ମୋଦି ଗେମର୍ସଙ୍କୁ କହିଛନ୍ତି ଯେ, ମୁଁ ନିର୍ବାଚନ ବେଳେ ଯଦି ଏହି ଶବ୍ଦ ବ୍ୟବହାର କରେ, ତେବେ ଆପଣମାନେ ଆଶ୍ଚର୍ଯ୍ୟ ହେବେ ଯେ ମୁଁ କାହାକୁ କହୁଛି।
ହିମାଂଶୁ ନିଜ ମାଉସୀଙ୍କ ସୁନା ଗହଣା ଚୋରିକରି ବିକ୍ରି କରିଦେଇଥିଲେ। ପରେ ଏହି ଟଙ୍କାରେ ସେ ବାପା-ମା’ଙ୍କ ନାଁରେ ୫୦ଲକ୍ଷର ଇନସ୍ୟୁରାନ୍ସ କରିଥିଲେ।