ ଚିହ୍ନଟ ହୋଇଥିବାବେଳେ ବଳକା ୨୩୫ଟି ନମୂନାରେ ଓମିକ୍ରନ୍ ଭାରିଆଣ୍ଟ ଚିହ୍ନଟ ହୋଇଛି ।

Covid19
ମାର୍ଚ୍ଚରେ ଏଣ୍ଡେମିକ୍‌ ଷ୍ଟେଜ୍‌କୁ ଯିବ ମହାମାରୀ !

ତୃତୀୟ ଲହର କମୁଥିବା ବେଳେ ସଂକ୍ରମଣ ଶେଷ ପର୍ଯ୍ୟାୟରେ ଥିବା ମତ ଦେଇଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ

Covid Review
ଓମିକ୍ରନରେ କୋଭିଡ୍ ସରିବନି, ଚତୁର୍ଥ ଲହର ବି ଆସିପାରେ

 କେବଳ ସହର ନୁହେଁ ଗାଁଗହଳିରେ ମଧ୍ୟ ସଂକ୍ରମଣର ଉପସ୍ଥିତି ରହିଛି।

Omicron Cases In Odisha
ସାବଧାନ ! ଓଡ଼ିଶାରେ ଖୁବ୍‌ ଶୀଘ୍ର ଓମିକ୍ରନ୍‌ ଗୋଷ୍ଠୀ ସଂକ୍ରମଣ ହେବା ଆଶଙ୍କା

ଦେଶରେ ବହୁ ସ୍ଥାନରେ ଓମିକ୍ରନ୍‌ ଗୋଷ୍ଠୀ ସଂକ୍ରମଣ ହେଲାଣି। ଓଡ଼ିଶାରେ ବି ଗୋଷ୍ଠୀ ସଂକ୍ରମଣ ହେବାର ସମ୍ଭାବନା ଅଧିକ ରହିଛି। ଖୁବ୍‌ ଶୀଘ୍ର ଗୋଷ୍ଠୀ ସଂକ୍ରମଣ ହୋଇଯିବ ବୋଲି ଆଶଙ୍କା କରାଯାଉଛି।

Corona Doctor
ଅଧିକ କୋଭିଡ୍ ପଜିଟିଭ୍ ବାହାରିଲେ ଭଲ: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଯେଉଁମାନେ ସଂକ୍ରମିତ ହେଉଛନ୍ତି ସେମାନେ ଆଇସୋଲସେନରେ ରହିଲେ ସଂକ୍ରମଣକୁ କମାଯାଇପାରିବ। 

covid vaccine for children
୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ରାଜ୍ୟରେ ଆଉ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି।

covid Guidelines
ଆଗାମୀ ଦିନ ବହୁତ ଗୁରୁତ୍ୱପୂର୍ଣ୍ଣ କହିଲେ ମୁଖ୍ୟ ସଚିବ

ଅବହେଳା କଲେ ସଂକ୍ରମଣ ବଢ଼ିବ, ସମସ୍ତେ ଅସୁବିଧା ଭୋଗିବେ।

omicron Variant
ରାଜ୍ୟରେ ଆଉ ୧୪୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଜାନୁୟାରୀ ୯ରୁ ୧୬ ମଧ୍ୟରେ ୨୪୯ ସାମ୍ପଲ ପଠାଯାଇଥିଲା।

Covid Review
ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣାଧିନ: ମୁଖ୍ୟମନ୍ତ୍ରୀ

ଭୟଭୀତ ନହୋଇ କୋଭିଡ୍ ନିୟମ ପାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ।

Expert Suggestion
ଅନାବଶ୍ୟକ ମେଡିସିନ ବ୍ୟବହାର ନକରିବାକୁ ପରାମର୍ଶ ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଲକ୍ଷଣ ଥିଲେ ବୃଦ୍ଧ ବ୍ୟକ୍ତି ମଧ୍ୟ ଆଇସୋଲେସନରେ ରହିବେ। ଅନାବଶ୍ୟକ ମେଡିସିନ ବ୍ୟବହାର ନକରିବାକୁ ସେ ପରାମର୍ଶ ଦେଇଛନ୍ତି।

