ଅଭିଯୁକ୍ତଙ୍କ ମଧ୍ୟରେ ଜଣେ ITI ଶିକ୍ଷକ ଥିବା ଜଣା ପଡ଼ିଛି । STFର ସୂଚନା ଅନୁସାରେ ଏମାନେ ଅନ୍ୟମାନଙ୍କ ନାଁରେ ବିପୁଳ ପରିମାଣରେ ପ୍ରିଆକ୍ଟିଭ୍ ସିମ୍ କିଣୁଥିଲେ । ସେଥିରୁ OTP ଜେନେରେଟ୍ କରି ଭାରତରେ ଥିବା ପାକିସ୍ତାନୀ ଏଜେଣ୍ଟଙ୍କୁ ବିକ୍ରି କରୁଥିଲେ ।
ଗିରଫ ହେବାରେ ଇମ୍ରାନ ଖାନ୍ ପ୍ରଥମ ନୁହଁନ୍ତି । ଆଗରୁ ବି ଗିରଫ ହୋଇଛନ୍ତି ଓ ଜେଲ୍ ଯାଇଛନ୍ତି ପାକିସ୍ତାନର ଅନେକ ପ୍ରଧାନମନ୍ତ୍ରୀ
ଇସ୍ଲାମାବାଦ୍ ହାଇକୋର୍ଟ ବାହାରେ ତାଙ୍କୁ ଗିରଫ କରାଯାଇଛି ।
ଟେରିଟୋରିଆଲ ଆର୍ମିର ମହିଳା ଅଧିକାରୀଙ୍କୁ ନିଯୁକ୍ତି ପ୍ରସ୍ତାବକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ମଞ୍ଜୁରୀ ।
ପାକିସ୍ତାନର ସ୍ୱାତରେ ଭୟଙ୍କର ବିସ୍ଫୋରଣ। ଏଥିରେ ୧୨ ପୋଲିସ୍ ଅଧିକାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦ରୁ ଅଧିକ ଆହତ ହୋଇଛନ୍ତି।
ଯେଉଁ ସାପକୁ ଦିନେ ଘରେ ପାଳିଥିଲା ତାହାରି ଚୋଟରେ ଆଜି ଘାଇଲା ପାକିସ୍ତାନ। ଆତଙ୍କବାଦୀଙ୍କ ଭୂସ୍ୱର୍ଗ କୁହାଯାଉଥିବା ପାକିସ୍ତାନ ଏବେ ନିଜେ ଆତଙ୍କୀଙ୍କ ହମଲାରେ ଲହୁଲୁହାଣ । ଏନେଇ ସଦ୍ୟ ପ୍ରକାଶିତ ଏକ ରିପୋର୍ଟରେ ପାକିସ୍ତାନର ଅସଲ ଚେହେରା ସାମ୍ନାକୁ ଆସିଛି ।
କ୍ଷୀର ଲିଟର ୨୫୦, ଚିକେନ୍ କେଜି ୭୮୦, ମଉଳିବାରେ ଲାଗିଛି IMF ପ୍ୟାକେଜ୍ ଆଶା । ତେଣେ କାଙ୍ଗାଳ ଦେଶକୁ ଲଜ୍ଜିତ କଲା ତୁର୍କୀକୁ ରିଟର୍ଣ୍ଣ ରିଲିଫ ଖୁଲାସା ।
ଜାତୀୟ ଓ ଅନ୍ତର୍ଜାତୀୟ ଗଣମାମଧ୍ୟରେ ପ୍ରକାଶ ପାଇଥିବା ରିପୋର୍ଟ ଅନୁସାରେ ନିକଟରେ ଭୂକମ୍ପ କ୍ଷତିଗ୍ରସ୍ତ ତୁର୍କୀକୁ ରିଲିଫ୍ ସାମଗ୍ରୀ ପଠାଇଥିଲା ପାକିସ୍ତାନ ।
ତୈଳଦରରେ ରେକର୍ଡ ବୃଦ୍ଧି ପାକିସ୍ତାନବାସୀଙ୍କ ଅର୍ଥନୈତିକ ମେରୁଦଣ୍ଡକୁ ଆହୁରି ଦୋହଲାଇ ଦେଇଛି । ପାକିସ୍ତାନରେ ପେଟ୍ରୋଲ ଲିଟର ପିଛା ପ୍ରାୟ ୨୨ ଟଙ୍କା ବଢ଼ି ୨୭୨ ଟଙ୍କାରେ ପହଞ୍ଚିଛି ।
ଦିନେ ଟିଟିପି ସଂଗଠନକୁ ନିଜେ ପାକିସ୍ତାନ ପ୍ରୋତ୍ସାହନ ଦେଇଥିଲା, ହେଲେ ଏବେ ବାଜି ଓଲଟିଯାଇଛି
