• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Omicron

Coronavirus
ଦିଲ୍ଲୀରେ ଓମିକ୍ରନ୍‌ର ଗୋଷ୍ଠୀ ସଂକ୍ରମଣ

ଦିଲ୍ଲୀରେ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ଆରମ୍ଭ ହୋଇଯାଇଥିବା ସୂଚନା ମିଳିଛି। ଏନେଇ କ୍ଲିନିକାଲ ପ୍ରମାଣ ମିଳିଛି। 

Omicron
ରାଜ୍ୟରେ ଆଉ ୨୮ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ୍

ରାଜ୍ୟରେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ ନୂଆ ଆକ୍ରାନ୍ତ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଲା ILS । ଆଜିର ୨୮କୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତ ଶହେ ଟପିଛି । ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସହ ୧୦୩କୁ ବୃଦ୍ଧି ପାଇଛି ।

omicron
୨୮ ନୂଆ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ; ସଂଖ୍ୟା ୧୦୩ କୁ ବୃଦ୍ଧି

ରାଜ୍ୟରେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ ନୂଆ ଆକ୍ରାନ୍ତ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଲା ILS । ଆଜିର ୨୮କୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତ ଶହେ ଟପିଛି । ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସହ ୧୦୩କୁ ବୃଦ୍ଧି ପାଇଛି ।

Corona New Variant
'ଡେଲ୍‌ଟାକ୍ରନ୍‌': ସାମ୍ନାକୁ ଆସିଲା କରୋନାର ନୂଆ ଭାରିଆଣ୍ଟ

ଓମିକ୍ରନ୍‌ ଭାରିଆଣ୍ଟ ଏବେ ବିଶ୍ୱରେ କାୟ ବିସ୍ତାର କରୁଥିବା ବେଳେ ଏବେ ସାଇପ୍ରସ୍‌(Cyprus)ରେ କରୋନାର ଆଉ ଏକ ନୂଆ ଭାରିଆଣ୍ଟ(New Variant) ସାମ୍ନାକୁ ଆସିଛି। ଏହାର ନାଁ ‘ଡେଲ୍‌ଟାକ୍ରନ୍‌’(Deltacron) ରଖାଯାଇଛି।  

India Reports Over 1.5 Lakh COVID-19 Cases, Omicron Tally At 3,623
ଦିନକରେ ଦେଢ଼ ଲକ୍ଷ ଟପିଲା

ଦେଶରେ କରୋନା ସଂକ୍ରମଣ ସ୍ଥିତି ବେହାଲ..ଗତ ୨୪ ଘଣ୍ଟାରେ ଦେଢ଼ ଲକ୍ଷ ଟପିଲା ସଂକ୍ରମଣ ସଂଖ୍ୟା.

Odisha\'s Omicron Tally Rises To 75 With 14 More COVID19 Cases
ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪ଜଣ ନୂଆ ଓମିକ୍ରନ ଆକ୍ରାନ୍ତ। ଦେଖନ୍ତୁ ବ୍ରେକିଂ ନ୍ୟୁଜ୍

ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪ଜଣ ନୂଆ ଓମିକ୍ରନ ଆକ୍ରାନ୍ତ। ଦେଖନ୍ତୁ ବ୍ରେକିଂ ନ୍ୟୁଜ୍

omicron Variant
ମାଡ଼ି ଚାଲିଛି ଓମିକ୍ରନ୍‌ ଭ୍ୟାରିଆଣ୍ଟ, ୧୫ ବେଳକୁ ବିଗିଡ଼ିବ ସ୍ଥିତି !

ଦେଶରେ ଗତ ୨୪ ଘଣ୍ଟାରେ ୧ ଲକ୍ଷ ୪୧ ହଜାର ୯୮୬ ଆକ୍ରାନ୍ତ ଚିହ୍ନଟ । କାଲିଠାରୁ ଆଜି ୨୪ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ । ଦୈନିକ ପଜିଟିଭିଟି ହାର ୯.୨୮ ପ୍ରତିଶତକୁ ବଢ଼ିଲା ।

Bhubaneswar Airport
ବିଦେଶରୁ ଆସିଲେ ହୋମ୍‌ କ୍ୱାରେଣ୍ଟିନ୍‌ ବାଧ୍ୟତା ମୂଳକ, ଜାଣନ୍ତୁ କ’ଣ ରହିଛି ନୂଆ ନିୟମ

