ହାଫିଜ ବିରୋଧରେ ଭାରତରେ ଅନେକ ମାମଲା ଥିବା ବେଳେ, ପାକିସ୍ତାନ ହାଫିଜକୁ ଭାରତକୁ ହସ୍ତାନ୍ତର କଲେ ଏଠାରେ ତା’ର ବିଚାର ହେବ । ଲସ୍କର-ଇ-ତୋଏବା ଆତଙ୍କୀ ସଂଗଠନର ପ୍ରତିଷ୍ଠାତା ହେଉଛି ହାଫିଜ ସୟିଦ୍।
ପାକିସ୍ତାନରେ ୮ ଫେବୃଆରୀ ୨୦୨୪ରେ ସାଧାରଣ ନିର୍ବାଚନ ହେବ। ୧୬ ଫେବୃଆରୀରେ ୧୬ତମ ଜାତୀୟ ବିଧାନସଭା ନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏଥିପାଇଁ ନାମାଙ୍କନ ପ୍ରକ୍ରିୟା ଚାଲିଛି। ପାକିସ୍ତାନରେ ପ୍ରଥମ ଥର ପାଇଁ ଜଣେ ହିନ୍ଦୁ ମହିଳା ବିଧାନସଭା ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି।
ପାକିସ୍ତାନରେ ଦାଉଦ୍ଙ୍କୁ ବିଷ ଦିଆଯାଇଥିବା ଖବର ପ୍ରସାରିତ ହେବା ପରେ ସେଠାରେ ହଲଚଲ୍ ଆରମ୍ଭ ହୋଇଯାଇଛି। ପାକିସ୍ତାନରେ ଇଣ୍ଟରନେଟ୍ ସର୍ଭର ଡାଉନ୍ ଥିବା ଖବର ଆସିଛି।
ଅଧିକାରୀ ଜଣକ ଆହୁରି କହିଛନ୍ତି ଯେ, ଶୋଇଥିବା ସମୟରେ ଏହି ବିସ୍ଫୋରଣ ହୋଇଥିଲା । ତେଣୁ ସମସ୍ତେ ସାଧା ପୋଷାକ ପିନ୍ଧିଥିଲେ । ହେଲେ ସମସ୍ତ ମୃତକମାନେ ସାମରିକ କର୍ମଚାରୀ ବୋଲି ଅନୁମାନ କରାଯାଉଛି ।
ପାକିସ୍ତାନରେ ଧସୁଛି ଭାରତ ବିରୋଧୀ ଆତଙ୍କୀଙ୍କ ଗଡ଼ ! ଗଡୁଛି ଜଣକ ପରେ ଜଣେ ମୋଷ୍ଟ ୱାଣ୍ଟେଣ୍ଡର ମୁଣ୍ଡ ...କିଏ ନେଉଛି ଜୀବନ, କାହା ନିର୍ଦ୍ଦେଶରେ ହେଉଛି ହତ୍ୟା?
ଟିଟିପିର କ୍ରମାଗତ ଆକ୍ରମଣରେ କ୍ଷୁବ୍ଧ ଇସଲାମାବାଦ...ପାକିସ୍ତାନ ସେନାକୁ ‘ତେହରିକ-ଏ-ତାଲିବାନ’ର ଟାର୍ଗେଟ...ଟିଟିପି’ର କ୍ରମାଗତ ଆକ୍ରମଣରେ କ୍ଷୁବ୍ଧ ଇସଲାମାବାଦ....
