• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Otv Foresight 2022

OTV Foresight 2022
ଓଟିଭି ଫୋରସାଇଟ୍ ୨୦୨୨: ଟେକ୍ନୋଲଜି ପ୍ରୟୋଗରେ ଚାଷୀଙ୍କ ଆୟ ଦ୍ୱିଗୁଣ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର

କୋଭିଡ୍ ବେଳେ ମଧ୍ୟ କୃଷି ଅର୍ଥନୀତି ନିଜର ସ୍ୱତନ୍ତ୍ର ସ୍ଥାନ ବଜାୟ ରଖିଛି । ଏହି କ୍ଷେତ୍ରରେ ଡ୍ରୋନ୍ ଟେକ୍ନୋଲୋଜି ପ୍ରୟୋଗ ଆରମ୍ଭ ହୋଇଛି ।

OTV Foresight 2022
ଚାଷୀ ସମୃଦ୍ଧ ହେଲେ ଦେଶ ସମୃଦ୍ଧ ହେବ: କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର

ଚାଷୀ ସମୃଦ୍ଧ ହେଲେ ଦେଶ ସମୃଦ୍ଧ ହେବ। ଚାଷୀଙ୍କ ଆୟ ଦ୍ୱିଗୁଣ କରିବା ଲକ୍ଷ୍ୟରେ କୃଷିକ୍ଷେତ୍ରରେ ଟେକ୍ନୋଲଜିର ପ୍ରୟୋଗ ଉପରେ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବା କହିଛନ୍ତି କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର। ଓଟିଭି ଫୋରସାଇଟରେ ଭାଗ ନେଇ ଏହା କହିଛନ୍ତି ତୋମାର।

CPI Leader Narayan Reddy
‘ସରକାରୀ ପଇସାରେ ନିର୍ବାଚନ ଲଢ଼ୁଛି ବିଜେଡି, ଇଲେକ୍ସନ ମାସେ ଅଛି ହଜାର ଟଙ୍କା ପଠାଇଲେ’

ନିର୍ବାଚନରେ ପରାଜୟ ନେଇ ସିପିଆଇ ନେତା ନାରୟଣ ରେଡ୍ଡୀ କହିଛନ୍ତି, ‘ବିଜେଡି ୭୦୦ରୁ ଅଧିକ ସିଟ୍‌ ଅକ୍ତିଆର କରିଛି। ଏହା କିଭଳି ସମ୍ଭବ ହେଉଛି, ଏହା ଆମେ ସମସ୍ତେ ଜାଣୁ।’

Bollywood Actress Huma Qureshi
‘ରସଗୋଲା ସମସ୍ତଙ୍କ ହୃଦୟରେ ଅଛି, ହୃଦୟରେ ରହିବ’

ରସଗୋଲା ଓଡ଼ିଶାର। ଓଟିଭି ଫୋର୍‌ସାଇଟ୍‌ ୨୦୨୨ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେଇ ବଲିଉଡ଼ ଅଭିନେତ୍ରୀ ହୁମା କ୍ୟୁରେସୀ ଏହା କହିଛନ୍ତି।

Congress Leader Ganeswar Behera
‘ଆମେ ଘର ସଜାଡ଼ି ପାରିଲୁନି, ଅସଜଡ଼ା ଘରକୁ କେହି ଚାହାଁନ୍ତିନି’

ପଞ୍ଚାୟତ ନିର୍ବାଚନରେ ବିପର୍ଯ୍ୟୟ ପାଇଁ ସ୍ୱୟଂ କଂଗ୍ରେସ ଦାୟୀ। ଓଟିଭି ଫୋର୍‌ସାଇଟ୍‌ ୨୦୨୨ କାର୍ଯ୍ୟକ୍ରମରେ ଯୋଗ ଦେଇ କଂଗ୍ରେସ ନେତା ଗଣେଶ୍ୱର ବେହେରା ଏହା କହିଛନ୍ତି। 

BJP MP Pratap Sarangi
ପଞ୍ଚାୟତ ନିର୍ବାଚନରେ କାହିଁକି ଫେଲ୍‌ ମାରିଲା ବିଜେପି ? କାରଣ କହିଲେ ପ୍ରତାପ ଷଡ଼ଙ୍ଗୀ

