• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Padma Awards 2021

Padma Awards 2021
ସ୍କୁଲ ମାଟି ମାଡ଼ି ନାହାନ୍ତି ପଦ୍ମଶ୍ରୀ ତୁଳସୀ, ହେଲେ ମେଡିସିନାଲ ପ୍ଲାଣ୍ଟ ବିଷୟରେ ସବୁ ଜାଣନ୍ତି

ପଦ୍ମଶ୍ରୀ ତୁଲସୀ ଗୌଡ଼ା । ଚାଷ ଜମିରୁ ଜଙ୍ଗଲ ଆଉ ଜଙ୍ଗଲରୁ ରାଷ୍ଟ୍ରପତି । ନିଜ ଘରେ ଯେମିତି ରାଷ୍ଟ୍ରପତି ଭବନକୁ ବି ଆସିଲେ ସେମିତି । ଖାଲି ପାଦ, ଦେହରେ ଆଦିବାସଙ୍କ ପାରମ୍ପରିକ ଶାଢ଼ି, ବେକରେ ଗାମୁଛା । ଗତକାଲି ଏଭଳି ଭାବରେ ରାଷ୍ଟ୍ରପତି ଭବନରେ ପଦ୍ମଶ୍ରୀ ସମ୍ମାନ ଗ୍ରହଣ କରିଛନ୍ତି ୭୨ ବର୍ଷିୟ ଜଙ୍ଗଲ ପ୍ରେମୀ ତୁଲସୀ ଗୌଡ଼ା ।