Covid Hospital
ରାଜ୍ୟରେ ୧୧ ହଜାର ମୁହାଁ ଦୈନିକ ସଂକ୍ରମଣ

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩,୦୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Hospital
'ଜରୁରୀ ନଥିଲେ ହସ୍ପିଟାଲ ଆସନି'

ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶାଳୟ ପକ୍ଷରୁ ଗତକାଲି ନୂଆ ଗାଇଡଲାଇନ୍ ଜାରି କରାଯାଇଥିଲା। 

Covid Hospital
ସ୍ୱାସ୍ଥ୍ୟ ସେବାକୁ ନେଇ ଆସିଲା ଗାଇଡଲାଇନ୍‌: ଗଣମାଧ୍ୟମକୁ OPD ଓ IPD ମନା

ଗୁରୁତର ରୋଗୀଙ୍କ ପାଇଁ ଜଣେ ଆଟେଣ୍ଡାଣ୍ଟଙ୍କୁ ଅନୁମତି ମିଳିବ। ଅନ୍ୟମାନଙ୍କୁ ପ୍ରବେଶ ଉପରେ କଟକଣା ଲାଗିବ।

Covid19
'ଆହୁରି ୨ମାସ ବଢ଼ିବ କରୋନା ସଂକ୍ରମଣ'

ଆକ୍ରାନ୍ତଙ୍କ ସାମାନ୍ୟ ଲକ୍ଷଣ ରହୁଛି ଏବଂ ମୃତ୍ୟୁ, ହସ୍ପିଟାଲାଇଜେସନ ଓ ICUର ଆବଶ୍ୟକତା ବି କମ୍ ରହୁଛି।

Booster Dose
କାଲିଠୁ ଫ୍ରଣ୍ଟଲାଇନ୍ ଓ୍ୱାର୍କରଙ୍କୁ ବୁଷ୍ଟର ଡୋଜ୍ ଟିକାକରଣ

ଦେଶ ଅବା ରାଜ୍ୟ, ସବୁଠି କରୋନା ସଂକ୍ରମଣର ପ୍ରଖର ସୁଅ। ଦେଶରେ ଦୈନିକ ସଂକ୍ରମଣ ଦେଢ଼ ଲକ୍ଷ ଡେଇଁଥିବାବେଳେ ରାଜ୍ୟରେ ୪ହଜାର ୭ଶହ ଉପରକୁ ଗଲାଣି। ସଂକ୍ରମଣର ସାଂଘାତିକ ସ୍ଥିତି ଭିତରେ ଆସନ୍ତାକାଲିଠୁ ଆରମ୍ଭ ହେଉଛି ପ୍ରିକସନ୍ ଡୋଜ୍ ଟିକାକରଣ। 

PM Narendra Modi
ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ସ୍ଥାନକୁ କଣ୍ଟେନମେଣ୍ଟ କର: ମୋଦି

କୋଭିଡର ମୁକାବିଲା ପାଇଁ ଟେଷ୍ଟିଂରେ ବୈଜ୍ଞାନିକ ଗବେଷଣା, ଟିକାକରଣ ଏବଂ ଔଷଧ ତଥା ଜେନମ୍ ସିକ୍ୱେନିଂସ ପାଇଁ ପରୀକ୍ଷାନିରୀକ୍ଷା ଜାରି ରହିବ ବୋଲି ସମୀକ୍ଷା ବୈଠକରେ ମୋଦି କହିଛନ୍ତି।

Omicron
ଦିଲ୍ଲୀ ପରି ଓଡ଼ିଶାରେ ବି ବଢିବ କରୋନା !