ପେଶୱାରରେ ଏକ ଶକ୍ତିଶାଳୀ ଆତ୍ମଘାତୀ ବିସ୍ଫୋରଣ ହୋଇଛି। ଖବର ଅନୁଯାୟୀ ଏକ ଉଚ୍ଚ ସୁରକ୍ଷା ଅଞ୍ଚଳରେ ଜନଗହଳି ଥିବା ଏକ ମସ୍ଜିଦ୍ରେ ଅପରାହ୍ନରେ ପ୍ରାର୍ଥନା ବେଳେ ଆତ୍ମଘାତୀ ବିସ୍ଫୋରଣ ହୋଇଛି।
ଚୁକ୍ତି ଉଲ୍ଲଂଘନ ପାଇଁ ନୋଟିସ୍ ପଠାଇଲା ଭାରତ, ଆଲୋଚନା ପାଇଁ ଦେଲା ୯୦ ଦିନର ମହଲତ୍
ଅଭାବ ଅନଟନ ଓ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ସମସ୍ୟା ଥମିବାର ନାଁ ଧରୁନି। ଆଜି ସକାଳେ ପାକିସ୍ତାନରେ ବଡ ଧରଣର ବିଦ୍ୟୁତ୍ ବିଭ୍ରାଟ ହୋଇଛି।
ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ କଥା ଲଙ୍କାରେ ହରିଶବ୍ଦ ଭଳି ଲାଗୁଛି ।
ଅବଦୁଲ ଲସ୍କର-ଇ-ତୋଇବା ମୁଖ୍ୟ ହାଫିଜ୍ ସଇଦ୍ର ସମ୍ପର୍କୀୟ ।
ୟେ ଦିଲ୍ ମାଙ୍ଗେ ମୋର୍ ! ନୂଆବର୍ଷରେ ପାକିସ୍ତାନୀ ବ୍ୟକ୍ତିଙ୍କ ଘରକୁ ଆସିଲା ୬୦ ନମ୍ବର ଛୁଆ ।
ମୃତ୍ୟୁକୁ ପାକିସ୍ତାନୀ ଲୋକଙ୍କ ଖୋଲାଖୋଲି ନିମନ୍ତ୍ରଣ ! ସରକାରଙ୍କୁ ଲୋକଙ୍କ କଥା ଚିନ୍ତା ନାହିଁ । ଦରଦାମ ହୁ ହୁ ହୋଇ ବଢ଼ୁଥିବା ବେଳେ ପଲିଥିନରେ ଏଲପିଜି ଗ୍ୟାସ୍ କିଣୁଛନ୍ତି ପାକିସ୍ତାନୀ ।
ମହିଳାଙ୍କୁ ଏପରି ନୃଶଂସ ଭାବରେ ହତ୍ୟା କରାଯାଇଛି, ଶୁଣିଲେ ଲୋମ ଟାଙ୍କୁରି ଉଠିବ ।
ଅନ୍ତର୍ଜାତୀୟ ଗଣମାଧ୍ୟମରୁ ମିଳିଥିବା ସୂଚନା ଅନୁସାରେ କରାଚିରେ ବର୍ତ୍ତମାନ ସମୟରେ ଅଟା କିଲୋର ଦାମ୍ ୧୨୫ ଟଙ୍କା ରହିଛି। ଯାହାକି ଇସଲାମବାଦ ଓ ପଞ୍ଜାବ ପ୍ରଦେଶ ତୁଳନାରେ ପାଖାପାଖି ୧୦୦ ପ୍ରତିଶତ ଅଧିକ।
ପାକିସ୍ତାନ ସ୍ଥିତି ସଙ୍ଗୀନ...୨୦ କିଲୋ ଅଟାକୁ ୨୫ ଶହ ଟଙ୍କାରେ କିଣୁଛନ୍ତି ଲୋକ...ଚିନ୍ତାରେ ପାକ୍ବାସୀ
ଆତଙ୍କୀ ଆକ୍ରମଣ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ତାଙ୍କ ଦେଶବାସୀଙ୍କ ଉଦ୍ଦେଶ୍ୟରେ ମନ୍ତବ୍ୟ ପାକିସ୍ତାନର ଦୋମୁହାଁ ନୀତିକୁ ପଦାକୁ ଆଣିଛି
ଭାରତୀୟ ସୀମା ସୁରକ୍ଷା ବଳ (ବିଏସଏଫ) ର ଜଣେ ଯବାନଙ୍କୁ ପାକ୍ ରେଞ୍ଜର୍ସ କାବୁ କରିଥିବାର ବିଏସ୍ଏଫ୍ ସୂତ୍ରରୁ ଜଣାପଡ଼ିଛି ।
ପୁଲଓ୍ୱାମା ହମଲା ବେଳେ ISI ମୁଖ୍ୟ ଥିଲେ ପାକ୍ର ନୂଆ ସେନା ମୁଖ୍ୟ ମୁନୀର