• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Otv Foresight

OTV Foresight 2023
କେମିତି ବିବାଦରୁ ଆଦୃତ ହେଲା 'ଦ କଶ୍ମୀର ଫାଇଲ୍ସ'... ?

ଓଟିଭି ଫୋରସାଇଟ କାର୍ଯ୍ୟକ୍ରମରେ ଅନୁଭୂତି ବଖାଣିଲେ ନିର୍ମାତା ବିବେକ ଅଗ୍ନିହୋତ୍ରୀ ଓ ପତ୍ନୀ ପଲ୍ଲବୀ ଯୋଶୀ...ମଂଚ ଉପରେ ଇନଷ୍ଟାଣ୍ଟ ଗୀତ କଂପୋଜ କରି ହୃଦୟ ଜିତିଲେ ଅନୁ ମଲ୍ଲିକ...

Welcome Address by Jagi Mangat Panda
OTV Foresight 2023 : ‘ଓଟିଭି ଫୋରସାଇଟ୍‌ ୨୦୨୩’ କାର୍ଯ୍ୟକ୍ରମରେ ବିଭିନ୍ନ ବିଷୟକୁ ନେଇ ଆଲୋଚନା

ଅନୁଷ୍ଠିତ ହୋଇଯାଇଛି ‘ଓଟିଭି ଫୋରସାଇଟ୍‌ ୨୦୨୩’ କାର୍ଯ୍ୟକ୍ରମ। ଓଟିଭିର ସହ-ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦେଶକ ଜଗି ମଙ୍ଗତ ପଣ୍ଡା ଅତିଥିଙ୍କୁ ସ୍ୱାଗତ କରିଥିଲେ। ୫ଟି ଅଧିବେଶନରେ ଏହି କାର୍ଯ୍ୟକ୍ରମ ହୋଇଯାଇଛି। ବିଭିନ୍ନ ଅଧିବେଶନରେ ବିଭିନ୍ନ ବିଷୟବସ୍ତୁଙ୍କୁ ନେଇ ଆଲୋଚନା ଓ ପର୍ଯ୍ୟାଲୋଚନା ହୋଇଛି। ବିଭିନ୍ନ ପ୍ରତିଷ୍ଠିତ ବ୍ୟକ୍ତିମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Siddhant Mohapatra in OTV Foresight 2023
OTV Foresight 2023: ବକ୍ସି ଜଗବନ୍ଧୁ ଓ ଖାରବେଳଙ୍କ ଉପରେ ଫିଲ୍ମ ନ ହେବା ପଛରେ ଆମେ ଦାୟୀ; ସିଦ୍ଧାନ୍ତ ମହାପାତ୍ର

କେଉଁଠି ନା କେଉଁଠି ନିର୍ମାତା ଓ ନିର୍ଦ୍ଦେଶକମାନେ ଅଣଓଡିଆ ଚଳଚ୍ଚିତ୍ରର ଭାଷା ଓ କାହାଣୀକୁ କପି କରୁଥିବା ନଜର ଆସେ। ଏହାକୁ ନେଇ କ୍ଷୋଭ ପ୍ରକାଶ କରିବା ସହିତ ଯେଉଁଥିରେ ଓଡିଆର ମୌଳିକତା ନଥିବ ସେଭଳି ଫିଲ୍ମ ବା ଗୀତ କରିବେ ନାହିଁ ବୋଲି ସିଦ୍ଧାନ୍ତ କହିଛନ୍ତି।

Annu Mallik
OTV Foresight 2023: ଜଗନ୍ନାଥଙ୍କ ଦର୍ଶନ ପରେ ମୋର ନୂଆ ଜୀବନ ଆରମ୍ଭ ହୋଇଥିଲା

ଓଟିଭି ପାଇଁ ଗୀତ ମଧ୍ୟ ଗଇଛନ୍ତି ଅନୁ ମଲ୍ଲିକ । ଅନ୍‌ ଦ ସ୍ପଟ୍ ଗୀତ ଲେଖିଲେ । ଷ୍ଟେଜ୍‌ ଉପରେ କହୁ କହୁ ଓଟିଭି ପାଇଁ ଗାଇଦେଲେ ଗୀତ ।

I Love Odia Dalma Says Bollywood Music Director Anu Malik
‘ଓଡ଼ିଆ ଖାଦ୍ୟ ଭାରି ସୁଆଦିଆ...ଖେଚୁଡି ଓ ଡାଲମା ମୋର ବହୁତ ପସନ୍ଦ’

‘ଓଡ଼ିଆ ଡାଲମା ମୋର ବହୁତ ପସନ୍ଦ। ମୋତେ ଓଡ଼ିଶା ଖାଦ୍ୟ ବହୁତ ଭଲ ଲାଗେ’...ଓଟିଭି ଫୋରସାଇଟ୍‌- ୨୦୨୩ର ତ୍ରୟୋଦଶ ସଂସ୍କରଣରେ ଯୋଗ ଦେଇ ବଲିଉଡ୍‌ ସଙ୍ଗୀତ ନିର୍ଦ୍ଦେଶକ ଅନୁ ମଲ୍ଲିକ ଏହା କହିଛନ୍ତି। 

Annu Mallik
OTV Foresight 2023: ଷ୍ଟେଜ୍‌ରେ ଅନ୍‌ ଦ ସ୍ପଟ୍‌ ଓଟିଭି ପାଇଁ ଗୀତ କମ୍ପୋଜ କଲେ ଅନୁ ମଲ୍ଲିକ୍, ଶୁଣନ୍ତୁ...

