• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Palestine

Israel Palestine Conflict
ଇସ୍ରାଏଲରେ ଫସି ରହିଛନ୍ତି ୫୦ ଓଡ଼ିଆ ଛାତ୍ରଛାତ୍ରୀ

ଇସ୍ରାଏଲ-ହମାସ ମଧ୍ୟରେ ଭୟଙ୍କର ଯୁଦ୍ଧ । ଫସି ରହିଛନ୍ତି ୫୦ ଓଡ଼ିଆ ଛାତ୍ରଛାତ୍ରୀ । ଯୁଦ୍ଧ ଯୋଗୁ କେହି ଘରୁ ବାହାରୁନାହାନ୍ତି । ଯୁଦ୍ଧ ସାଇରନ ବାଜିଲେ ବଙ୍କର ଭିତରକୁ ଯାଉଛନ୍ତି ଲୋକେ ।

Madhura Naik
ନୃଶଂସ!! ‘ପିଲାଙ୍କ ଆଗରେ ମୋ ଭଉଣୀ-ଭିଣୋଇଙ୍କ ଜୀବନ ନେଇଗଲେ ଆତଙ୍କୀ’

ଟିଭି ଅଭିନେତ୍ରୀ ମଧୁରା ନାୟକଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

Israel Palestine Conflict
ପାଲେଷ୍ଟାଇନ୍‌କୁ ବେଞ୍ଜାମିନଙ୍କ ଚେତାବନୀ; ଆମେ ଯୁଦ୍ଧ ଆରମ୍ଭ କରିନୁ, କିନ୍ତୁ ଶେଷ କରିବୁ..

ଧୂଆଁ ଓ ନିଆଁର ସହର ପାଲଟିଛି ପୃଥିବୀର ଅନ୍ୟତମ ଭିଡ଼ବହୁଳ ଇଲାକା ଗାଜା ପଟ୍ଟି । ମାତ୍ର ୩୬୨ ବର୍ଗ କିଲୋମିଟର ଅଞ୍ଚଳରେ ରହନ୍ତି ୨୦ ଲକ୍ଷ ଲୋକ । ହମାସ୍ ଆତଙ୍କୀ ଆଡ୍ଡାକୁ ଟାର୍ଗେଟ୍ କରି ଇସ୍ରାଏଲ ଏୟାରଷ୍ଟ୍ରାଇକ୍ ଜାରି ରଖିଥିବା ବେଳେ, ବହୁ ନିରୀହ ଲୋକ ଓ ଶିଶୁ ପ୍ରାଣ ହରାଉଛନ୍ତି ।

Hamas
କୁକୁରକୁ ଗୁଳି କରି ମାରିଲେ, ଘରକୁ ନିଆଁ ଲଗାଇ ଜାଳି ଦେଲେ

ଆତଙ୍କବାଦୀ ସଂଗଠନ ହମାସ୍ ଇସ୍ରାଏଲ ନାଗରିକଙ୍କୁ ହତ୍ୟା କରିବା ସହ ସେଠାରେ ଥିବା ପଶୁମାନଙ୍କୁ ମଧ୍ୟ ଅତି ନିର୍ମମ ସହ ହତ୍ୟା କରୁଛନ୍ତି। ଇସ୍ରାଏଲର ଏକ ଘରକୁ ଜଗିଥିବା କୁକୁରକୁ ଗୁଳି କରି ହତ୍ୟା କରିଛି ହମାସ୍ ।

Hamas terrorists,
ଇସ୍ରାଏଲରୁ ଆସିଲା ଛାତିଥରା ଦୃଶ୍ୟ, ନାତୁଣୀ ସାମ୍ନାରେ ଜେଜେମା ହତ୍ୟାର ଲାଇଭ୍ ଷ୍ଟ୍ରିମିଂ