ରିପୋର୍ଟ ପଜିଟିଭ୍ ଆସିଲେ ନମୁନା ଜିନମ ସିକ୍ୱେନ୍‌ସିଂ ପାଇଁ ଯିବ । ଜାନୁଆରୀ ୧୧ ତାରିଖରୁ ଲାଗୁ ହେବ ନିୟମ ।

SRC Guidelines
୧୦ରୁ ରାଜ୍ୟର ସମସ୍ତ କଲେଜ, ୟୁନିଭର୍ସିଟି ବନ୍ଦ

କରୋନା ସଂକ୍ରମଣ ବଢୁଥିବାରୁ କଟକଣା କଡ଼ା କଲେ ସରକାର।

Tedros Adhanom
‘ଡେଲ୍‌ଟା ଭାରିଆଣ୍ଟ ତୁଳନାରେ କମ୍‌ ଗୁରୁତର ଓମିକ୍ରନ୍‌’

କରୋନାର ଓମିକ୍ରନ୍ ଭାରିଆଣ୍ଟ, ଡେଲଟା ଭାରିଆଣ୍ଟ ତୁଳନାରେ କମ୍ ଗୁରୁତର ବୋଲି ଜଣାପଡୁଥିବା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ସୂଚନା ଦେଇଛି। ଗତ ସପ୍ତାହରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇଛି।

Omicron
ସାମ୍ନାକୁ ଆସିଲା ଓମିକ୍ରନ୍‌ର ୫ ମାରାତ୍ମକ ଲକ୍ଷଣ

ଦେଶରେ ପୁଣିଥରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌କୁ ନେଇ ମଧ୍ୟ ଚିନ୍ତା ବଢ଼ିଛି। ଦେଶରେ ଏଯାବତ୍‌ ୩,୦୦୭ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେଲେଣି।

Covid Infection
ରାଜ୍ୟ ହେଉ କି ଦେଶ, ତୃତୀୟ ଲହରରେ ହୁ ହୁ ମାଡୁଛି କରୋନା ସଂକ୍ରମଣ

ରାଜ୍ୟ ହେଉ କି ଦେଶ, ତୃତୀୟ ଲହରରେ ହୁ ହୁ ମାଡୁଛି କରୋନା ସଂକ୍ରମଣ। ଦେଶରେ ଦୈନିକ ପଜିଟିଭ୍ ସଂଖ୍ୟା ଆଜି ୯୦ ହଜାର ପାର କରିଥିବାବେଳେ ରାଜ୍ୟରେ ବି ୨ହଜାର ମୁହାଁ ହେଲାଣି। 

Covid Infection
ଦେଶରେ ବିସ୍ଫୋରଣ, ରାଜ୍ୟରେ ବି ଅସମ୍ଭାଳ

ଆଉ ୩ଦିନ ପରେ ରାଜ୍ୟରେ ଆରମ୍ଭ ହେବ ବୟସ୍କ ଓ ସ୍ୱାସ୍ଥ୍ୟକର୍ମୀଙ୍କ ପାଇଁ ବୁଷ୍ଟର ଡୋଜ୍ ଟିକାକରଣ। ଏ ସମ୍ପର୍କରେ ବିସ୍ତୃତ ସୂଚନା ଦେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଛନ୍ତି-କେନ୍ଦ୍ର ନିଷ୍ପତ୍ତି ଅନୁଯାୟୀ ଯିଏ ଯେଉଁ ଟିକା ନେଇଛନ୍ତି, ସେଇ ଟିକା ହିଁ ନେବେ। ୨ଟି ଡୋଜ ନେଇଥିବା ବ୍ୟକ୍ତିଙ୍କ ପୁରୁଣା ତଥ୍ୟ ମିଳିବା ପରେ ବୁଷ୍ଟର ଡୋଜ୍ ଦିଆଯିବ।

Coronavirus
ଓଡ଼ିଶାରେ ପ୍ରଥମ-ଓମିକ୍ରନ୍‌ ମୃତ୍ୟୁ !

