• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Opsc

OPSC
୭ ହଜାର ୩୯ ଓଡିଶା ସିଭିଲ ସର୍ଭିସ ଆଶାୟୀ ଦେଇପାରିବେ ନାହିଁ ପ୍ରିଲିମ ପରୀକ୍ଷା

ଆବେନରେ ତ୍ରୁଟି ଯୋଗୁଁ ଏକକାଳୀନ ଏତେ ସଂଖ୍ୟକ ଆବେଦନକାରୀଙ୍କ ଦରଖାସ୍ତ ନାକଚ କରିଦେଇଛି ଓପିଏସ୍‌ସି । ଯାହାକୁ ନେଇ ବର୍ତ୍ତମାନ ବିଭିନ୍ନ ମହଲରେ ପ୍ରଶ୍ନ ଉଠିଛି ।

OPSC
OPSC ଆଶାୟୀଙ୍କ ଆଶା ଧୂଳିସାତ୍ ! ୭୦୩୯ ଜଣଙ୍କ ଦରଖାସ୍ତ ନାକଚ କଲେ କମିଶନ

ଏତେ ସଂଖ୍ୟକ ପିଲାଙ୍କ ସ୍ୱପ୍ନ ଏବେ ଆଶଙ୍କା ଭିତରେ । ନାକଚ୍ ହୋଇଯିବା ପରେ ହତୋତ୍ସାହିତ ହୋଇପଡିଥିବା ଆଶାୟୀ ଏବେ ଅପେକ୍ଷା କରି ରହିଛନ୍ତି କମିଶନଙ୍କ ନିଷ୍ପତ୍ତିକୁ ।

OPSC
UGCର ତାଗିଦ୍‌ ପରେ OPSCର ନିଯୁକ୍ତି ପ୍ରକ୍ରିୟା ବନ୍ଦ

ଭିନ୍ନ ଭିନ୍ନ ବିଜ୍ଞପ୍ତି ଜାରି କରି ଓପିଏସ୍‌ସି, ଆସନ୍ତା ଜୁନ୍ ୪ ତାରିଖରେ ହେବାକୁ ଥିବା ଫିଜିକ୍ସ ଆସିଷ୍ଟାଣ୍ଟ ପ୍ରଫେସର ପଦ ଲାଗି ସାକ୍ଷାତକାର ପରୀକ୍ଷା ଏବଂ ୬ ତାରିଖରେ ହେବାକୁ ଥିବା କମର୍ସ ଆସିଷ୍ଟାଣ୍ଟ ପ୍ରଫେସର ପଦ ପାଇଁ ଡକ୍ୟୁମେଣ୍ଟ ଯାଞ୍ଚକୁ ବନ୍ଦ ରଖିଛି । 

Supreme Court
ୟୁଜିସିର ତାଗିଦ୍; ନିଯୁକ୍ତି ପ୍ରକ୍ରିୟା ବନ୍ଦ ନ କଲେ ନିଆଯିବ ଆଇନଗତ କାର୍ଯ୍ୟାନୁଷ୍ଠାନ

ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ୍ ୨୦୨୦ର ଉଲ୍ଲଂଘନକୁ ନେଇ ୟୁଜିସିର ତାଗିଦ୍ ପତ୍ର ।

OPSC
ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା ସ୍ଥଗିତ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ଆସନ୍ତା ୨୦ ତାରିଖରୁ ଫେବ୍ରୁଆରୀ ୮ ତାରିଖ ଯାଏଁ ଅଛି ମେନ୍ ପରୀକ୍ଷା । ଏନେଇ ପୂର୍ବରୁ ସୂଚୀ ସ୍ଥିର ହୋଇଛି ।

Orissa HC
ହାଇକୋର୍ଟଙ୍କ ରାୟ: ୨୦୦୬ ଓଡ଼ିଶା ସିଭିଲ୍ ସର୍ଭିସ୍‌ ପରୀକ୍ଷାର ୩୭୮ ଜଣଙ୍କ ନିଯୁକ୍ତି ବୈଧ

