• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Orissa High Court

Importance notice issued by high court over arrest and detain
ଅନାବଶ୍ୟକ ଗିରଫ ଓ ଅଟକକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି

ଅନାବଶ୍ୟକ ଗିରଫଦାରି ଓ ଅଟକ ରଖିବା ପ୍ରସଙ୍ଗରେ ହାଇକୋର୍ଟଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସୁପ୍ରିମକୋର୍ଟ ଜାରି କରିଥିବା ନିର୍ଦ୍ଦେଶାବଳୀକୁ କଡ଼ାକଡ଼ି ଅନୁପାଳନ ନେଇ ହାଇକୋର୍ଟଙ୍କ ପକ୍ଷରୁ ଏହି ବିଜ୍ଞପ୍ତି ଜାରି ହୋଇଛି।

Orissa High Court gets 2 new Judges
ଶପଥ ନେଲେ ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି

ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ଶିବଶଙ୍କର ମିଶ୍ର ଓ ଆନନ୍ଦ ଚନ୍ଦ୍ର ବେହେରା ଆଜି ଶପଥ ଗ୍ରହଣ କରିଛନ୍ତି।

OSSC question paper leak
ବାଲେଶ୍ୱର OSSC ପ୍ରଶ୍ନପତ୍ର ଲିକ୍ ଘଟଣାରେ ତଦନ୍ତ କରିବ କ୍ରାଇମବ୍ରାଞ୍ଚ

OSSC ପ୍ରଶ୍ନପତ୍ର ଲିକ୍ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ଡିଆଇଜି ରାଙ୍କର ପୋଲିସ୍ ଅଧିକାରୀ କରିବେ ତଦନ୍ତ ।

OSSC question paper leak
OSSC ପ୍ରଶ୍ନପତ୍ର ଲିକ୍ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ୍

ବାଲେଶ୍ୱର OSSC ପ୍ରଶ୍ନପତ୍ର ଲିକ୍ ଘଟଣାରେ ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତର ମୁଖ୍ୟ ଦିଗ ରହିବ କିଏ ସେହି ଗୃହ ଶତ୍ରୁ? ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Orissa High Court
‘ଆମ ଓଡ଼ିଶା ନବୀନ ଓଡ଼ିଶା’କୁ ଅଦାଲତି ଝଟକା ! ଯୋଜନାର କାର୍ଯ୍ୟକାରିତାକୁ ନେଇ ଉଠିଲା ପ୍ରଶ୍ନ..

ଆମ ଓଡିଶା ନବୀନ ଓଡିଶା ଯୋଜନାକୁ ଅଦାଲତି ଛାଟ । ଯୋଜନାର କାର୍ଯ୍ୟକାରିତାରେ ପଞ୍ଚାୟତର ସ୍ୱାର୍ଥ ଏବଂ ଗ୍ରାମସଭାକୁ ଉପେକ୍ଷା କରାଯାଉଥିବା ଅଭିଯୋଗ ଉପରେ ସରକାରଙ୍କୁ ରିପୋର୍ଟ ତଲବ୍ କରିଛନ୍ତି ହାଇକୋର୍ଟ । ଏଥିସହ ଯେଉଁ ଢଙ୍ଗରେ ଯୋଜନା କାର୍ଯ୍ୟକାରୀ ହେଉଛି ତାହା ତ୍ରିସ୍ତରୀୟ ପଞ୍ଚାୟତ ବ୍ୟବସ୍ଥାର ପରିପନ୍ଥୀ ବୋଲି କୋର୍ଟ ମତ ଦେଇଛନ୍ତି । ଯାହାକୁ ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ ।

Ama Odisha Nabin Odisha Scheme
‘ଆମ ଓଡ଼ିଶା ନବୀନ ଓଡ଼ିଶା’କୁ ଅଦାଲତି ଝଟକା ! ଯୋଜନାର କାର୍ଯ୍ୟକାରିତାକୁ ନେଇ ଉଠିଲା ପ୍ରଶ୍ନ..

ଗାଇଡଲାଇନ ଉଲ୍ଲଂଘନ କରୁଛନ୍ତି କି ସରକାରୀ ଅଧିକାରୀ ? ଦଳୀୟ ଭିତ୍ତିରେ ହେଉଛି କି ପ୍ରକଳ୍ପ ଚୟନ ?

