କର୍କଟ ରୋଗୀଙ୍କୁ ନୂଆ ଜୀବନ ଦେଇପାରେ ଏକ ଭୂତାଣୁ। କୌଣସି ଔଷଧ ନୁହେଁ, ବରଂ ଗୋଟିଏ ଭୂତାଣୁ କ୍ୟାନ୍ସର ଚିକିତ୍ସା କ୍ଷେତ୍ରରେ ଯୁଗାନ୍ତକାରୀ ସାବ୍ୟସ୍ତ ହୋଇପାରେ ବୋଲି ଆଶା କରାଯାଉଛି।