• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Paddy Procurement

Farmers oppose new norms in paddy procurement in Odisha
ଯୋଗାଣ ବିଭାଗର ସଂଶୋଧିତ ନିୟମକୁ ନେଇ ଚାଷୀ କୂଳ ଖପ୍ପା

ରବି ଧାନ ସଂଗ୍ରହ ପୂର୍ବରୁ ଯୋଗାଣ ବିଭାଗର ସଂଶୋଧିତ ନିୟମକୁ ଚାଷୀଙ୍କ ବିରୋଧ। ପରିବର୍ତ୍ତିତ ନିୟମରେ କ୍ଷତି ସହିବେ ଚାଷୀ, ଆଉ ମିଲର ଲାଭବାନ ହେବା ନେଇ ଚାଷୀଙ୍କ ଅଭିଯୋଗ।

Paddy Procurement
୯୦% ଜମିରେ ନାହିଁ ଧାନ ଚାଷର ନାଁ ଗନ୍ଧ

ପ୍ରତିବର୍ଷ ଚାଷ ଜମି କମୁଛି, ହେଲେ ଧାନ ବିକିବା ପାଇଁ ପଞ୍ଜୀକରଣ କିନ୍ତୁ କମୁନି..ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ରେକର୍ଡ ସଂଖ୍ୟକ ପଞ୍ଜୀକରଣକୁ ଦେଖି ସରକାର, ପଞ୍ଜୀକୃତ ଚାଷ ଜମିର ସାଟେଲାଇଟ୍ ସର୍ବେକ୍ଷଣ କରୁଛନ୍ତି

Paddy Procurement
ସାଟେଲାଇଟ୍ ସର୍ବେକ୍ଷଣରେ ଚାଂଚଲ୍ୟକର ତଥ୍ୟ; ୯୦% ଜମିରେ ନାହିଁ ଧାନ ଚାଷର ନାଁ ଗନ୍ଧ

ନୀଳଗିରି ଚାଷ ଜମିରେ ଚାଲିଛି ସାଟେଲାଇଟ୍ ସର୍ବେକ୍ଷଣ । କେଉଁଠି ସମବାୟ ସମିତିର କର୍ମଚାରୀ ତ ଆଉ କେଉଁଠି, ରାଜସ୍ୱ ନୀରିକ୍ଷକ ବିଲ ଭିତରକୁ ଯାଇ ଫିଜିକାଲ ସର୍ବେକ୍ଷଣରେ ଲାଗି ପଡିଛନ୍ତି ଅଧିକାରୀ ।

Special story
ବରଗଡ଼ରେ ଫେଲ୍ ମାରିଛି ସରକାରଙ୍କ ଧାନକିଣା ନୀତି

ଇଡଲି ତଥା ଦୋସା ଲାଗି ଆବଶ୍ୟକ ହେଉଥିବା ମୋଟା ଚାଉଳ ଯୋଗୁଁ ଆକାଶଗଙ୍ଗା ଓ ୧୦୧ ଭେରାଇଟି ଧାନକୁ ଚାଷୀଙ୍କୁ ଟିକେ ଅଧିକା ପଇସା ଦେଇ କିଣି ନେଉଛନ୍ତି ଦଲାଲ । ଆଉ ଏପଟେ ମଣ୍ଡିରେ ନୟାନ୍ତ ହେବା ଅପେକ୍ଷା ଅଧିକ ଦିପଇସା ପାଇ ଚାଷୀ ବି ବେଶ୍ ଖୁସ୍ ।

Irregularities in paddy procurement in Bhadrak, farmers suffer
ହଜାର ହଜାର କ୍ୱିଣ୍ଟାଲ ଧାନ ରେକର୍ଡରୁ ଗାଏବ, ଯାଞ୍ଚ ବେଳେ ଧରାପଡ଼ିଲା ସତ...

କେଉଁଠି ଅଭାବୀ ବିକ୍ରିର ଶିକାର ହେଉଛି ଅନ୍ନଦାତା ତ ପୁଣି କେଉଁଠି ଋଣ ଭାର ଶୁଝିବାକୁ ବର୍ଷକର ଅମଳକୁ ଶାଗ ମାଛ ଦରରେ ବିକ୍ରି କରୁଛନ୍ତି। ସରକାରୀ ଧାନ କିଣା ପ୍ରକ୍ରିୟା ଫେଲ୍ ଯୋଗୁ ଚାଷୀର ଆର୍ଥିକ ମେରୁଦଣ୍ଡ ଭାଙ୍ଗି ଯାଇଛି। 

Paddy procurement
ଧାନ ସଂଗ୍ରହ ଆରମ୍ଭରୁ ଟୋକନ ଅବ୍ୟବସ୍ଥା, ବଢୁଛି ଚାଷୀ ଅସନ୍ତୋଷ

ସରକାରଙ୍କ ନୂଆ ଟୋକନ ବ୍ୟବସ୍ଥା ଚାଷୀଙ୍କୁ ଜଟିଳ ସମସ୍ୟାରେ ପକାଇଛି। ହେକ୍ଟର ପ୍ରତି ଚାଷୀଙ୍କୁ ୫ରୁ ୧୦ କ୍ୱିଣ୍ଟାଲ ଧାନ ବିକ୍ରି ପାଇଁ ଟୋକନ ଆସିଛି। ଯାହାକୁ ନେଇ ବରଗଡରେ ଦେଖା ଦେଇଛି ଚାଷୀ ଅସନ୍ତୋଷ।

Irregularities Alleged In Paddy Supply
ରାଜ୍ୟରୁ କେବେ ଦୂର ହେବ ମଣ୍ଡି ଅବ୍ୟବସ୍ଥା ?

