କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଚିଛି ଲେଖିଛି ଇଣ୍ଡିଆନ ମେଡିକାଲ ଆସୋସିଏସନ । ଘଟଣାର ନିରପେକ୍ଷ ତଦନ୍ତ ଦାବି କରିଛି IMA ।
ଡେ କେୟାର, ରେଡିଓ ଥେରାପି, ଡାଇଲିସିସ୍, ଟ୍ରମା ଏବଂ ଏମରଜେନ୍ସି, ଆଇପିଡି, ଟେଲି ମେଡିସିନ ଓ ଟେଲିକନସଲଟେସନ, ପଲମୋନାରି, ବୟସ୍କଙ୍କ ପାଇଁ ଟିକା, କୋଭିଡ ଟିକାକରଣ ଆଦି ଜାରି ରହିବ ବୋଲି ନିର୍ଦ୍ଦେଶାନାମାରେ କୁହାଯାଇଛି ।