ଆତଙ୍କବାଦୀମାନଙ୍କ ପାଶବିକ ଅତ୍ୟାଚାର ସୀମା ଲଙ୍ଘିଛି । ଗାଜାରେ ବର୍ତ୍ତମାନ ପର୍ଯ୍ୟନ୍ତ ସାଧାରଣ ଜନତାଙ୍କୁ ସ୍ଥାନାନ୍ତରଣ ଚାଲିଛି । ପ୍ରତିଦିନ ଶହ ଶହ ସଂଖ୍ୟାରେ ଆତଙ୍କବାଦୀଙ୍କ ଛାତିଥରା କାହାଣୀ ସାମ୍ନାକୁ ଆସୁଛି ।

Israel Palestine Conflict
ଆମର ଦୋଷ କ’ଣ ? ଆଉ କେତେ ସହିବୁ ନିର୍ଯାତନା

ଆଖି ପିଛୁଳାକେ ବିସ୍ଫୋରଣ, ଆଉ ଆଖି ଖୋଲିବା ବେଳକୁ ସବୁକିଛି ଛାରଖାର, ଏକାକାର ।

Israel Palestine Conflict
ଖୋଜି ଖୋଜି ବଦଲା ନେଉଛି ଇସ୍ରାଏଲ; ରାତିକରେ ୫ଶହ ଆତଙ୍କୀ ଆଡ୍ଡା ଧ୍ୱଂସ

ଇସ୍ରାଏଲ ନିଜର ଲକ୍ଷ ଲକ୍ଷ ରିଜର୍ଭ ଫୋର୍ସକୁ ଡକାଇବା ପରେ ଯୁଦ୍ଧ ଆଗକୁ ଆହୁରି ଭୟାନକ ହୋଇପାରେ ଆଶଙ୍କା କରାଯାଉଛି ।

Israel Palestine War
ସାଂଘାତିକ ସ୍ଥିତିରେ ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧ, ଆଗକୁ ସ୍ଥିତି ଆହୁରି ଗମ୍ଭୀର: UAE

ଦିନକୁ ଦିନ ଗମ୍ଭୀର ହେଉଛି ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧ । ହମାସ୍ ଆତଙ୍କବାଦୀମାନେ ଏକ ଇହୁଦି ପରିବାର ଉପରେ ଆକ୍ରମଣ କରୁଥିବା ସିସିଟିଭି ଭିଡିଓରେ ଦେଖାଯାଉଛି ।

Israel amid war situation
ଇସ୍ରାଏଲରେ ଘନ ଘନ ରକେଡ୍ ମାଡ଼; ଭାରତୀୟଙ୍କୁ ସତର୍କ ରହିବାକୁ ପରାମର୍ଶ

ଲମ୍ବା ସମୟ ଧରି ଚାଲିଥିବା ୟୁକ୍ରେନ୍-ଋଷ ଯୁଦ୍ଧ ସମୟରେ ଇସ୍ରାଏଲ୍-ପାଲେଷ୍ଟାଇନ୍ ମଧ୍ୟରେ ଆରମ୍ଭ ହୋଇଥିବା ଏ ଲଢ଼େଇ ବିଶ୍ୱ ପାଇଁ ନୂଆ ସଂକଟ ଭାବେ ଉଭା ହୋଇଛି। ଏପରିସ୍ଥିତିରେ ଇସ୍ରାଏଲରେ ଥିବା ଭାରତୀୟ ନାଗରିକଙ୍କୁ ସତର୍କ ରହିବାକୁ ଭାରତ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।

Israel Attack
ଗାଜା ଷ୍ଟ୍ରିପରେ ଇସ୍ରାଏଲର ରକେଟ ମାଡ଼, ଅଲ୍-କୁଦ୍‌ସ ଆତଙ୍କବାଦୀ ସଂଗଠନର ଟପ୍‌ କମାଣ୍ଡର ମୃତ

ରକେଟ ମାଡ଼ ପରେ ପାଲେଷ୍ଟାଇନ ଟାଓ୍ୱାରର ସପ୍ତମ ମହଲାରୁ ଧୁଆଁ ବାହାରୁଥିବା ଦେଖିବାକୁ ମିଳିଥିଲା ।