ଜେଣ୍ଡର ସେନସିଟିଭ ମିଡିଆ ରିପୋର୍ଟ ପାଇଁ ଓଟିଭି ରିପୋର୍ଟର ପ୍ରଜ୍ଞା ଭାରତୀ ଚୌଧୁରୀ ଓ କ୍ୟାମେରା ପର୍ସନ ଜ୍ୟୋତ୍ସାରାଣୀ ଦଳାଇଙ୍କୁ ଏହି ପୁରସ୍କାର ମିଳିଛି।
କରୋନା ମହାମାରୀ ବେଳେ ଓଟିଭି ସୋସିଆଲ ମିଡିଆରେ ପୋଷ୍ଟ ହୋଇଥିବା ଏକ ଖବରକୁ ନେଇ ଓଟିଭି ଇନପୁଟ ଏଡିଟରଙ୍କ ବିରୋଧରେ ଦାଏର ଅପରାଧିକ ମାମଲା ହାଇକୋର୍ଟରେ ଖାରଜ। ଏଭଳି ମାମଲା ପ୍ରେସ୍ ସ୍ବାଧିନତା ଉପରେ ନକାରାତ୍ମକ ପ୍ରଭାବ ପକାଇବ କହିଛନ୍ତି ହାଇକୋର୍ଟ । ଏପଟେ ହାଇକୋର୍ଟଙ୍କ ଏ ନିଷ୍ପତ୍ତିକୁ ଗଣମାଧ୍ୟମର ବିଜୟ ବୋଲି ମତ ରଖିଛନ୍ତି ବରିଷ୍ଠ ସାମ୍ବାଦିକ।
ନିଜ କର୍ତ୍ତବ୍ୟ ନିଷ୍ଠା ଓ ସାହସିକତା ପାଇଁ ଓଡ଼ିଶାରେ ଘରେ ଘରେ ପରିଚିତ ଥିଲେ ଅରିନ୍ଦମ।
ଶୋକାକୂଳ ପରିବେଶ ଭିତରେ ଆତ୍ମୟୀଙ୍କ ଗହଣରେ ଓଟିଭିର ରାୟଗଡ଼ା ପ୍ରତିନିଧି ମନୋଜ ପାତ୍ରଙ୍କ ଅନ୍ତିମସଂସ୍କାର ସରିଛି.. ଗତକାଲି ବ୍ରହ୍ମପୁର ବଡ଼ ମେଡିକାଲରେ ୫୫ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିଲା..
‘କେନ୍ଦୁଝରରୁ ଭୁବନେଶ୍ୱର ଯାଇ ଆଜି ସାରା ରାଜ୍ୟକୁ ସେ ଦୋହଲେଇ ଦେଇଛି। କେନ୍ଦୁଝର ମାଟି ପାଇଁ ସେ ବହୁତ କିଛି କରିବାକୁ ଚାହିଁଛି’।
ଆଖିରେ ଲୁହ, ଛାତିରେ କୋହ ତଥାପି ନିଜକୁ ସମ୍ଭାଳି ନେଇଥିଲେ ମନୋରଞ୍ଜନ। ଏମିତିକି ଏ ଦୁଃଖଦ ଖବର ଶୁଣି ସେତେବେଳେ ଖୋଲାକଥାର ହଟ୍ସିଟ୍ରେ ବସିଥିବା ଅତିଥି ତଥା ବରିଷ୍ଠ କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି କାର୍ଯ୍ୟକ୍ରମ ଅନ୍ୟ କେଉଁ ଦିନ କରିବାକୁ ଅନୁରୋଧ କରିଥିଲେ।