ରାଜ୍ୟରେ ପ୍ରଥମ-ଓମିକ୍ରନ୍‌ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣଙ୍କ ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ୍ ଅଞ୍ଚଳର ୪୫ ବର୍ଷୀୟା ମହିଳା ବୋଲି ଜଣାପଡ଼ିଛି। 

covid19
ଲକ୍ଷେ ମୁହାଁ ହେଲାଣି ସଂକ୍ରମଣ: ଦିନକରେ ୯୦ ହଜାର ୯୨୮ ପଜିଟିଭ

ଦେଶରେ କରୋନା ସ୍ଥିତି ସାଂଘାତିକ ହେଲାଣି । ଲକ୍ଷେ ମୁହାଁ ଆଡକୁ ଗଲାଣି ଦୈନିକ ସଂକ୍ରମଣ । ଗତକାଲିଠାରୁ ପ୍ରାୟ ଆଜି ପ୍ରାୟ ଦେଢ଼ଗୁଣା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୯୦ ହଜାର ୯୨୮ ପଜିଟିଭ ଚିହ୍ନଟ ହୋଇଛନ୍ତି, ଯାହାକି ଗତକାଲି ଅପେକ୍ଷା ପ୍ରାୟ ଦେଢ଼ ଗୁଣା ।

Omicron Test Kit
ଆସିଲା ଓମିକ୍ରନ୍‌ ଟେଷ୍ଟ୍‌ କିଟ୍‌, ୪ ଘଣ୍ଟାରେ ଜାଣିପାରିବେ ରେଜଲ୍ଟ

ଏଣିକି ଓମିକ୍ରନ୍‌ ଭ୍ୟାରିଆଣ୍ଟ ଚିହ୍ନଟ ପାଇଁ ଆଉ ଜିନୋମ୍‌ ସିକ୍ୱେନ୍ସିଂ କରିବାକୁ ପଡ଼ିବ ନାହିଁ। ଟେଷ୍ଟ୍‌ କିଟ୍‌ ମାଧ୍ୟମରେ ୪ ଘଣ୍ଟାରେ ଓମିକ୍ରନ୍ ଭ୍ୟାରିଆଣ୍ଟ ଚିହ୍ନଟ ହୋଇପାରିବ। ଓମିକ୍ରନ୍ ଭ୍ୟାରିଆଣ୍ଟ ଚିହ୍ନଟ ପାଇଁ ଏହି ଟେଷ୍ଟିଂ କିଟ୍‌କୁ ବିକଶିତ କରାଯାଇଛି।

Odisha Omicron
ଓମିକ୍ରନ୍‌ର ଚୌକା-ଛକା, ରାଜ୍ୟରେ ପୁଣି ୨୪ ସଂକ୍ରମିତ

ଓଡ଼ିଶାରେ ବଢ଼ୁଛି ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ସଂକ୍ରମଣ ହାର ଅଧିକ ରହୁଛି । ଆଗକୁ ଦିଲ୍ଲୀ ପରି ବଢ଼ିବ ବୋଲି ଆଶଙ୍କା କରାଯାଉଛି । ରାଜ୍ୟରେ କୋଭିଡ୍ ସଂକ୍ରମଣ ବଢ଼ିବା ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । 

New Covid-19 variant 'IHU'
ଠାବ ହେଲା ଆଉ ଏକ ମାରାତ୍ମକ ଭାରିଆଣ୍ଟ୍‌ 'IHU', ଓମିକ୍ରନ୍‌ଠାରୁ ବି ଅଧିକ ସଂକ୍ରାମକ

କରୋନାର ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌କୁ ନେଇ ମଧ୍ୟ ଚିନ୍ତା ବଢ଼ିଛି। ଏସବୁ ଭିତରେ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ମିକ୍ରନ୍‌(Omicron)ପରେ ବୈଜ୍ଞାନିକମାନେ କରୋନାର ଆଉ ଏକ ଭାରିଏଣ୍ଟ୍‌ ଠାବ କରିଛନ୍ତି।

Covid 19
ଦେଶରେ ହୁ ହୁ ହୋଇ ମାଡୁଛି କରୋନା: ଦିନକରେ ୩୭,୩୭୯ ଚିହ୍ନଟ

ଦେଶରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି । ଗତ ୨୪ ଘଣ୍ଟାରେ ଦେଶରେ ୩୭ ହଜାର ୩୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Covid 19
ଘାଇଁ ଘାଇଁ ହୋଇ ମାଡୁଛି କରୋନା; ଏଣେ ଟେନସନ୍‌ରେ କେନ୍ଦ୍ର ସରକାର