୨୦୦୬ ଓଡ଼ିଶା ପ୍ରଶାସନିକ ସେବା ନିଯୁକ୍ତି ବିବାଦ ମାମଲାରେ ୩୭୮ ଜଣ OAS ଅଫିସରଙ୍କୁ ଆଶ୍ୱସ୍ତି ମିଳିଛି। ଅଫିସରଙ୍କ ନିଯୁକ୍ତି ନେଇ ରାଜ୍ୟ ପ୍ରାଶାସନିକ ଟ୍ରିବ୍ୟୁନାଲ୍‌ଙ୍କ ନିର୍ଦ୍ଦେଶକୁ ଓଡ଼ିଶା ହାଇକୋର୍ଟ ରଦ୍ଦ କରଛନ୍ତି।

Ex-Navy Personnel Cracks OPSC Civil Examinations
ନୌସେନାରୁ ଅବସର ପରେ OAS ପରୀକ୍ଷାରେ କୃତକାର୍ଯ୍ୟ

ନୌସେନାରୁ ଅବସର ପରେ OAS ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ନବରଙ୍ଗପୁରର ଅଜୟ କୁମାର ମାଡାଙ୍ଗି । କଠିନ ପରିଶ୍ରମ ଓ ଦୃଢ ଇଛାଶକ୍ତି ବଳରେ ସବୁକିଛି ସମ୍ଭବ ବୋଲି କୁହନ୍ତି ଅଜୟ ।

OAS Topper
ଅଶ୍ୱିନୀ ପଣ୍ଡା OAS ଟପ୍ପର

ପ୍ରକାଶ ପାଇଲା ଓଡିଶା ପ୍ରଶାସନିକ ସେବା(OAS) ପରୀକ୍ଷାର ଫଳାଫଳ । ଏଥର ବିଭିନ୍ନ ବର୍ଗର ୧୫୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି । ଅଶ୍ୱିନୀ କୁମାର ପଣ୍ଡା ଟପ୍ପର ହୋଇଥିବାବେଳେ ଦ୍ୱିତୀୟ ସ୍ଥାନରେ ଅଙ୍କୁର ଅଭିଳାଷ ଓ ତୃତୀୟରେ ରଶ୍ମୀରେଖା ପାତ୍ର ରହିଛନ୍ତି।

OPSC
ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ ବୋର୍ଡ ବିବାଦ ପରେ ଏବେ OPSCକୁ ନେଇ ବିବାଦ

ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ ବୋର୍ଡ ବିବାଦ ପରେ ଏବେ ଓପିଏସସି ବା ଓଡିଶା ପବ୍ଲିକ୍‌ ସର୍ଭିସ କମିଶନକୁ ନେଇ ବିବାଦ ଦେଖା ଦେଇଛି। ତ୍ରୁଟିପୂର୍ଣ୍ଣ ପରୀକ୍ଷା ସହ UPSC ପରୀକ୍ଷା ସମୟରେ ଚଳିତ ବର୍ଷ ପୁଣି OPSC ପରୀକ୍ଷା କରିବା ନିଷତ୍ତିକୁ ପରୀକ୍ଷାର୍ଥୀ ବିରୋଧ କରିଛନ୍ତି।  

Odisha Teachers Training Institutes
ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗରେ ଖାଲି ପଡ଼ିଥିବା ୩୮୫ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପାଇଁ ଜାରି ହେଲା ବିଜ୍ଞପ୍ତି

ଉଚ୍ଚଶିକ୍ଷା ବିଭାଗ ଅଧୀନ ସରକାରୀ ଟିଚର୍ସ ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟରେ ଖାଲି ପଡିଥିବା ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ପୂରଣ ହେବ। ଏ ନେଇ ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (OPSC) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Examination
ଅଗଷ୍ଟ ୨୭ରେ ଓଏଏସ୍ ପ୍ରିଲିମ୍ ପରୀକ୍ଷା

ରାଜ୍ୟରେ ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ସମ୍ବଲପୁର ଆଦି ୫ଟି ସ୍ଥାନରେ ପରୀକ୍ଷା କେନ୍ଦ୍ର କରାଯାଇଛି। ପ୍ରଥମ ପେପରରେ ୧୦୦ ଅବଜେକ୍ଟିଭ୍ ପ୍ରଶ୍ନ ସହ ମଲ୍ଟିପଲ୍ ଚଏସ୍ ଉତ୍ତର ରହିବ। ସେହିପରି ୨ୟ ପେପର ୮୦ ମାର୍କର ପ୍ରଶ୍ନ ରହିଛି।