ବର୍ତ୍ତମାନର ଯୁବ ପିଢ଼ି କିଭଳି ସୋସିଆଲ ମିଡିଆ ଜରିଆରେ ରାତା ରାତି ଷ୍ଟାର ହେଉଛନ୍ତି, ସେହି ବିଷୟରେ ମଧ୍ୟ କହିଛନ୍ତି । ଆଉ ଏହାର ପ୍ରଭାବ କେତେ ଖରାପ ତାହା ମଧ୍ୟ କହିଛନ୍ତି ।

Chetana Sinha
ଗାଁରେ ମହିଳାଙ୍କ ପାଇଁ ବ୍ୟାଙ୍କ ଖୋଲି ସାରା ଦେଶରେ ଚର୍ଚ୍ଚିତ ଚେତନା ସିହ୍ନା, ଜାଣନ୍ତୁ ପୁରା କାହାଣୀ...

ଭାରତୀୟ ରିଜର୍ଭ ବ୍ୟାଙ୍କଠାରୁ ଅନୁମତି ହାସଲ କରିବାଠାରୁ ଆରମ୍ଭ କରି ବର୍ତ୍ତମାନର ଡିଜିଟାଲ୍ ବ୍ୟାଙ୍କିଙ୍ଗ୍ ପର୍ଯ୍ୟନ୍ତ ଚେତନାଙ୍କ ମନ୍ଦେସୀ ମହିଳା ସହକାରୀ ବ୍ୟାଙ୍କ କେତେ ସମସ୍ୟାକୁ ଅତିକ୍ରମ କରିଛି ସେ କାହାଣୀ ବଖାଣିଥିଲେ ।

Jagi Mangat Panda
OTV Foresight 2023: ସ୍ୱାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ଆରମ୍ଭ କଲେ MD ଜଗି ମଙ୍ଗତ ପଣ୍ଡା

ମୁଖ୍ୟବକ୍ତା ଭାବେ ଯୋଡ଼ିହୋଇଥିଲେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନିତିନ ଗଡ଼କରୀ । ତାଙ୍କୁ ସ୍ୱାଗତ କରିଥିଲେ ଜଗି ।

OTV Foresight International Standard Road Infrastructure By 2024 End Odisha Says Nitin Gadkari
‘୨୦୨୪ ଶେଷ ସୁଦ୍ଧା ଓଡ଼ିଶାରେ ଆମେରିକା ଭଳି ରାସ୍ତା ହେବ’

୨୦୨୪ ଶେଷ ସୁଦ୍ଧା ଓଡ଼ିଶାରେ ଆମେରିକା ମାନର ରାସ୍ତା ହେବ। ଓଟିଭି ଫୋରସାଇଟ୍‌-୨୦୨୩ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଏହି ସୂଚନା ଦେଇଛନ୍ତି।

OTV Foresight
ଆଜି ଓଟିଭି ଫୋରସାଇଟ୍ ୨୦୨୩, ସକାଳ ୧୦.୩୦ରୁ ଓଟିଭିରେ ସିଧା ପ୍ରସାରଣ

ଓଟିଭି ଫୋରସାଇଟର ଏହି ତ୍ରୟୋଦଶ ସଂସ୍କରଣରେ ଏଥର ସାମିଲ୍ ହେବାକୁ ଥିବା ବିଶିଷ୍ଟ ବ୍ୟକ୍ତିମାନଙ୍କ ମଧ୍ୟରେ ଅଛନ୍ତି, କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, ବିଶିଷ୍ଟ ବଲିଉଡ୍ ଚଳଚ୍ଚିତ୍ର ନିର୍ଦେଶକ ବିବେକ ଅଗ୍ନିହୋତ୍ରୀ, ଜଣାଶୁଣା ଅଭିନେତ୍ରୀ ପଲ୍ଲବୀ ଯୋଷୀ, ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଅନୁ ମଲ୍ଲିକ ପ୍ରମୁଖ।

MD Jagi Mangat Panda
Foresight 2022: ୨୫ ବର୍ଷ ଧରି ୧ ନମ୍ବର ଚ୍ୟାନେଲ, ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ଏମ୍‌ଡି

ସମସ୍ତଙ୍କୁ ଧନ୍ୟବାଦ ଦେବା ସହ ସ୍ୱାଗତ ଜଣାଇଛନ୍ତି ଓଟିଭି MD ଜଗି ମଙ୍ଗତ ପଣ୍ଡା । ଓଟିଭିର ୨୫ ବର୍ଷର ଯାତ୍ରାକୁ ସେ ସ୍ୱାଗତ ଜଣାଇବା ସହ ଦୀର୍ଘ ୨୫ ବର୍ଷ ଧରି ଓଟିଭିକୁ ଏକ ନମ୍ବର ଚ୍ୟାନେଲର ମାନ୍ୟତା ଦେଇଥିବାରୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।