ସଂକ୍ରମଣ କମାଇବାକୁ ହେଲେ ଆମକୁ ସଜାଗ ହେବାକୁ ପଡିବ। ଏହା ସହ ଆମର ବ୍ୟବହାରରେ ପରିବର୍ତ୍ତନ ଆଣିବାକୁ ପଡିବ। ଯେତେବେଳେ ଆବଶ୍ୟକ ହେବ, ସରକାର ଇନପୁଟ ନେଇ ନୂଆ ମାର୍ଗଦର୍ଶିକା ଜାରି କରିବେ।

Odisha health services director
ଦରକାର ହେଲେ ଆସିବ ନୂଆ ଗାଇଡଲାଇନ୍‌: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାଜ୍ୟରେ ଦିନକରେ ୬୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନରୁ ୩୯୭, ଲୋକାଲ୍ କେସ୍ ୨୮୩ ଚିହ୍ନଟ ହୋଇଛନ୍ତି।

Odisha Corona Situation
ରାଜ୍ୟରେ ଦିନକରେ ୬୮୦ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୬ ହଜାର ୬୬୦କୁ ବୃଦ୍ଧି ହୋଇଛି। 

omicron Variant
ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିଲେ ରାଜ୍ୟରେ ଅକ୍ସିଜେନ୍ ଅଭାବ ହେବ କି?

ଭିଡ଼ କମାଇବା ପାଇଁ ନିଜ ନିଜର ପନ୍ଥା ଆପଣେଇଛନ୍ତି ବିଭିନ୍ନ ରାଜ୍ୟର ସରକାର। ତେବେ ଓଡ଼ିଶାରେ ବି କରୋନା ଗ୍ରାଫ୍ ଏବେ ଉପରମୁହାଁ।

omicron Variant
ଗୋଷ୍ଠୀ ସଂକ୍ରମଣ ଆଡ଼କୁ ମୁହାଁଉଛି କି ଓଡ଼ିଶା?

ରାଜ୍ୟର ଦୈନିକ କୋଭିଡ୍ ସଂକ୍ରମଣ ହଠାତ୍ ୪୨% ବଢ଼ିଯାଇଛି। ଗତକାଲି ରାଜ୍ୟରେ ୨୯୮ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ଏ ସଂଖ୍ୟା ୪୨୪ରେ ପହଞ୍ଚିଛି।

omicron Variant
୨୩ ନୂଆ ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରୁ ଅଧାରୁ ଅଧିକ ଲୋକାଲ କେସ୍

ରାଜ୍ୟରେ ପଜିଟିଭିଟି ହାର ବଢୁଛି। ସ୍ଥାନୀୟ ଲୋକଙ୍କ ଟ୍ରାଭେଲ ହିଷ୍ଟ୍ରିର ଯାଞ୍ଚ ଚାଲିଛି। 

omicron Variant
ଏସବୁ ଲକ୍ଷଣ ଥିଲେ ଆଇସୋଲେଟ ହେବାକୁ କହିଲା କେନ୍ଦ୍ର

କରୋନାର ସାମାନ୍ୟ ଲକ୍ଷଣ ଥିଲେ ଆଇସୋଲେଟ ହେବାକୁ କେନ୍ଦ୍ର ସରକାର କହିଛି। ଏନେଇ ସବୁ ମୁଖ୍ୟ ସଚିବଙ୍କୁ ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ  ଚିଠି ଲେଖିଛନ୍ତି। ଟେଷ୍ଟ ରିପୋର୍ଟ ଆସିବା ପର୍ଯ୍ୟନ୍ତ ନିଜକୁ ଆଇସୋଲେଟ କରିବାକୁ ପରାମର୍ଶ ଦିଆଯାଇଛି।

Rising Omicron Cases In Odisha
ଦୁଇ ଦିନରେ ଦୁଇଗୁଣା ଦୈନିକ ସଂକ୍ରମଣ, ଦେଶରେ ହଜାରେ ମୁହାଁ ଓମିକ୍ରନ୍ ଆକ୍ରାନ୍ତ

ଏଣେ ଦେଶରେ ବି ହୁ ହୁ ମାଡ଼ି ଚାଲିଛି ଓମିକ୍ରନ। ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ହଜାରେ ମୁହାଁ ହୋଇଥିବାବେଳେ ଏପଟେ କରୋନାର ଦୈନିକ ପଜିଟିଭ୍ ଗ୍ରାଫ୍ ବି ହଠାତ୍ ଦୁଇ ଦିନରେ ଦୁଇଗୁଣା ହୋଇଛି।