RI, ARI, ଅମିନ ପରୀକ୍ଷା ପାଇଁ ବିବାଦୀୟ ହୋଇପଡ଼ିଥିବା OSSSC ପାଇଁ ଏବେ ନୂଆ ଚାଲେଞ୍ଜ । ଗ୍ରେଡ୍-ସି ପଦବି ଲାଗି ୩ ହଜାର ପଦବୀ ପାଇଁ ପ୍ରିଲିମ୍ରେ ପାସ୍ କରିଛନ୍ତି ପ୍ରାୟ ୩ ଲକ୍ଷ ପିଲା । ହେଲେ ପରୀକ୍ଷାର ସ୍ବଚ୍ଛତା ନେଇ ବିବାଦ ଘରରେ ଥିବା OSSSC କେମିତି ଏତେ ସଂଖ୍ୟକ ପିଲାଙ୍କ ପାଇଁ ମେନ୍ ପରୀକ୍ଷା କରିବ ତାକୁ ନେଇ ଉଠିଛି ପ୍ରଶ୍ନ ।

OSSSC ପରିଚାଳିତ RI, ଅମିନ ପରୀକ୍ଷା ବିଭ୍ରାଟ ପ୍ରସଙ୍ଗ । ଆଜି ସରକାର ଡାକିଛନ୍ତି ଉଚ୍ଚସ୍ତରୀୟ ବୈଠକ।
RI, ARI, ଅମିନ, ICDS ସୁପରଭାଇଜର୍, SFS ପରୀକ୍ଷା ବାତିଲ,ପରୀକ୍ଷା ପରିଚାଳନାରେ ସ୍ବଚ୍ଛତା ଏବଂ ଓ' ଟ୍ରିପିଲ୍ ଏସସି ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ। ଏହି ତିନି ପ୍ରମୁଖ ଦାବି ସରକାର ନମାନିଲେ ରାଜ୍ୟବ୍ୟାପୀ ଆନ୍ଦୋଳନ ଚେତାବନୀ ଦେଇଛି ଷ୍ଟୁଡେଣ୍ଟ ଏଗେନଷ୍ଟ କରପସନ ସଂଗଠନ।
ବାରମ୍ବାର ପରୀକ୍ଷାରେ ସାମ୍ନାକୁ ଆସୁଛି ସାଂଘାତିକ ଅବ୍ୟବସ୍ଥାର ଚିତ୍ର। କଟକରେ ମଧ୍ୟ ଆରଆଇ ଓ ଅମିନ ପରୀକ୍ଷାରେ ଅନୟମିତତା ଅଭିଯୋଗ ହୋଇଛି । ପରୀକ୍ଷା ବାତିଲ ଦାବିରେ ଆନ୍ଦୋଳନ କରିଛନ୍ତି ଚାକିରି ଆଶାୟୀ।
କେତେ ତାରିଖ ଗଡ଼ାଇବ OSSSC ? ଆଉ କେତେ ଦିନ ଅପେକ୍ଷା କରିବେ ପରୀକ୍ଷାର୍ଥୀ ।
OSSSC ନିକଟରେ RI, ARI, Amin, SFS, ICDS ଚାକିରି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ପ୍ରାର୍ଥୀମାନେ ଅନ୍ଲାଇନ୍ ମାଧ୍ୟମରେ ଆବେଦନ କରିପାରିବେ। ଏହି ନିଯୁକ୍ତି ପ୍ରକ୍ରିୟା ମାଧ୍ୟମରେ ୨୮୦୦ ରୁ ଅଧିକ ପଦବୀ ପୂରଣ ହେବ।
ସରକାରୀ ଚାକିରି ଆଶାୟୀଙ୍କ ପାଇଁ ଖୁସି ଖବର। ଆସନ୍ତା କିଛି ମାସ ମଧ୍ୟରେ ଓଡ଼ିଶାରେ ବଡ଼ ଧରଣର ନିଯୁକ୍ତି ଆରମ୍ଭ ହେବାକୁ ଯାଉଛି। ଏନେଇ ବିଭିନ୍ନ ସରକାରୀ ବିଭାଗରେ ଖାଲି ପଡ଼ିଥିବା ପଦବୀ ପୂରଣ ହେବ।
OSSSC ଦ୍ୱାରା ପରିଚାଳିତ RI ପରୀକ୍ଷାରେ ସାମ୍ନାକୁ ଆସିଲା ବଡ଼ ବିଭ୍ରାଟ। ଆଜି ଅନୁଷ୍ଠିତ ହୋଇଥିବା RI(ରାଜସ୍ୱ ନିରୀକ୍ଷକ) ପରୀକ୍ଷାରେ ୩୩ ପରୀକ୍ଷାର୍ଥୀ ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି। ଆଡମିଟ କାର୍ଡରେ ସରକାରୀ ମହିଳା ମହାବିଦ୍ୟାଳୟ, ଟିଟିଲାଗଡ଼ ଲେଖା ହୋଇଥିବା ବେଳେ ଏହା କିନ୍ତୁ ସେଣ୍ଟର ହୋଇନାହିଁ। ଏହି କଲେଜରେ ସେଣ୍ଟର ହୋଇ ନ ଥିବା ଖୋଦ୍ ଅଧ୍ୟକ୍ଷ ହିଁ କହିଛନ୍ତି।