୨୦୦୯ରୁ ୨୦୨୨ ଯାଏଁ ଏହି ୧୩ ବର୍ଷ ଭିତରେ ଏ ପ୍ରକଳ୍ପର ଅଗ୍ରଗତି ନେଇ ପ୍ରତିବର୍ଷ ବିଭାଗକୁ ବିନିଯୋଗ ପ୍ରମାଣପତ୍ର ମାଗି ଆସୁଛି ରାଜ୍ୟ ଅର୍ଥ ବିଭାଗ କିନ୍ତୁ ପର୍ଯ୍ୟଟନ ବିଭାଗ, ଅର୍ଥ ବିଭାଗକୁ ନା ଉତ୍ତର ଦେଉଛି ନା ୟୁସି।
କରୋନା ମାଡ଼ରେ ଧରାଶାୟୀ ରାଜ୍ୟ ପଯର୍ୟଟନ କ୍ଷେତ୍ର । ଏହି କ୍ଷେତ୍ର ଉପରେ ନିର୍ଭର କରୁଥିବା ପରିବାରଙ୍କ ଆର୍ଥିକ ସ୍ଥିତି ବିପର୍ଯ୍ୟସ୍ତ ହୋଇ ପଡିଛି । ହୋଟେଲ ହେଉ କି, ଟୁର୍ସ ଆଣ୍ଡ ଟ୍ରାଭେଲ୍ସ ଅବା ପଯର୍ୟଟନସ୍ଥଳୀ ନିକଟରେ ଛୋଟମୋଟ ଦୋକାନ ଖୋଲି ପେଟ ପୋଷୁଥିବା ବ୍ୟବସାୟୀଙ୍କ ହାତ ବନ୍ଦ କହିଲେ ଚଳେ । ଆଗକୁ ଯଦି ସଂକ୍ରମଣ ସ୍ଥିତିରେ ସୁଧାର ନଆସେ ତେବେ ଏମାନଙ୍କ ଅବସ୍ଥା ଆହୁରି ଖରାପ ହେବାର ଆଶଙ୍କା ରହିଛି ।
ବଲାଙ୍ଗିର ପାଟଣାଗଡ଼ରେ ବିଜେପି ଓ ବିଜେଡିର ଦୁଇ ନାରୀନେତ୍ରୀ ମୁହାଁମୁହିଁ । ସାଂସଦ ସଙ୍ଗୀତା ସିଂଦେଓ ଓ OTDC ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ମୁହାଁମୁହିଁ ହୋଇଥିବା ଦେଖାଯାଇଛି । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ ବେଳେ କଥା କଟାକଟି ହୋଇଥିବା ଦେଖାଯାଇଛି ।
ଏଣିକି ଅଧିକ ଆମୋଦଦାୟକ ହେବ ଓଡ଼ିଶାରେ ବେଳାଭୂମି ପର୍ଯ୍ୟଟନ । କାହିଁକି ନା ରାଜ୍ୟର ପ୍ରମୁଖ ୬ଟି ସମୁଦ୍ରତଟରେ ଗୋଆ ଭଳି ବେଳାଭୂମି କୁଟୀର ବା ଅସ୍ଥାୟୀ ବାର ନିର୍ମାଣ ଲାଗି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର