ବିଭିନ୍ନ ଆଳ ଦେଖାଇ ଓଟିଏମ୍କୁ ରାଜ୍ୟ ସରକାର ନିଜ ଦଖଲକୁ ନେଉନାହାନ୍ତି ବୋଲି ଅଫିସିଆଲ୍ ଲିକ୍ୟୁଡେଟର ଅଭିଯୋଗ କରିଥିଲେ ।
ଓଟିଏମ୍ ପୁନରୁଦ୍ଧାର ପ୍ରସଙ୍ଗକୁ ନେଇ ବର୍ଷିଲେ ବିରୋଧୀ ।
୨୧ ବର୍ଷ ହେଲାଣି ଓଟିଏମ୍ କାରଖାନାରେ ତାଲା ପଡ଼ିଛି। କାରଖାନାରେ ତାଲା ପଡ଼ିବାରୁ ବକେୟା ଅର୍ଥ ପାଇନାହାନ୍ତି ହଜାର ହଜାର କର୍ମଚାରୀ। ଟଙ୍କାକୁ ଅପେକ୍ଷା କରି କରି ୭୫୦ ଲୋକଙ୍କ ପ୍ରାଣ ବି ଗଲାଣି। ମନ୍ତ୍ରୀ କହୁଛନ୍ତି କାରଖାନା ଖୋଲିବା ସମ୍ଭବ ନୁହେଁ। କାରଖାନା ଉପରେ ନିର୍ଭର କରୁଥିବା ପରିବାର ଏବେ ଭୋକ ଉପାସରେ। ଦେଖନ୍ତୁ ଗ୍ରାଉଣ୍ଡ ଜିରୋ ରିପୋର୍ଟ....