ନିଯୁକ୍ତି ପରୀକ୍ଷା ସଂକ୍ରାନ୍ତରେ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି । ସରକାରୀ ଚାକିରି ନିଯୁକ୍ତି ପରୀକ୍ଷାରେ ଅନିୟମିତତା କଲେ ଜେଲ୍ ଓ ଜରିମାନା ହେବ ବୋଲି କ୍ୟାବିନେଟ୍ ନିଷ୍ପତ୍ତି ହୋଇଛି ।
ଡିଗ୍ରୀ କଲେଜ ଓ ୟୁନିଭରସିଟିରେ ଦିଆଯିବ ସିଭିଲ ସର୍ଭିସ୍ କୋଚିଂ । ଶିକ୍ଷାନୁଷ୍ଠାନର ନିଜସ୍ୱ ଅର୍ଥରେ କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।
OPSC ବିଜ୍ଞାପନ ଅନୁଯାୟୀ, ନଭେମ୍ବର ୨୬ ଏବଂ ୨୭ ରେ ଓଡ଼ିଶା ଶିକ୍ଷା ସେବା ଅଧିକାରୀ ପାଇଁ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ ।
ପ୍ରକାଶ ପାଇଲା ଓଡ଼ିଶା ସିଭିଲ ସର୍ଭିସ ଏକ୍ଜାମ-୨୦୨୧ ପ୍ରିଲିମନାରୀ ପରୀକ୍ଷା ତାରିଖ। ପରୀକ୍ଷା ପାଇଁ ଓଡ଼ିଶା ପବ୍ଲିକ ସର୍ଭିସ କମିଶନ ତାରିଖ ମଧ୍ୟ ଘୋଷଣା କରିଛନ୍ତି। ରାଜ୍ୟର ୫ଟି ଜୋନରେ ହେବ ପରୀକ୍ଷା ।