ଚଳିତ ପଞ୍ଚାୟତ ନିର୍ବାଚନରେ ବିଜେପି ଓ କଂଗ୍ରେସର ଶୋଚନୀୟ ପରାଜୟ ହୋଇଛି । ବିଜେପି କାହିଁକି ଏଥର ପଞ୍ଚାୟତ ନିର୍ବାଚନରେ ଚିତପଟାଙ୍ଗ ମାରିଲା, ଓଟିଭି ଫୋରସାଇଟରେ ଅଂଶଗ୍ରହଣ କରି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବିଜେପି ସାଂସଦ ପ୍ରତାପ ଷଡଙ୍ଗୀ ସବୁ କଥା ଖୋଲିକରି କହିଛନ୍ତି ।

Gopal Krishna GSS
ଭବିଷ୍ୟତରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇବ ଟେକ୍ନୋଲୋଜି: ଗୋପାଳ କ୍ରିଷ୍ଣା ଜିଏସ୍‌ଏସ୍‌

ଓଟିଭି ଫୋର୍‌ସାଇଟ୍‌ ୨୦୨୨ କାର୍ଯ୍ୟକ୍ରମରେ ଯୋଗଦେଇ TCS iONର Country Head Market Function & Product Group ହେଡ୍‌ ଗୋପାଳ କ୍ରିଷ୍ଣା ଜିଏସ୍‌ଏସ୍‌ ଟେକ୍ନୋଲୋଜି ଉପରେ ଆଲୋକପାତ କରିଛନ୍ତି।

Sadhguru On His 'Save Soil' Movemen
ଏବେଠୁ ପରିବେଶର ଯତ୍ନ ନନେଲେ ଆଗକୁ ସାଂଘାତିକ ଅସୁବିଧା ହେବ: ସଦ୍‌ଗୁରୁ

ପ୍ରତିବର୍ଷ ବିଶ୍ୱରେ ୨୭ ହଜାର ଉଦ୍ଭିଦ ପ୍ରଜାତି ନିଶ୍ଚିହ୍ନ ହୋଇଯାଉଛନ୍ତି। ଏହାକୁ ରୋକିବା ପାଇଁ ଏବେଠୁ ଆମେ ଚେଷ୍ଟା ନକଲେ ଆମ ପରପିଢ଼ି ସାଂଘାତିକ ଅସୁବିଧା ଭୋଗିବେ।

Union Minister Narendra Singh Tomar
ଚାଷୀଙ୍କ ପାଇଁ ଖୁସି ଖବର ! ଦୁଇ ଗୁଣା ହେବ ଆୟ

ଚାଷୀଙ୍କ ଆୟ ଦୁଇ ଗୁଣା କରିବା ପାଇଁ ବିଶେଷ ଯୋଜନା କରାଯାଉଛି। ପୂର୍ବରୁ ମାନ୍ଦାବସ୍ଥାରେ କୃଷି ଅର୍ଥନୀତି ଦେଶର ଆର୍ଥିକ ବ୍ୟବସ୍ଥାକୁ  ସହାୟତା କରିଥିଲା ବୋଲି କେନ୍ଦ୍ର କୃଷି ମନ୍ତ୍ରୀ କହିଛନ୍ତି।

Union Minister Narendra Singh Tomar
ଓଡ଼ିଶାର ନମ୍ବର ୧ ନ୍ୟୁଜ୍ ଚ୍ୟାନେଲ୍‌ ଓଟିଭି ଅଗଣିତ ଜନତାଙ୍କ ହୃଦୟରେ ସ୍ଥାନ ପାଇଛି: କେନ୍ଦ୍ରମନ୍ତ୍ରୀ

ଓଟିଭିର ଦ୍ୱାଦଶ ବାର୍ଷିକ ସମ୍ମିଳନୀ ଫୋର୍‌ସାଇଟ୍‌-୨୦୨୨ରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଭିଡିଓ କନଫରେନ୍ସିଂ ଜରିଆରେ ଯୋଗ ଦେଇଛନ୍ତି। ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଓଟିଭିର ୨୫ ବର୍ଷର ଯାତ୍ରାକୁ ସ୍ୱାଗତ ଜଣାଇଛନ୍ତି।