ଏହି ବିଜୟ ସହ ପୁଣି ସେମିଫାଇନାଲ ରେସ୍କୁ ଫେରିଛି ପାକିସ୍ତାନ । ଉଭୟ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ ୪ଟି ବିଜୟ ଓ ୪ଟି ପରାଜୟ ସହିତ ସମାନ ପଏଣ୍ଟ ପାଇଛନ୍ତି। ଭଲ ରନ୍ ରେଟ୍ ଯୋଗୁଁ ନ୍ୟୁଜିଲାଣ୍ଡ ଚତୁର୍ଥ ଓ ପାକିସ୍ତାନ ପଞ୍ଚମ ସ୍ଥାନରେ ଅଛି ।
କେଉଁଠି ରହିବେ, କ’ଣ ଖାଇବେ, କେମିତି ବଞ୍ଚିବେ । ଅସୁମାରୀ ପ୍ରଶ୍ନର ବୋଝ ବୋହି ସୀମା ମୁହାଁ ହେଉଛନ୍ତି ହଜାର ହଜାର ଆଫଗାନ ଶରଣାର୍ଥୀ ।
ପାକିସ୍ତାନରେ ଆସନ୍ତା ବର୍ଷ ଫେବୃଆରୀ ୮ରେ ହେବ ସାଧାରଣ ନିର୍ବାଚନ । ଏ ନେଇ ସୋସିଆଲ ମିଡିଆ ଏକ୍ସ ଯୋଗେ ମଧ୍ୟ ପାକିସ୍ତାନ ରାଷ୍ଟ୍ରପତି ସୂଚନା ଦେଇଛନ୍ତି ।
ସୁଧୁରୁନି ପାକିସ୍ତାନର ସଙ୍କଟଜନକ ସ୍ଥିତି । ଖାଦ୍ୟ ସାମଗ୍ରୀର ଦାମ୍ଆକାଶ ଛୁଆଁ ହେବା ପରେ ଏବେ ଚିନ୍ତା ବଢ଼ାଇଲାଣି ଇନ୍ଧନ ।
ଦେଶ ମଧ୍ୟରେ ଉଡାଣ କରୁଥିବା ୧୩ଟି ବିମାନ ବାତିଲ ହୋଇଛି । ବିଦେଶକୁ ଯାତ୍ରା କରୁଥିବା ୧୧ଟି ବିମାନ ଉଡ଼ାଣ ମଧ୍ୟ ରଦ୍ଦ ହୋଇଛି ।
ଆମେ ଭାରତ ଓ ପାକିସ୍ତାନ କ୍ରିକେଟ ଇତିହାସକୁ ଦେଖିବା ତାହାଲେ ଏହି ଦୁଇ ଦଳ ମଧ୍ୟରେ ପ୍ରଥମ ମ୍ୟାଚ୍ ୧୯୫୨ରେ ଖେଳାଯାଇଥିଲା। ଏହା ଏକ ଟେଷ୍ଟ ମ୍ୟାଚ୍ ଥିଲା।
ଭାରତ-ପାକିସ୍ତାନ ହାଇଭୋଲଟେଜ୍ ମ୍ୟାଚ୍ ପୂର୍ବରୁ ଅହମ୍ମଦାବାଦ ହସ୍ପିଟାଲରେ ବଢ଼ିବାରେ ଲାଗିଛି ରୋଗୀଙ୍କ ସଂଖ୍ୟା। ସାଧାରଣତଃ ଅସୁସ୍ଥତା ଯୋଗୁଁ ଲୋକେ ହସ୍ପିଟାଲରେ ଭର୍ତ୍ତି ହୋଇଥାନ୍ତି।
ବିସ୍ଫୋରଣରେ ମୃତ୍ୟୁବରଣ କରିଥିବା ପୋଲିସ୍ ଅଫିସର ହେଉଛନ୍ତି ଡିଏସ୍ପି ନୱାଜ ଗଶ୍କୋରି। ଅନ୍ୟପକ୍ଷରେ ଏହି ବିସ୍ଫୋରଣରେ ଆହତ ହୋଇଥିବା ଲୋକମାନଙ୍କୁ ନିକଟରେ ଥିବା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ଲାଇଭ୍ ଟିଭି ଶୋ’ରେ ଏଭଳି ଘଟଣା ଏବେ ଚାରିଆଡ଼େ ଚର୍ଚ୍ଚାର ବିଷୟ ପାଲଟିଛି । ଏହା ପ୍ରଥମ ଘଟଣା ନୁହେଁ ଏହାପୂର୍ବରୁ ବି ସମାନ ଘଟଣା ପାକିସ୍ତାନରେ ଘଟିଛି ।
ମିଳିଥିବା ସୂଚନା ଅନୁସାରେ ବିଦେଶରେ ଗିରଫ ହୋଇଥିବା ଭିକାରୀମାନଙ୍କ ମଧ୍ୟରୁ ୯୦ ପ୍ରତିଶତ ପାକିସ୍ତାନର। ପାକିସ୍ତାନରୁ ବହୁ ସଂଖ୍ୟାରେ ଭିକାରୀ ଏବେ ଇରାନୀ ଓ ସାଉଦି ଆରବ ଜେଲରେ ରହିଛନ୍ତି।
