ଘାଟାରେ ଚାଲୁଛି OSRTC ଆୟଠୁ ବଢ଼ି ଯାଉଛି ବ୍ୟୟ । ଘାଟାରେ ଚାଲୁଛି ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ-OSRTC । ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଏହି ସୂଚନା ଦେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଜେନା ।
ଅଚଳ ହୋଇ ପଡ଼ିଛି ପରିବହନ ବିଭାଗର ୧୦୯ ବସ୍ । ବିଗତ ୧୦ ବର୍ଷ ଭିତରେ ପରିବହନ ବିଭାଗ ୫୪୦ଟି ବସ୍ କିଣିଥିଲା । ସେଥିମଧ୍ୟରୁ ୧୦୯ଟି ବସ୍ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଚଳ ହୋଇ ପଡିଛି ।
ତାଙ୍କ ପାଖରେ ନା ଥିଲା ମୋବାଇଲ୍ ଫୋନ୍ ନା ସେ କାହା ସହ ହିନ୍ଦି ବା ଇଂରାଜୀରେ କଥାବାର୍ତ୍ତା କରିପାରୁଥିଲେ । ବେସାହାରା ହୋଇଯାଇଥିଲେ । ଅସହାୟ ଅବସ୍ଥାରେ ମନସ୍ତାପରେ ଥିଲେ । କାହାକୁ କହିବେ କ’ଣ କହିବେ, କିଛି ଭାବି ପାରୁନଥିଲେ । ତାଙ୍କ ସହ ଯାଇଥିବା ପରିବାରର ଅନ୍ୟ ସଦସ୍ୟମାନେ ବି ତାଙ୍କୁ ଖୋଜୁଥିଲେ । କିନ୍ତୁ ପାଉନଥିଲେ । ଲକ୍ଷ ଲକ୍ଷ ଲୋକଙ୍କ ଭିତରେ ଖୋଜି ପାଇବା ବି କଷ୍ଟକର ଥିଲା ।
ସରକାର ଚଳାଇ ପାରୁନାହାନ୍ତି କି OSRTC ବସ୍ ? କ୍ଷତିରେ ଚାଲୁଥିବା ଦର୍ଶାଇ ଲିଜ୍ରେ ଘରୋଇ ସଂସ୍ଥା ହାତକୁ ଟେକି ଦେବାକୁ ମସୁଧା ଚାଲିଛି।