ଶାହାବାଜ୍ ଶରିଫଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏବେ ପାକିସ୍ତାନ ଗଣମାଧ୍ୟମରେ ଜୋରଦାର ଚର୍ଚ୍ଚା ଚାଲିଛି । ଜଣେ ପ୍ରଧାନମନ୍ତ୍ରୀଙ୍କଠାରେ ଏହା ଶୋଭନୀୟ ନୁହେଁ ବୋଲି ଅନେକ ଉଲ୍ଲେଖ କରିଛନ୍ତି ।