କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲାର ଶୁଣାଣି କରି ମେରିଟ୍ ଲିଷ୍ଟ କାଏମ ରଖିଛନ୍ତି ହାଇକୋର୍ଟ । ଜଣିକିଆ ଖଣ୍ଡପୀଠଙ୍କ ରାୟ ସଂଶୋଧନ କରିଛନ୍ତି ଡିଭିଜନ ବେଞ୍ଚ ।
ଜିଲ୍ଲାୱାରୀ ମେରିଟ୍ ଲିଷ୍ଟ ବି ଖାରଜ କଲେ ହାଇକୋର୍ଟ । ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ ।
କନିଷ୍ଠ ଶିକ୍ଷକ ନିଯୁକ୍ତିରେ ବ୍ୟାପକ ଅନିୟମିତତା ଅଭିଯୋଗ ଆଣିଛନ୍ତି ଆଶାୟୀ । ବହୁ ସଂଖ୍ୟାରେ ଅଶାୟୀ ଭୁବନେଶ୍ୱର ଓସେପା କାର୍ଯ୍ୟାଳୟରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।