Orissa High Court Over Ama Odisha Naveen Odisha Scheme
‘ଆମ ଓଡିଶା, ନବୀନ ଓଡିଶା’ ଯୋଜନା ବିରୋଧରେ ମାମଲା: ଗୁରୁତ୍ୱପୂର୍ଣ୍ଣ ଶୁଣାଣି କଲେ ହାଇକୋର୍ଟ

‘ଆମ ଓଡିଶା, ନବୀନ ଓଡିଶା’ ଯୋଜନା ବିରୋଧ ସମ୍ପର୍କିତ ମାମଲାରେ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି। ଗ୍ରାମପଞ୍ଚାୟତକୁ ଅଣଦେଖା କରାଯାଉଥିବା ନେଇ ଅଭିଯୋଗ ଉଠିଥିଲା।

Orissa High Court Over Nursing Officer Appointment
୭୪୮୩ ନର୍ସିଂ ଅଫିସର ପଦବୀ ପୂରଣ ପାଇଁ ଫିଟିଲା ବାଟ

ନର୍ସିଂ ଅଫିସର ନିଯୁକ୍ତିକୁ ନେଇ ହାଇକୋର୍ଟ ବଡ଼ ରାୟ ଦେଇଛନ୍ତି। ଫଳରେ ୭୪୮୩ ନର୍ସିଂ ଅଫିସର ପଦବୀ ପୂରଣ ପାଇଁ ବାଟ ଫିଟିଛି।

Orissa High Court Stays ASO Recruitment Process
ବଡ଼ ଖବର ! ASO ଚୟନ ପ୍ରକ୍ରିୟାରେ ଲାଗିଲା ରୋକ୍‌

ASO ଚୟନ ପ୍ରକ୍ରିୟା ଉପରେ ସ୍ଥଗିତାଦେଶ। ଚୟନ ପ୍ରକ୍ରିୟା ଅଗ୍ରଗତି ଉପରେ ଓଡ଼ିଶା ହାଇକୋର୍ଟ ରୋକ୍‌ ଲଗାଇଛନ୍ତି।

s
ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଆଜି ଶପଥ ନେଇଛନ୍ତି। ହାଇକୋର୍ଟ ପରିସରରେ ଆୟୋଜିତ ଶପଥ ପାଠ କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ଶପଥ ପାଠ କରାଇଛନ୍ତି। ୩୩ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଶୁଭାଶିଷ ତାଳପତ୍ର ଶପଥ ଗ୍ରହଣ କରିଛନ୍ତି।

Justice Subhasis Talapatra sworn in as new Chief Justice of Orissa High Court
ଶପଥ ନେଲେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଶୁଭାଶିଷ ତାଳପତ୍ର

ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ  ଜଷ୍ଟିସ ଶୁଭାଶିଷ ତାଳପତ୍ର ଆଜି ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ତାଙ୍କୁ ଶପଥ ପାଠ କରାଇଛନ୍ତି।

High Court
ଏଣିକି ପ୍ରତି ଶନିବାର ହାଇକୋର୍ଟ ବୁଲିବେ ସାଧାରଣ ଜନତା

ପ୍ରତି ସିଫଟରେ ୪୦ ଜଣ ହାଇକୋର୍ଟ ଭିତରକୁ ଯାଇପାରିବେ।

Cuttack JICA Construction
ଜାଇକା ପ୍ରକଳ୍ପ ତୁରନ୍ତ ଶେଷ କରିବାକୁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା

୨୦୧୨ ମସିହାରେ ଆରମ୍ଭ ହୋଇଥିବା ଜାଇକା ପ୍ରକଳ୍ପ ନିର୍ମାଣ କାମ ୪ ବର୍ଷରେ ଶେଷ କରିବାକୁ ଚୁକ୍ତି ହୋଇଥିଲା। ଏହାମଧ୍ୟରେ ୧୨ ବର୍ଷ ବିତି ଯାଇଥିଲେ ମଧ୍ୟ ଏହା ସମ୍ପୂର୍ଣ୍ଣ ହେବାର ନାଁ ନେଉନାହିଁ ।

Orissa HC
ସହମତିରେ ଶାରୀରିକ ସଂପର୍କ ଦୁଷ୍କର୍ମ ନୁହେଁ: ଓଡ଼ିଶା ହାଇକୋର୍ଟ

ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ବିବାହର ପ୍ରତିଶ୍ରୁତି ଦେଇ ଦୁଇ ପ୍ରାପ୍ତ ବୟସ୍କଙ୍କ ମଧ୍ୟରେ ସହମତିରେ ଯୌନ ସମ୍ପର୍କକୁ ଦୁଷ୍କର୍ମ ଧରାଯିବନି ବୋଲି କହିଛନ୍ତି ହାଇକୋର୍ଟ । ଆବେଦନକାରୀ ମନୋରଞ୍ଜନ ଦାସଙ୍କ ପକ୍ଷରୁ ଦାୟର ଏକ ମାମଲାରେ ଜଷ୍ଟିସ ଆର.କେ. ପଟ୍ଟୟନାୟକ ସ୍ପଷ୍ଟ କରିଛନ୍ତି ଯେ, ଉତ୍ତମ ସମ୍ପର୍କ ଥାଇ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ମନ୍ଦ ଉଦ୍ଦେଶ୍ୟରେ ମିଛ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଏକା କଥା ନୁହେଁ ।

