କଟକର ବସ୍ତିରେ ରହୁଥିବା ଗରିବ ପରିବାରର ପିଲାଙ୍କୁ ମାଗଣାରେ ଶିକ୍ଷାଦାନ ନେଇ ପ୍ରକାଶ ରାଓ ଯେଉଁ ନିଆରା ପ୍ରୟାସ କରିଥିଲେ, ତାକୁ ପୂରଣ କରିବା ଏବେ ଭାନୁପ୍ରିୟାଙ୍କ ଲକ୍ଷ୍ୟ ।