ପରବର୍ତ୍ତୀ ସମୟରେ ଲୋପ ପାଇଯାଉଥିବା ପ୍ରାୟ ୧୦୦ରୁ ଉର୍ଦ୍ଧ୍ୱ ଦେଶୀ ବିହନ କିସମର ସଂରକ୍ଷଣ ତଥା ଜୈବିକ ଚାଷ କରି ଲୋକ ଲୋଚନକୁ ଆସିଥିଲେ । ସେ ସଂରକ୍ଷିତ କରିଥିବା ଧାନ କିସମମଧ୍ୟରେ ରହିଛି ହଳଦୀଗଣ୍ଠି, ଝିଲି, ସପୁରି, ବୃଦ୍ଧମଣି, କଳାଜିରା, ମାଛକଣ୍ଟା, ଲଦିଆରୀ, କାଲାମଲ୍ଲିକ ପ୍ରଭୃତି।
କଟକ SCB ମେଡିକାଲ୍ରୁ ଡିସଚାର୍ଜ ବେଳେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ସହ ଜଣେ ସମାଜସେବୀ ମମତା ବେହେରା ନାଚୁଥିବା ଭିଡିଓ ଭାଇରାଲ୍ ହୋଇଥିଲା।
ଆଗାମୀ ଦିନରେ ପରଜା ସମାଜ ରାଜରାସ୍ତାକୁ ଓହ୍ଲେଇବେ ବୋଲି ଚେତାବନୀ ଦେଇଛି।
ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସ୍ୱତନ୍ତ୍ର କେବିନ୍ରେ ତାଙ୍କୁ ଚିକିତ୍ସା କରୁଛନ୍ତି ଡାକ୍ତର ।