ୟୁରୋପରେ ପୁଣି ଭୟଙ୍କର ସ୍ଥିତି ସୃଷ୍ଟି କଲାଣି କରୋନା । ଭାରତରେ ବି ବେକାବୁ ହେଉଛି କରୋନା । ଏଭଳି ସ୍ଥିତିରେ ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହୋଇଛନ୍ତି ୩୩,୭୫୦ ନୂଆ କରୋନା ଆକ୍ରାନ୍ତ । ଆଜିର ତଥ୍ୟ ସହ ଗତ ୬ଦିନର ସଂକ୍ରମଣ ତଥ୍ୟକୁ ହିସାବକୁ ନେଲେ ପାଖାପାଖି ୪ଗୁଣା ଲମ୍ବା ଡିଆଁ ମାରିଛି ମହାମାରୀ ।

Corona
ଓଡ଼ିଶାରେ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ଆଜି ପୁଣି ୨୩ ଓମିକ୍ରନ ଆକ୍ରାନ୍ତ ହେଲେ ଚିହ୍ନଟ

Omicron Tally In India Rises To 1,431
ଦେଶରେ ୧୪ ଶହ ଟପିଲା

ଦେଶରେ ଦୈନିକ କରୋନା ସଂକ୍ରମଣରେ ଆଜି ଲମ୍ବ ଡିଆଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୨ ହଜାର ୭୭୫ କରୋନା ଆକ୍ରାନ୍ତ ଚିହ୍ନଟ । ଅନ୍ୟପଟେ ଦେଶରେ ଦିନକରେ ୪୦୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୃତ୍ୟୁସଂଖ୍ୟା ୪ ଲକ୍ଷ ୮୧ ହଜାର ୪୮୬କୁ ବୃଦ୍ଧି ପାଇଛି । ଦେଶରେ ଏବେ ଆକ୍ଟିଭ୍ କେସ୍ ୧ ଲକ୍ଷ ୦୪ ହଜାର ୭୮୧ ରହିଥିବା ବେଳେ ଏବେ ସୁଦ୍ଧା ସୁସ୍ଥ ହେଲେଣି ୩ କୋଟି ୪୨ ଲକ୍ଷ ୭୫ ହଜାର ୩୧୨ ।

Corona
ଖୁସି ଖବର ! ଦକ୍ଷିଣ ଆଫ୍ରିକାଠାରୁ ଓମିକ୍ରନ୍‌ ନିୟନ୍ତ୍ରଣର ଫର୍ମୁଲା ପାଇଲା ପୂରା ବିଶ୍ୱ

ଅଧିକାଂଶ ଦେଶ କରୋନା ଜାଲରେ ଫସି ଆଉଟୁ ପାଉଟୁ ହେଉଛନ୍ତି । ସେଠାରେ ହୁହୁ ହୋଇ ବଢ଼ିବାରେ ଲାଗିଛି ସଂକ୍ରମଣ । ତେଣୁ ଦେଶମାନେ ଲୋକଙ୍କ ପାଇଁ ବିଭିନ୍ନ ପ୍ରକାର ପ୍ରତିବନ୍ଧକ ଲାଗୁ କରୁଛନ୍ତି ।

Omicron
Omicron Alert: ଭାରତରେ ମାରାତ୍ମକ ଡେଲ୍‌ଟା ଭ୍ୟାରିଏଣ୍ଟକୁ ବଢ଼ାଉଛି ଓମିକ୍ରନ୍‌

ଶୁକ୍ରବାର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୭୪୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ, ଓମିକ୍ରନ୍ ସଂକ୍ରମିତ ସଂଖ୍ୟା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି । ସଂକ୍ରମିତଙ୍କ ସଂଖ୍ୟା ୧୨୭୦ରେ ପହଞ୍ଚିଛି ।

Omicron
ଉପରମୁହାଁ ହେଉଛି ଓମିକ୍ରନ୍: ସଂକ୍ରମଣ ହଜାର ଟପିଲା

ହୁ ହୁ ହୋଇ ମାଡି ଚାଲିଛି ଓମିକ୍ରନ୍ । ଦେଶରେ ହଜାରେ ଟପିଲା ଓମିକ୍ରନ ସଂକ୍ରମଣ। ଦେଶରେ ଏପର୍ଯ୍ୟନ୍ତ ୧୨୭୦ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ମହାରାଷ୍ଟ୍ରରେ ସର୍ବାଧିକ ୪୫୦, ଦିଲ୍ଲୀରେ ୩୨୦ ଚିହ୍ନଟ ହୋଇଛନ୍ତି ।