ଜଷ୍ଟିସ ଟଣ୍ଡନ ପୂର୍ବରୁ କଲିକତା ହାଇକୋର୍ଟର ବିଚାରପତି ଥିଲେ। ପ୍ରଧାନ ବିଚାରପତି ଜଷ୍ଟିସ ସଞ୍ଜୀବ ଖାନାଙ୍କ ଅଧ୍ୟକ୍ଷତାରେ ଗଠିତ ସୁପ୍ରିମକୋର୍ଟ କଲେଜିୟମ ଜଷ୍ଟିସ ଟଣ୍ଡନଙ୍କ ନିଯୁକ୍ତି ନେଇ ସୁପାରିସ୍ କରିଥିଲେ। ୨୦୧୦ ଏପ୍ରିଲ ୧୩ରେ ତାଙ୍କୁ କଲିକତା ହାଇକୋର୍ଟର ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା।
ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ନିଯୁକ୍ତ ହେଲେ ଜଷ୍ଟିସ୍ ହରିଶ ଟଣ୍ଡନ । ଜଷ୍ଟିସ୍ ଚକ୍ରଧାରୀ ଶରଣ ସିଂଙ୍କର ଅବସର ପରେ ଏହି ସ୍ଥାୟୀ ମୁଖ୍ୟ ବିଚାରପତି ପଦ ଖାଲି ରହିଥିଲା । ପଢନ୍ତୁ ପୁରା ଖବର
ଗତ ୨ ତାରିଖରେ ଏନେଇ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ, ଆଜି ଶପଥ ଗ୍ରହଣ କରିବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ।
୨୦୧୦, ଡିସେମ୍ବରରେ ସେ ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ ଜେନେରାଲ, ୨୦୧୨ ଏପ୍ରିଲ ୫ ତାରିଖରେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।
ବର୍ତ୍ତମାନ ବିହାର ପାଟନା କୋର୍ଟରେ ବିଚାରପତି ଅଛନ୍ତି ଜଷ୍ଟିସ ଚକ୍ରଧାରୀ।
ଆସନ୍ତା ୪ରେ ଅବସର ଗ୍ରହଣ କରିବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର। ଜଷ୍ଟିସ୍ ତାଳପତ୍ରଙ୍କ ସ୍ଥାନରେ ମୁଖ୍ୟ ବିଚାରପତି ଦାୟିତ୍ୱରେ ରହିବେ ଜଷ୍ଟିସ୍ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ।
ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଆଜି ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଶପଥ ପାଠ କରାଇଛନ୍ତି।
ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ଯଶୱନ୍ତ ସିଂହ । ମୁଖ୍ୟ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି । ଜଷ୍ଟିସ ସିଂହ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଥିବାବେଳେ ଏବେ ହାଇକୋର୍ଟ ମୁଖ୍ୟ ବିଚାରପତି ପଦରେ ଆସୀନ ହେବେ।