ବାସ୍ତବରେ ଭିସା ପାଇବାରେ ବିଳମ୍ବ ହେତୁ ପାକିସ୍ତାନ କ୍ରିକେଟ ବୋର୍ଡ ଆଇସିସି ପାଖରେ ଅଭିଯୋଗ କରିଥିଲା। ଭିସା ବିଳମ୍ବ ହେତୁ ପାକିସ୍ତାନ ଦଳର ଅଭ୍ୟାସ ଉପରେ ପ୍ରଭାବ ପଡ଼ିପାରେ ବୋଲି ଆଇସିସି ନିକଟରେ ଅଭିଯୋଗ କରିଥିଲା ପିସିବି
କ୍ରିକେଟ ପାକିସ୍ତାନର ରିପୋର୍ଟ ଅନୁସାରେ, ଗତ ଚାରି ମାସ ମଧ୍ୟରେ ପାକିସ୍ତାନ କ୍ରିକେଟ ବୋର୍ଡ ଖେଳାଳିଙ୍କୁ ନା ମ୍ୟାଚ୍ ଫି’ ଦେଇଛି ନା ମାସିକ ଦରମା ପ୍ରଦାନ କରିଛି । ଏଭଳି ପରିସ୍ଥିତିରେ ଯୁବ ଖେଳାଳିଙ୍କ ଆଗରେ ଆର୍ଥିକ ସମସ୍ୟା ଉପୁଜିଛି ।
ଉଦ୍ଧବ ଶିବସେନା ବି ଏହି ମନ୍ତବ୍ୟକୁ ସମର୍ଥନ କରିଛିା ଭାରତ-ପାକିସ୍ତାନ ମ୍ୟାଚ୍ କୁ ରଦ୍ଧ କରିବା ସହ ସବୁ ପ୍ରକାର ସମ୍ପର୍କ ଭାଙ୍ଗିବାକୁ ଦାବି କରିଛି ଦଳା
ମଟନ ବିରିୟାନୀ ପାଇଁ ଝଗଡ଼ା । ଅତିଥି ମଟନ ବିରିୟାନୀ ଖାଉଥିବା ବେଳେ ସେଥିରୁ ମଟନ ନ ବାହାରିବାରୁ ପାଟିଟୁଣ୍ତ ଲାଗିଲା । ତା’ପରେ..
ଆଜି ପାକିସ୍ତାନର ବାଲୋଚିସ୍ତାନ ପ୍ରଦେଶରେ ସଶସ୍ତ୍ର ବିଦ୍ରୋହୀମାନେ ଚୀନ୍ ଇଞ୍ଜିନିୟର୍ମାନଙ୍କର ଗାଡ଼ି ଉପରେ ଆକ୍ରମଣ କରିଥିବା କଥା ‘ଦି ବାଲୋଚିସ୍ତାନ୍ ପୋଷ୍ଟ୍’ ରିପୋର୍ଟ କରିଛି।
ଅଗଷ୍ଟ ୩୦ରୁ ଆରମ୍ଭ ହେବାକୁ ଥିବା ଏସିଆ କପ୍ ୨୦୨୩ ରେ ଟିମ୍ ଇଣ୍ତିଆର ଜର୍ସିରେ ପାକିସ୍ତାନର ନାମ ରହିପାରେ । ଏନେଇ ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।
ଏବେ ଘୋର ରାଜନୈତିକ ଅସ୍ଥିରତା ଏବଂ ଅର୍ଥନୈତିକ ସଂକଟ ଦେଇ ଗତି କରୁଛି ପାକିସ୍ତାନ। ଲୋକେ ଭୋକରେ ଡହଳବିକଳ ହେଉଥିବା ବେଳେ, ଖାଦ୍ୟଦର ଆକାଶଛୁଆଁ ।
ଚଳିତବର୍ଷ ଶେଷ ଆଡ଼କୁ ପାକିସ୍ତାନରେ ସାଧାରଣ ନିର୍ବାଚନ ହେବାକୁ ଥିବା ବେଳେ, ଦେଶର ପଲିଟିକାଲ୍ ମାହୋଲ୍ ବି ସରଗରମ ହେଉଛି। ତେବେ ରାଜନୈତିକ ସଭାରେ ଏଭଳି ଆତଙ୍କୀ ଆକ୍ରମଣ ସାରା ଦେଶକୁ ଦୋହଲାଇ ଦେଇଛି ।
ପାକିସ୍ତାନରେ ବଡ଼ ଧରଣର ବିସ୍ଫୋରଣ। ବିସ୍ଫୋରଣରେ ୪୦ ମୃତ, ୮୦ ଆହତ। ଖାଇବର ପଖତୁନଖ୍ୱାରେ ବିସ୍ଫୋରଣ ହୋଇଛି।