Orissa High Court
ସହମତିରେ ଶାରୀରିକ ସଂପର୍କ ଦୁଷ୍କର୍ମ ନୁହେଁ: ଓଡ଼ିଶା ହାଇକୋର୍ଟ

ଆବେଦନକାରୀ ମନୋରଞ୍ଜନ ଦାସଙ୍କର ଜଣେ ବିବାହିତା ମହିଳାଙ୍କ ସହ ବନ୍ଧୁତା ହୋଇଥିଲା । ପରେ ଉଭୟଙ୍କ ମଧ୍ୟରେ ବିବାହର ପ୍ରତିଶ୍ରୁତି ଏବଂ ଶାରୀରିକ ସମ୍ପର୍କ ମଧ୍ୟ ସୃଷ୍ଟି ହୋଇଥିଲା । ତେବେ ପରବର୍ତ୍ତୀ ସମୟରେ କୌଣସି କାରଣରୁ ମନୋରଞ୍ଜନ ଆଉ ବିବାହ କରିବାକୁ ରାଜି ନହେବାରୁ ସଂପୃକ୍ତ ମହିଳା ଭୁବନେଶ୍ୱର ଏସଡିଜେଏମ କୋର୍ଟରେ କମ୍ପ୍ଲେନ କେସ ଦାୟର କରିଥିଲେ ।

Odisha High Court
ହାଇକୋର୍ଟଙ୍କ ବଡ଼ ରାୟ; ବନ୍ଧୁତ୍ୱରୁ ଶାରୀରିକ ସଂପର୍କ ଦୁଷ୍କର୍ମ ନୁହେଁ

ଶାରୀରିକ ସଂପର୍କକୁ ନେଇ ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ବନ୍ଧୁତ୍ୱରୁ ଆରମ୍ଭ ହୋଇଥିବା ଶାରୀରିକ ସଂପର୍କ ଦୁଷ୍କର୍ମ ବିବେଚିତ ହେବନି । ସେଭଳି କ୍ଷେତ୍ରରେ ଦୁଷ୍କର୍ମ ଅଭିଯୋଗ ଆସିଲେ ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି କୋର୍ଟ ।

Justice Subhasis Talapatra
ଜଷ୍ଟିସ ଶୁଭାଶିଷ ତାଳପତ୍ର ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

ବର୍ତ୍ତମାନ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ତାଳପତ୍ର

ACF Soumya Death Case
ACF ସୌମ୍ୟ ମୃତ୍ୟୁ ମାମଲା; ପତ୍ନୀ ବିଦ୍ୟାଭାରତୀଙ୍କୁ ସାମୟିକ ଆଶ୍ୱସ୍ତି

ପୂର୍ବରୁ ପୋଲିସ ବିଦ୍ୟାଭାରତୀଙ୍କୁ ଖୋଜିବାକୁ କପ୍ତିପଦା ଗୌଡ଼ ଗାଁକୁ ୨ ଥର ଯାଇ ଖାଲି ହାତରେ ଫେରିଥିଲେ । ବିଦ୍ୟାଭାରତୀ କାର୍ଯ୍ୟରତ ବେତନଟୀ ଅଫିସକୁ ପୋଲିସ ଯାଇଥିଲେ ବି ବିଦ୍ୟାଭାରତୀଙ୍କୁ ପୋଲିସ ପାଇନଥିଲା ।

OTV
ଓଟିଭି ବିରୋଧରେ ମାମଲା ହାଇକୋର୍ଟରେ ଖାରଜ

କରୋନା ମହାମାରୀ ବେଳେ ଓଟିଭି ସୋସିଆଲ ମିଡିଆରେ ପୋଷ୍ଟ ହୋଇଥିବା ଏକ ଖବରକୁ ନେଇ ଓଟିଭି ଇନପୁଟ ଏଡିଟରଙ୍କ ବିରୋଧରେ ଦାଏର ଅପରାଧିକ ମାମଲା ହାଇକୋର୍ଟରେ ଖାରଜ। ଏଭଳି ମାମଲା ପ୍ରେସ୍ ସ୍ବାଧିନତା ଉପରେ ନକାରାତ୍ମକ ପ୍ରଭାବ ପକାଇବ କହିଛନ୍ତି ହାଇକୋର୍ଟ । ଏପଟେ ହାଇକୋର୍ଟଙ୍କ ଏ ନିଷ୍ପତ୍ତିକୁ ଗଣମାଧ୍ୟମର ବିଜୟ ବୋଲି ମତ ରଖିଛନ୍ତି ବରିଷ୍ଠ ସାମ୍ବାଦିକ।