ଚାଷୀଙ୍କୁ ଘାରିଛି ମଣ୍ଡି ଅବ୍ୟବସ୍ଥା । ମଣ୍ଡିରେ ଶହଶହ ବସ୍ତା ଧାନ ପଡି ପଡି ଗଜା ହେଉଥିବାବେଳେ ମିଲର ଧାନ ଉଠାଉନଥିବାରୁ ସୋସାଇଟି ମଧ୍ୟ ଧାନ କିଣୁନାହାନ୍ତି । ଏହାର ଫାଇଦା ଉଠାଇ ଅସାଧୁ ଧାନ ବେପାରୀ କମ୍ ଦାମରେ ଚାଷୀଙ୍କ ଧାନ କିଣି ମାଲାମାଲ୍ ହେଉଛନ୍ତି । ଭଦ୍ରକ ଜିଲ୍ଲ ପଳାଶପୁର ସୋସାଇଟିରୁ ଏଭଳି ଘଟଣା ସାମ୍ନାକୁ ଆସିଛି ।

Ranendra Pratap Swain
ପାଣିପାଗ ଯୋଗୁଁ ମଣ୍ଡି ସମସ୍ୟା ହୋଇଥିବା ସ୍ୱୀକାର କଲେ ମନ୍ତ୍ରୀ

ଯେଉଁଠି ସମସ୍ୟା ଦେଖାଦେଉଛି, ସେଠାରେ ବିଭାଗ ଯୁଦ୍ଧକାଳୀନ ଭାବେ ସାମ୍ନା କରୁଛି ଏବଂ ଚାଷୀଙ୍କର ସୁବିଧା ହେବା ଭଳି ସବୁ ପ୍ରକାର ବ୍ୟବସ୍ଥା କରାଯାଉଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି ।

Paddy Procurement (Bar) With No Buyers At Mandis, Sonepur Farmers Worried
ମଣ୍ଡିରୁ ଉଠୁନି ଧାନ ।

ସେପଟେ ମାଡ଼ି ଆସିଲାଣି ବର୍ଷା । ଧାନ ବିକ୍ରି କରିବା ପାଇଁ ଚାଷୀ ଟୋକନ ପାଇଛିି । ମାତ୍ର ଧାନ ବିକ୍ରି ହୋଇନପାରିବା ଯୋଗୁଁ ୧୦ ଦିନ ହେଲାଣି ଖୋଲା ଆକାଶ ତଳେ ପଡ଼ି ରହିଛି । ଏଭଳି ଅଚଳାବସ୍ଥା ଦେଖିବାକୁ ମିଳିଛି ସୁବର୍ଣ୍ଣପୁର ବିନିକା ଶଙ୍କରା ମଣ୍ଡିରେ । ମିଲର୍ସ ମଣ୍ଡିକୁ ଧାନ କିଣିବାକୁ ଆସୁନଥିବାରୁ ଧାନ ଉଠୁନଥିବା ଅଭିଯୋଗ ହୋଇଛି ।

Dhana Mandi
ଚାଷୀଙ୍କ ସମସ୍ୟାର ସମାଧାନ କେବେ ହେବ ?

ଚାଷୀଙ୍କ ସମସ୍ୟାର ସମାଧାନ କେବେ ହେବ ? ଧାନମଣ୍ଡି ଅବ୍ୟବସ୍ଥାକୁ ନେଇ ଉଦବେଗ ପ୍ରକାଶ କଲା ବିଧାନସଭାର ଷ୍ଟାଣ୍ଡିଂ କମିଟି ।

Dhana Mandi
ମଣ୍ଡି ଖୋଲୁ ଖୋଲୁ ଚାଷୀ ଅସନ୍ତୋଷ, ଅବ୍ୟବସ୍ଥା ମଧ୍ୟରେ ଆରମ୍ଭ ହେଲା ଧାନ କିଣା

୨ ହଜାର ୪୦୪କୁ ଛାଡ଼ି ବାକି ପିପିସିର ନିଜସ୍ୱ ଜାଗା ନାହିଁ । କିଏ RMC ମାର୍କେଟ୍ ୟାର୍ଡ ବ୍ୟବହାର କରୁଛନ୍ତି, ତ ଆଉ କିଏ ସରକାରୀ ଓ ଘରୋଇ ଜାଗା ।

Paddy Procurement
ଖରିଫ ଧାନ ସଂଗ୍ରହ: ଉଚିତ ମୂଲ୍ୟ ନିର୍ଦ୍ଧାରଣ ପାଇଁ ପାଶୱାନଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ଖରିଫ ଧାନ ସଂଗ୍ରହର ଉଚିତ ମୂଲ୍ୟ ନିର୍ଦ୍ଧାରଣ ପାଇଁ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରୀ ରାମ ବିଳାସ ପାଶୱାନଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୨୦୦୩-୦୪ ବର୍ଷରେ ରାଜ୍ୟରେ ୬୦ହଜାର ମେଟ୍ରିକ ଟନ୍ ଧାନ ସଂଗ୍ରହ ହୋଇଥିବା ବେଳେ ୨୦୧୬-୧୭ବର୍ଷରେ ଏହା ବୃଦ୍ଧି ପାଇ ୫୨ଲକ୍ଷ ମେଟ୍ରିକ ଟନରେ ପହଞ୍ଚିଛି। ଚଳିତ ବର୍ଷ ୩୪ଲକ୍ଷ ମେଟ୍ରିକ ଟନ୍ ଧାନ ସଂଗ୍ରହ ସରିଲାଣି ଏବଂ ରବି ଧାନ ସଂଗ୍ରହ ପ୍ରକ୍ରିୟା ମେ ପହିଲାରୁ […]