• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Padma Shri Prafulla Kar S Mortal

Padma Shri Prafulla Kar's Mortal
ପଞ୍ଚଭୂତରେ ବିଲୀନ ଶତ ଶତ ସୁରିଲା ଗୀତର ଯାଦୁଗର ପଦ୍ମଶ୍ରୀ ପ୍ରଫୁଲ୍ଲ କର

ସେ ଗୀତରେ ଅମର । ସଂଗୀତରେ ମଧ୍ୟ ଅମର । ସ୍ୱରରେ ବି ଅମର । ସିଏ ହେଉଛନ୍ତି ପ୍ରଫୁଲ୍ଲ କର । କମଳ ଦେଶର ରାଜକୁମାର ଗତକାଲି ୮୩ବର୍ଷ ବୟସରେ ପରପାରିକୁ ବାହୁଡ଼ିବା ପରେ ଆଜି ପଞ୍ଚଭୂତରେ ବିଲୀନ ହୋଇଛନ୍ତି ।