Odisha HC pronounces major verdict over promotion of govt employee
'ମାମଲା ବିଚାରାଧୀନ ଥିଲେ ସରକାରୀ କର୍ମଚାରୀଙ୍କୁ ପଦୋନ୍ନତି ମନା'

ପଦୋନ୍ନତି ପ୍ରସଂଗ ବିଚାରାଧିନ ଫୌଜଦାରୀ ମାମଲାର ଫଳାଫଳ ଉପରେ ନିର୍ଭର କରିବ ବୋଲି କୋର୍ଟ ସ୍ପଷ୍ଟ କରିଛନ୍ତି।

ASO recruitment 2023
ହାଇକୋର୍ଟରେ ASO ମେରିଟ୍ ଲିଷ୍ଟ ରଦ୍ଦ ପରେ ଅକଳରେ OPSC

କୋର୍ଟ କହିଥିଲେ, ଓଡ଼ିଶା ସେକ୍ରେଟାରିଏଟ୍ ସର୍ଭିସ୍ ରିକ୍ରୁଟମେଣ୍ଟ ରୁଲ୍ସରେ ପ୍ରତି ବିଷୟରେ କ୍ବାଲିଫାଇଂ ମାର୍କର ବ୍ୟବସ୍ଥା ନଥିବାରୁ ଏହି ଆଧାରରେ ପ୍ରସ୍ତୁତ ମେରିଟ୍ ଲିଷ୍ଟ ବୈଧ ନୁହେଁ। ତେଣୁ ଏଗ୍ରିଗେଟ୍ ମାର୍କ ଆଧାରରେ ୨ ମାସ ମଧ୍ୟରେ ସାନି ମେରିଟ୍ ଲିଷ୍ଟ ପ୍ରସ୍ତୁତ ଲାଗି OPSCକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ।

ASO recruitment 2023
ହାଇକୋର୍ଟରେ ASO ମେରିଟ୍ ଲିଷ୍ଟ ରଦ୍ଦ ପରେ ଅକଳରେ OPSC

କୋର୍ଟ କହିଥିଲେ, ଓଡ଼ିଶା ସେକ୍ରେଟାରିଏଟ୍ ସର୍ଭିସ୍ ରିକ୍ରୁଟମେଣ୍ଟ ରୁଲ୍ସରେ ପ୍ରତି ବିଷୟରେ କ୍ବାଲିଫାଇଂ ମାର୍କର ବ୍ୟବସ୍ଥା ନଥିବାରୁ ଏହି ଆଧାରରେ ପ୍ରସ୍ତୁତ ମେରିଟ୍ ଲିଷ୍ଟ ବୈଧ ନୁହେଁ। ତେଣୁ ଏଗ୍ରିଗେଟ୍ ମାର୍କ ଆଧାରରେ ୨ ମାସ ମଧ୍ୟରେ ସାନି ମେରିଟ୍ ଲିଷ୍ଟ ପ୍ରସ୍ତୁତ ଲାଗି OPSCକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ।

ASO merit list scrapped
OPSC କୁ ବଡ଼ ଝଟ୍‌କା ! ASO ମେରିଟ୍‌ ଲିଷ୍ଟ୍‌ ଖାରଜ

ହାଇକୋର୍ଟରେ ASO ନିଯୁକ୍ତି ଅନିୟମିତତା ମାମଲାର ଶୁଣାଣି ହୋଇଛି। OPSC ଦ୍ୱାରା ପରିଚାଳିତ ASO ପରୀକ୍ଷାର ମେରିଟ୍‌ ଲିଷ୍ଟ୍‌ ହାଇକୋର୍ଟ ଖାରଜ କରିଛନ୍ତି। 

Odisha Police Constable
ଝୁଲିଲା କନଷ୍ଟେବଲ ନିଯୁକ୍ତି!

ଓଡ଼ିଶା ପୋଲିସ୍‌ରେ ଚାଲିଥିବା କନଷ୍ଟେବଲ ନିଯୁକ୍ତି ପ୍ରକ୍ରିୟା ଉପରେ ହାଇକୋର୍ଟ ଆଜି ବଡ଼ ଟିପ୍ପଣୀ କରିଛନ୍ତି।

Jagabandhu Chand
ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ସ୍ୱାମୀ ଜଗବନ୍ଧୁଙ୍କୁ ଜାମିନ

ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ବନ୍ଧା ହୋଇଥିବା ତାଙ୍କ ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ମିଳିଛି ସାମାନ୍ୟ ଆଶ୍ୱସ୍ତି। ଜଗବନ୍ଧୁଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ।